-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

କନଗାଁ ଶ୍ରୀ ଶ୍ରୀ ସମଲେଶ୍ବରୀ ଶୈକ୍ଷିକ ଓ ଦାତବ୍ୟ ନ୍ଯାସର ବାର୍ଷିକ ବୃତ୍ତି ପ୍ରଦାନ ଉତ୍ସବ

06-Nov-2024



ବରଗଡ଼/ସୋହେଲା:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ  ଶ୍ରୀ ସମଲେଶ୍ବରୀ ଶୈକ୍ଷିକ ଓ ଦାତବ୍ୟ ନ୍ଯାସର ବାର୍ଷିକ ବୃତ୍ତି ପ୍ରଦାନ ଉତ୍ସବ ଟ୍ରଷ୍ଟର ସଭାପତି ଜଗଦୀଶ ଆଚାର୍ଯ୍ଯଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ଯ ଅତିଥି ଭାବରେ ବରଗଡ ଡାଏଟ୍ ର  ଅବସରପ୍ରାପ୍ତ ଅଧ୍ୟକ୍ଷ ଅକ୍ଷୟ କୁମାର ବାରିକ,ସମ୍ମାନୀତ ଅତିଥି ଭାବରେ ବରପାଲି ମହା ବିଦ୍ୟାଳୟର ଅବସରପ୍ରାପ୍ତ ଇଂରାଜୀ ପ୍ରାଧ୍ୟାପକ କୈଲାସ ସାହୁ ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମରେ  ଅବସରପ୍ରାପ୍ତ ଚିକିତ୍ସାଧିକାରୀ ଡା ଶିଶିର କୁମାର ସାହୁ,ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଗିରିଜା ଶଙ୍କର ଆଚାର୍ଯ୍ଯ, ଚନ୍ଦ୍ରଶେଖର ବାରିକ, ରାହାସ ବିହାରୀ ସାହୁ, ପୂର୍ଣ୍ଣଚନ୍ଦ୍ର ଆଚାର୍ଯ୍ଯ, ପ୍ରକୃତିବନ୍ଧୁ  ରାମଚନ୍ଦ୍ର ସାହୁ, ସୁବାସ ଚନ୍ଦ୍ର ସାହୁ ,  କାର୍ତ୍ତିକ ଚନ୍ଦ୍ର ବାରିକ, ଅବସରପ୍ରାପ୍ତ ଅଧ୍ୟାପକ ଟେକଚାନ୍ଦ ଦୁଆନ, ପଣ୍ଡିତ ପୂର୍ଣ୍ଣଚନ୍ଦ୍ର ସାହୁ, ସି.ଆର.ସି.ସି କେଦାରନାଥ ସାହୁ, ଗୌରଚରଣ ପଧାନ ଙ୍କ ସହ ସ୍ଥାନୀୟ ବିଦ୍ୟାଳୟ ଗୁଡିକର ଛାତ୍ର ଛାତ୍ରୀଙ୍କ ସହ ପ୍ରଧାନଶିକ୍ଷକ ତଥା ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବୁଦ୍ଧଦେବ ସାହୁ ଅତିଥି ପରିଚୟ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । କନଗାଁ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଡୋଲାମଣୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ପ୍ରାରମ୍ଭରେ ଅତିଥି ମାନେ ସ୍ଥାନୀୟ ସମଲେଶ୍ବରୀ ମନ୍ଦିର ଠାରେ ପୂଜାର୍ଚ୍ଚନା କରିଥିଲେ । ପ୍ରାଥମିକ ବିଦ୍ୟାଳୟର କୁନୀ କୁନୀ ଛାତ୍ରୀମାନେ ସ୍ବାଗତ ସଂଗୀତ ଗାନ କରିଥିଲେ । କନଗାଁ ପ୍ରାଥମିକ ବିଦ୍ୟାଳୟ ଠାରୁ ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ତୃତୀୟ, ପଞ୍ଚମ,  ଅଷ୍ଟମ ଏବଂ ଦଶମ ଶ୍ରେଣୀ ସହ ବେହେରାପାଲି, ବରିହାପାଲି, ବୁଡ଼ାମାଲ, ଗର୍ଭଣାର ଅଷ୍ଟମ ଶ୍ରେଣୀର ଟପର ଛାତ୍ର ଛାତ୍ରୀଙ୍କୁ ପ୍ରମାଣପତ୍ର ସହ ଅର୍ଥ ରାଶି ପ୍ରଦାନ କରାଯାଏ । ପ୍ରକାଶଥାଉକି କନଗାଁ ପ୍ରାଥମିକ ବିଦ୍ୟାଳୟ ଶତବାର୍ଷିକୀ ପାଳନ ସମୟରେ ବଳି ପଡିଥିବା ଅର୍ଥ ରାଶି ସହ ଗ୍ରାମ ତଥା ଅଞ୍ଚଳର ଅବସରପ୍ରାପ୍ତ ଶିକ୍ଷକ, ଅଧ୍ଯାପକ ତଥା ଶିକ୍ଷାପ୍ରେମୀ ବଦାନ୍ଯ ବ୍ଯକ୍ତିଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ବହୁବର୍ଷ ଧରି ଚଲି ଆସୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like