-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||     

HOME   ଜିଲ୍ଲା

ରଞ୍ଜିତ କୁମାର ସାହୁ ହେଲେ ସୋନପୁର ଆଇଆଇସି

06-Nov-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ସଦର ଥାନାର ନୂତନ ଭାରପ୍ରପ୍ତ ଥାନା ଅଧିକାରୀ ଭାବେ ରଞ୍ଜିତ କୁମାର ସାହୁ ଯୋଗଦାନ କରିଛନ୍ତି । କିଛି ଦିନ ପାଇଁ କାର୍ଯ୍ୟରତ ଥିବା  ଆଇଆଇସି ଭୋଜରାଜ ସାଙ୍କ ନିକଟରୁ ସେ ରବିବାର ଦାୟିତ୍ଵ ଗ୍ରହଣ କରିଛନ୍ତି । ଶ୍ରୀ ସାହୁ ଏହା ପୂର୍ବରୁ ରାମପୁର ଓ ଲଛିପୁର ଥାନାର ଆଇଆଇସି ଭାବେ ଦକ୍ଷତା ର ସହ କାର୍ଯ୍ଯ କରିଥିଲେ l ଜିଲ୍ଲା ସଦର ମହକୁମାରେ ଆଇନ ଶୃଙ୍ଖଳା ପରିସ୍ଥିତି ଅନୁଧ୍ୟାନ କରିବା ସହ ବେଆଇନ ନିଶା କାରବାର ବନ୍ଦ କରିବା ଓ ଆଗକୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସଧାରଣ ଜନତା ଙ୍କୁ ଉଚିତ ନ୍ୟାୟ ପ୍ରଦାନ କରିବା ନେଇ ସୂଚନା ଦେଇଛନ୍ତି ଶ୍ରୀ ସାହୁ। ଏଠାରେ କାର୍ଯ୍ୟରତ ଭାରପ୍ରାପ୍ତ ଆଇଆଇସି ସାଙ୍କୁ ଏବେ ଲଛିପୁର ଥାନା ଓ ଛୁଟିରେ ଥିବା ଆଇଆଇସି ମାହାଣା ଙ୍କୁ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି ହୋଇଛି l ବାହାର ରାଜ୍ୟ ରୁ ଆସୁଥିବା ଶହ ଶହ ସଂଖ୍ୟାରେ ରିଫ୍ୟୁଜି ଙ୍କୁ ଚିହ୍ନଟ କରିବା ଓ ବିଭିନ୍ନ ଜାଗାରେ ତମ୍ବୁ ମାରି ରହୁଥିବା, ଖାଲି ପଡ଼ିଥିବା ଷ୍ଟଲ୍ ମାନଙ୍କ ରେ ରହୁଥିବା ଏଭଳି ଲୋକ ଙ୍କ ଦ୍ଵାରା ବଢୁଥିବା ବିଭିନ୍ନ ଅପରାଧିକ କାର୍ଯ୍ୟକଳାପ କୁ ନିୟନ୍ତ୍ରଣାଧୀନ କରିବା ଦିଗରେ ମଧ୍ୟ ଗୁରୁତ୍ଵ ଦେବାକୁ ,  ସହର ରେ କଡା କଡି ପେଟ୍ରୋଲିଂ କରିବାକୁ , ଟ୍ରାଫିକ ବ୍ୟବସ୍ଥା ର ସୁଧାର ଆଣି ଦୁର୍ଘଟଣା ରୋକିବାକୁ ଓଡ଼ିଶା ସାମ୍ୱାଦିକ ସଂଘ ର ଏକ ପ୍ରତନିଧି ଦଳ ଶ୍ରୀ ସାହୁ ଙ୍କୁ ପ୍ରସ୍ତାବ ଦେଇଛନ୍ତି l ଶ୍ରୀ ସାହୁ ମଧ୍ୟ ସହର ରେ ଶାନ୍ତି ଶୃଙ୍ଖଳା ରକ୍ଷା ସକାଶେ ଅଧିକ ରୁ ଅଧିକ ଉଦ୍ୟମ ଜାରି ରଖିବି ବୋଲି ସାମ୍ୱାଦିକ ଙ୍କୁ କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026

You Might Also Like