-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ଜମି ମାଫିଆଙ୍କ କବଜାରେ ଚାଷୀଙ୍କ ଜମି : ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ପୋଲିସ

06-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲାରେ ଏବେ ଜମି ମାଫିଆଙ୍କ ଉତ୍ପାତ ବଢିବାରେ ଲାଗିଛି l ନିରୀହ ଚାଷୀଙ୍କ ଜମି ଉପରେ ଏବେ ମାଫିଆଙ୍କ ଆଖି l କିଛି ଦିନ ତଳେ SC ଜମିକୁ ସାଧାରଣ ବର୍ଗକୁ ବିକ୍ରି କରାଯାଇଥିଲା l ତାହା ପୁଣି ପୂର୍ବତନ ଉପଜିଲ୍ଲାପାଳଙ୍କ ଜାଲ ଦସ୍ତଖତରେ l ଏବେ ବରଗଡ଼ ଖେଦାପାଲିରେ ଚାଷୀଙ୍କ ଜମି ଉପରେ ରାତା ରାତି ଜମି ମାଫିଆ ମାଟି ପୋତି ଦେଇଥିବା ଅଭିଯୋଗ ଆସିଛି l ଗ୍ରାମବାସୀଙ୍କ ରାସ୍ତା ଅବରୋଧ ପରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ବରଗଡ ଟାଉନ୍ ପୋଲିସ ।
ବରଗଡ଼ରେ ଜମି ମାଫିଆଙ୍କ ଦାଦାଗିରି।ରାତି ଅଧିଆ ମାଟି ପକାଇ ଚାଷୀଙ୍କ ଜମିକୁ କରୁଛନ୍ତି କବଜା ପ୍ରତିବାଦ କଲେ ଧମକ ଦେଉଥିବା ଅଭିଯୋଗ ଆଉ ଏଭଳି ଅଭିଯୋଗ ଆଣିଛନ୍ତି ଖେଦାପାଲି ଗାଁ ର ଚାଷୀ ଆନନ୍ଦ ପ୍ରଧାନ । ୧୧ ଏକର ୮୧ ଡିସିମିଲ ପରିମିତ ଏକଜମାଲି ଜମିରୁ ୮ ଏକର ୬ ଡିସିମିଲ ଜମି ବିନା ସହମତି ଓ ବିନା ଦସ୍ତଖତ ଜମି ବିକ୍ରି ହୋଇଯାଇଥିବା ଭଲି ସାଙ୍ଘାତିକ ଅଭିଯୋଗ ହୋଇଛି । ଏହାରି ଭିତରେ ପ୍ରାୟ ୧ ଏକର ଫଳନ୍ତି ଧାନଚାଷ ଉପରେ ମାଟି ପୋତି ଦେଇଥିବାରୁ ସଂପୂର୍ଣ୍ଣ ଚାଷ ନଷ୍ଟ ହେବା ଯୋଗୁଁ ରାଜ ରାସ୍ତା ଅବରୋଧ କରି ପ୍ରତିବାଦ କରିଥିବା କହିଛନ୍ତି ଚାଷୀ ଏବଂ ଗ୍ରାମବାସୀ ଏହି ଦୃଶ୍ୟ ଦେଖନ୍ତୁ କେମିତି ଅମଳ ପୂର୍ବରୁ ଚାଷୀର ଧାନ ଜମି ଉପରେ ଜମି ମାଫିଆ ମାଟି ପୋତି ନିଜ କବଜାକୁ ନେବାକୁ ଯୋଜନା କରିଥିଲେ l ଆଉ କିଛି ଦିନ ପରେ ଧାନ ଅମଳ ହୋଇଥାନ୍ତା, ହେଲେ ତା ପୂର୍ବରୁ ମାଟି ପୋତି ଦିଆଯାଇଛି l  ଏହାକୁ ଦେଖି ଚାଷୀଙ୍କ ବୁକୁ ଫାଟି ପଡିବା ସ୍ୱାଭାବିକ।ବାରମ୍ବାର ପ୍ରଶାସନ ପାଖରେ ଏଭଳି ଅଭିଯୋଗ ପରେ କୌଣସି ସୁଫଳ ନପାଇବାରୁ ଶେଷରେ ଖେଦାପାଲି ଠାରେ ରାସ୍ତା ଅବରୋଧ କରି ପ୍ରତିବାଦ କରିଛନ୍ତି ସ୍ଥାନୀୟ ଚାଷୀ l ରାସ୍ତା ଅବରୋଧ କରିବା ପରେ ଦୀର୍ଘ ଘଣ୍ଟା ଧରି ବରଗଡ଼ ଭଟଲି ରାସ୍ତାର ଉଭୟ ପାଶ୍ୱର୍ରେ ଅଟକି ରହିଥିଲା ସହ ସହ ଯାନ ବାହାନ l ପୋଲିସ ପ୍ରଶାସନ ପହଞ୍ଚି ଦୀର୍ଘ ସମୟ ଧରି ଲୋକଙ୍କୁ ବୁଝା ସୁଝା କରିଥିଲା। ଅନ୍ୟପଟେ ଜମିଜମା ସଂକ୍ରାନ୍ତରେ ଅସୁବିଧା ର ସମ୍ମୁଖୀନ ହେଲେ ପ୍ରଶାସନ ସହ ଯୋଗାଯୋଗ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବରଗଡ ଉପ ଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ତେ କହିଥିବା ବେଳେ ଜମି ମାଫିଆଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବୀ କରିଛନ୍ତି ବରଗଡ଼ ଜିଲ୍ଲା ଓକିଲ ସଂଘ ସଭାପତି । ଜଣେ ଜମି ମାଫିଆକୁ ବରଗଡ଼ ଟାଉନ୍ ପୋଲିସ  ଢେଙ୍କାନାଳରୁ ଗିରଫ କରିବା ପରେ ବରଗଡ଼ ଜିଲ୍ଲାରେ ନିରିହ ବ୍ୟକ୍ତିଙ୍କ ଜମିକୁ   ବେ ଧଡକ ବିକ୍ରି କରୁଥିବା ଅନ୍ୟ ଜମି ମାଫିଆଙ୍କ ଉପରେ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେବ ତାହା ଦେଖିବାକୁ ବାକି ରହିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like