-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ରାଜ୍ୟ

ପାଠ ଅଧାରୁ ଛାଡିଥିବା ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାଳୟରେ ପୁନର୍ବାର ତାଲିକାଭୁକ୍ତ ହେବା ସଂପର୍କିତ ଆଇନ ସଚେତନତା ଶିବିର

06-Nov-2024



ବଲାଙ୍ଗିର(ପ୍ରେରଣା ଖବର): ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁସାରେ ଏବଂ ଅଧକ୍ଷ ଜିଲ୍ଲା ଆଇନ ସେବା ପ୍ରାଧିକରଣ ବଲାଙ୍ଗିର, ଡକ୍ତର ପବିତ୍ର ମୋହନ ସାମଲଙ୍କ ଅନୁମତିରେ ଆଜି  ଝଙ୍କରପାଲି ଗ୍ରାମପଂଚାୟତ ଠାରେ ଅଧାରୁ ପାଠ ଛାଡିଥିବା ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାଳୟରେ ପୁନର୍ବାର ତାଲିକାଭୁକ୍ତ ହେବା ସଂପର୍କିତ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଛି । ଉକ୍ତ ଆଇନ ସଚେତନତା ଶିବିରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ପବିତ୍ରାନନ୍ଦ ପ୍ରଧାନ, ଜିଲ୍ଲା ଅତିରିକ୍ତ ବ୍ଳକ ବିକାଶ ଅଧିକାରୀ ରାମଦତ୍ତ ଭୋଇ, ବଲାଙ୍ଗିର ବ୍ଳକ ଉପାଧ୍ୟକ୍ଷ ପୁଷ୍ପାଞ୍ଜଳି ହୋତା, ଗ୍ରାମ ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ମହେଶ୍ଵର ପ୍ରଧାନ, ସରଫଚ ଶ୍ରୀମତୀ ବୃନ୍ଦାବତୀ ବେହେରା, ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ଵମ୍ବର ଭୋଇ, ଶିଶୁ କଲ୍ୟାଣ କମିଟି ମେମ୍ବର ଏସ୍ ଲତାଶ୍ରୀ, ଜିଲ୍ଲା ଶିଶୁ ଶୁରକ୍ଷା ପରାମର୍ଶଦାତ୍ରୀ (ଏନଜିଓ) ସନ୍ଧ୍ୟାରାଣୀ ପତି ପ୍ରମୁଖ ଯୋଗଦାନ କରିବା ସହିତ ଉପସ୍ଥିତ ଅଂଚଳବାସୀ

ମାନଙ୍କୁ ଅଧାରୁ ପାଠ ଛାଡୁଥିବା ଛାତ୍ରଛାତ୍ରୀ ମାନେ ପୁନର୍ବାର କିପରି ତାଲିକାଭୁକ୍ତ ହେବା ସହିତ ପାଠ ପ୍ରତି ସେମାନଙ୍କର କିପରି ଆଗ୍ରହ ସୃଷ୍ଟି ହୋଇପାରିବ ସେ ସମ୍ବନ୍ଧରେ ସଚେତନ କରିଥିଲେ । ଏହି କାର୍ଯକ୍ରମରେ ନାଲସାର  ଥିମ ଗୀତ ପରିବେଷଣ ସହିତ ନାଲସା ଦେୟ ମୁକ୍ତ ନଂ-୧୫୧୦୦ ର ପ୍ରଚାରପ୍ରସାର କରାଯାଇଥିଲା । ଏହି କାର୍ଯକ୍ରମରେ ପାରା ଲିଗାଲ ଭଲ୍ୟୁନିଟର ଲକ୍ଷ୍ମଣ ମହାକୁର ଓ ପଂଚାୟତର ଅନ୍ୟ ସଦସ୍ୟବୃନ୍ଦ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like