-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||     

HOME   ଜିଲ୍ଲା

୬ ଦାଦନ ଶ୍ରମିକ ଉଦ୍ଧାର,୩ ସର୍ଦ୍ଦାର ଗିରଫ

07-Nov-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଏକ ଦାଦନ ପ୍ରବଣ ଜିଲ୍ଲା ଭାବେ ବେଶ୍ ପରିଚିତ ଥିବାବେଳେ ବର୍ତ୍ତମାନ ଦାଦନ ଋତୁ ର ଦ୍ବିତୀୟ ପର୍ଯ୍ୟାୟ ଚାଲିରହିଛି। ବେଆଇନ ଦାଦନ ଶ୍ରମିକ ଚାଲାଣ ଉପରେ ରୋକ୍ ଲଗାଇବା ପାଇଁ ଉପ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶନାରେ ଟାକ୍ସଫୋର୍ସ ଗଠନ କରାଯାଇଛି। ହେଲେ ସେହି ଟାକ୍ସଫୋର୍ସ କେଉଁଠି କାର୍ଯ୍ୟକାରୀ ହେଉଛି ତାହା ଜନସାଧାରଣଙ୍କୁ ଅଜଣା। ଏପଟେ ଶ୍ରମ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନେଉଥିବା ବେଳେ ସ୍ଥାନୀୟ ପୋଲିସ ପ୍ରଶାସନ କୁ ହାତକରି ବେଧଡକ ଭାବେ ଦାଦନ ଶ୍ରମିକ ଚାଲାଣ କରାଯାଉଅଛି। ସର୍ଦ୍ଦାର ମାନେ ନିଜ ଅଞ୍ଚଳର ଥାନା ମାନଙ୍କୁ ଅକ୍ତିଆର କରିବାରେ ସଫଳ ହେଉଛନ୍ତି କିନ୍ତୁ ଅନ୍ୟ  ଥାନା ହାବୁଡ଼ରେ ସର୍ଦ୍ଦାର ମାନେ ଧରାପଡୁଥିବା ଦେଖିବାକୁ ମିଳୁଛି।ଗତ ଦୁଇ ଦିନ ତଳେ ଲାଠୋର ପୋଲିସ ଦ୍ବାରା ତୁରେକେଲା ଥାନା ଅଞ୍ଚଳ ର ଗୁର୍ଜିଭଟା ଗାଁ ର ସର୍ଦ୍ଦାର ହେମନ୍ତ ଶଗଡ଼ିଆ ଧରାପଡ଼ିଥିବା ବେଳେ ଆଜି ଲାଠୋର ଥାନା ଅଞ୍ଚଳର ୩ ଜଣ ସର୍ଦ୍ଦାର ଖପ୍ରାଖୋଲ ପୋଲିସ ଦ୍ବାରା ଧରାପଡ଼ିଛନ୍ତି। ସୂଚନା ଅନୁସାରେ ଗତକାଲି ରାତିରେ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଏ, ଏସ, ଆଇ ଏନ୍ କେ ଭୋଇ ନିଜ ଷ୍ଟାଫ୍ ସହିତ ପେଟ୍ରୋଲିଂ କରୁଥିବା ସମୟରେ ଚାରିଜଣ ମହିଳା ଓ ଦୁଇ ପୁରୁଷ କୁ ତେଲେଙ୍ଗାନା ରାଜ୍ୟ କୁ ବେଆଇନ ଭାବେ ଚାଲାଣ କରାଯାଉଥିବା ବେଳେ ଖପ୍ରାଖୋଲ ଥାନା ହରିଶଙ୍କର ଛକ ଠାରେ ଧରିବା ରେ ସକ୍ଷମ ହୋଇଥିଲେ।ଉକ୍ତ ମାମଲାରେ ଲାଠୋର ଥାନା ଅଞ୍ଚଳର ୩ ଟି ସର୍ଦ୍ଦାର ବନ୍ତ ଭଇଁଷାଲ, ଗଣେଶ ଭଇଁଷାଲ ଓ ନରେଶ ପାତ୍ର ସହ ଡ଼୍ରାଇଭର ନର ବାଗ କୁ ଗିରଫ କରାଯାଇଛି।ଏମିତିକି ଖପ୍ରାଖୋଲ ଥାନା ଅଞ୍ଚଳରେ ଆହୁରି ସର୍ଦ୍ଦାର ଅଛନ୍ତି ସେମାନଙ୍କ ଉପରେ ଖପ୍ରାଖୋଲ ପୋଲିସ କେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ତାହା ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026

You Might Also Like