-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ରାଜ୍ୟ

ଗଞ୍ଜାମରେ ଚାଉଳ ସଙ୍କଟ : ୮୬୭୧ ଚାଷୀଙ୍କଠୁ ସଂଗୃହୀତ ହୋଇଛି ୪.୪୭ ଲକ୍ଷ କ୍ବି ଣ୍ଟାଲ ଧାନ

07-Jan-2021



ଛତ୍ରପୁର (ପ୍ରେରଣା ଖବର): ଗଞ୍ଜାମ ଜିଲ୍ଲାରୁ ସଂଗୃହୀତ ଚାଉଳରୁ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ବଣ୍ଟନ ପରେ ବି ସବୁବେଳେ ବଳକା ରହୁଥିଲା। ଏପରିକି ଗୋଦାମରେ ଚାଉଳ ରଖିବା ଲାଗି ସ୍ଥାନ ମିଳୁ ନ ଥିଲା। ଚଳିତ ବର୍ଷ କରୋନା ଲାଗି ପ୍ରଧାନମନ୍ତ୍ରୀ କଲ୍ୟାଣ ଯୋଜନାରେ ଚାଉଳ ବଣ୍ଟନ ପରେ ଏବେ ଜିଲ୍ଲାରେ ଚାଉଳ ଅଭାବ ଦେଖାଦେଇଛି। ଜିଲ୍ଲାରେ ଡିସେମ୍ବର ୧୬ରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ୩୪୫ ମିଲର ନିଯୁକ୍ତ ହୋଇଥିବା ବେଳେ ୮୬୭୧ ଚାଷୀଙ୍କ ଠାରୁ ୪.୪୭ କ୍ବିଣ୍ଟାଲ ଧାନ ସଂଗ୍ରହ ହୋଇଛି। କିନ୍ତୁ ସେହି ଅନୁପାତର ଚାଉଳ ସଂଗୃହୀତ ହୋଇପାରୁନି। ଜାନୁଆରି ମାସର କୋଟା ବାଣ୍ଟିବା ଲାଗି ଆବଶ୍ୟକ ପରିମାଣର ଚାଉଳ ମହଜୁଦ୍‌ ନାହିଁ। ଏହାକୁ ନେଇ ଜିଲ୍ଲା ପ୍ରଶାସନର ଚିନ୍ତା ବଢ଼ିଛି। ଆଜି ଅନୁଷ୍ଠିତ ସମୀକ୍ଷା ବୈଠକରେ ଚାଉଳ ସଂଗ୍ରହକୁ ତ୍ବରାନ୍ବିତ କରିବା ଲାଗି ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ଧାନ କ୍ରୟ ପ୍ରକ୍ରିୟାରେ ସାମିଲ ହୋଇଥିବା ମିଲ ଗୁଡ଼ିକ ଯାଞ୍ଚ କରିବା, କେଉଁ ମିଲ୍ କେତେ ଧାନ ସଂଗ୍ରହ କରିଛନ୍ତି ଓ କେତେ ପରିମାଣର ଚାଉଳ ଦେଇଛନ୍ତି ତାହାର ମିଲୱାରି ସମୀକ୍ଷା କରି ତ୍ବରାନ୍ବିତ କରିବା ଲାଗି ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ବୁଧବାର ସନ୍ଧ୍ୟାରେ ବସିଥିବା ଜରୁରୀ ବୈଠକରେ ଜିଲ୍ଲାପାଳ ଅଧ୍ୟକ୍ଷତା କରି ଜିଲ୍ଲାର ପଞ୍ଜୀକୃତ ଚାଷୀଙ୍କ ଠାରୁ ଯେପରି ଶତ ପ୍ରତିଶତ ଧାନ ସଂଗ୍ରହ ହୋଇପାରିବ ଏନେଇ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ବାରୋପ କରିଥିଲେ। ଗଲାବର୍ଷ ଯେଉଁ ସମସ୍ୟା ଦେଖା ଦେଇଥିଲା, ତାହାର ଯେଭଳି ପୁନରାବୃତ୍ତି ନହେବ ଏଥିଲାଗି ଆଗୁଆ ପଦକ୍ଷେପ ନେବାକୁ ଜିଲ୍ଲାପାଳ କହିଥିଲେ। ସରକାର ସରକାର ଧାର୍ଯ୍ୟ କରିଥିବା ସମୟସୀମା ମଧ୍ୟରେ ଚାଷୀଙ୍କ ଧାନ ବିକ୍ରି ଟଙ୍କା ପୈଠ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ମିଲରମାନେ ଧାନ ନେବା ପରେ ଚାଉଳ ଦେବାରେ ବହୁ ବିଳମ୍ବ ଘଟାଉଛନ୍ତି। ନିର୍ଦ୍ଧାରିତ ସମୟରେ ଚାଉଳ ଦେବା ଲାଗି ମିଲରମାନଙ୍କୁ ଆଗୁଆ ସୂଚନା ଦିଆଯିବ। ପ୍ରତ୍ୟେକ ସମୟରେ ମିଲ୍ ଗୁଡିକରେ ତହସିଲଦାର ମାନେ ସ୍ଥିତି ଯାଞ୍ଚ‌ କରିବେ। ଆଜି ସୁଦ୍ଧା ଜିଲ୍ଲାରେ ୩୩୫ ପ୍ୟାକସ୍‌, ୪୪ ସ୍ବୟଂ ସହାୟିକା ମହିଳା ଗୋଷ୍ଠୀ ଏବଂ ଗୋଟିଏ ପାଣି ପଞ୍ଚାୟତ ମାଧ୍ୟମରେ ୪ ଲକ୍ଷ ୪୭ ହଜାର ୫୪୪ କ୍ବି ଣ୍ଟାଲ ଧାନ ୮ ହଜାର ୬୭୧ ଜଣ ଚାଷୀଙ୍କ ଠାରୁ ସଂଗ୍ରହ ହୋଇଥିବା ସୂଚନା ମିଳିଛି। ଅତିରିକ୍ତ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଉମାଶଙ୍କର ପତି, ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ତା, ଅତିରିକ୍ତ ଜିଲ୍ଲା ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ମହାନ୍ତି ଓ ଡିଆରସିଏସ୍‌ ବିଶ୍ବରଞ୍ଜନ ଦାସଙ୍କ ସମେତ ଏଆରସିଏସ୍‌, ସମସ୍ତ ପିଆଇ ଓ ଏମ୍ଆଇ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like