-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||     

HOME   ଜିଲ୍ଲା

ଗର୍ଭରାଇ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

06-Nov-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ପାପଡାହାଣ୍ଡି ବ୍ଲକ ମୈଦଲପୁର ଥାନା ଅନ୍ତର୍ଗତ ଗର୍ଭରାଇ ଶିବ ମନ୍ଦିର ର ହୁଣ୍ଡି ଭାଙ୍ଗି ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୁତ୍ତ ।ମଙ୍ଗଳବାର ସକାଳୁ ପୂଜକ ଧନୁର୍ଜୟ ପୂଜାରୀ ମନ୍ଦିର ର ମୁଖ୍ୟ ଫାଟକ ଖୋଲି ଭିତରକୁ ଯାଇ ଠାକୁରଙ୍କ ସାମନା ଗେଟ ର ତାଲା ଭାଙ୍ଗି ଯାଇଥିବା ଏବଂ ହୁଣ୍ଡି ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ ।ଏହି ବିଷୟରେ ପୂଜକ ମନ୍ଦିର କମିଟି ସଦସ୍ୟ ମାନଙ୍କୁ ଜଣାଇଥିଲେ ।ଖବର ପାଇ ମୈଦଲପୁର ପୋଲିସ ମନ୍ଦିର ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ହୁଣ୍ଡି ଭାଙ୍ଗି ଦୁର୍ବୁତ୍ତ ଟଙ୍କା ଲୁଟି ନେଇ ଯାଇଥିବା ଜଣା ପଡିଥିଲା । ହୁଣ୍ଡୀ ପାଖରେ ଟର୍ଚ୍ଚ ଲାଇଟ ତଳେ ପଡିଛି ।
 ମନ୍ଦିର ପ୍ରତିଷ୍ଠା ବେଳ ଠାରୁ ହୁଣ୍ଡି ଖୋଲା ଯାଇନାହିଁ । ଇତି ମଧ୍ୟରେ ମନ୍ଦିର ପ୍ରତିଷ୍ଠା ପରେ ହୁଣ୍ଡି ରେ ଟଙ୍କା  ଭର୍ତ୍ତି ହୋଇଥିଲା ଏବଂ ସେଥିରେ ଲକ୍ଷାଧିକ ଟଙ୍କା ଥିବା ଅନୁମାନ କରାଯାଉଛି । ମନ୍ଦିର ନିକଟରୁ 200 ମିଟର ଦୂର ମକା ବାଡ଼ରେ ହୁଣ୍ଡୀ ଭାଙ୍ଗି ଛନ୍ତି !  ମୈଦଲପୁର ଥାନା ଅଧିକାରୀ ଆସି ତଦନ୍ତ ଜାରି ରଖିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026

You Might Also Like