-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ପରିବେଶ ସୁରକ୍ଷାରେ ଯୁବ ସମାଜର ଭୂମିକା: ହରିଶଙ୍କର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଲୋଚନା ଚକ୍ର

07-Nov-2024



(ନିରଞ୍ଜନ ତ୍ରିପାଠୀ)-ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ହରିଶଙ୍କର ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ପରିବେଶ ସୁରକ୍ଷାରେ ଯୁବ ସମାଜର ଭୂମିକା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଛାତ୍ରୀ ମାନେ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଦେଇ  ମଞ୍ଚକୁ ପାଛୋଟି ଆଣିଥିଲେ। ଏହି ଆଲୋଚନା ଚକ୍ର ହରିଶଙ୍କର ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀମାନ ବଳଭଦ୍ର ଦାଶ ମଞ୍ଚ ସଞ୍ଚାଳନ କରିବା ସହ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ। ଛାତ୍ର ଯୁବ ସଂଘର୍ଷ ବାହିନୀ, ବିହାର ସଂଗଠନର ଅନ୍ୟତମ ଅତିଥି ଶ୍ରୀ ଅନୁପ କୁମାର ସାହୁ, ପାଟଣାଗଡ଼ର ସିଭିଲ ସୋସାଇଟିର ସଭ୍ୟ ଶ୍ରୀ ସୁଶିଲ ନାୟକ, ବରଗଡ଼ ଜିଲ୍ଲା ପଦ୍ମପୁରର ଆଇନଜୀବୀ ଶ୍ରୀମାନ ପ୍ରଶାନ୍ତ କୁମାର ମାଝୀ, ଗନ୍ଧମାର୍ଦ୍ଦନ ସୁରକ୍ଷା ପରିଷଦ ର ଉପଦେଷ୍ଟା ଶ୍ରୀମାନ ରାଜକୁମାର ସେଠ, ହରିଶଙ୍କର ଶାଖା ଖପ୍ରାଖୋଲର ପୂର୍ବତନ ଆବାହକ ଶ୍ରୀଯୁକ୍ତ ଟେକେନ୍ଦ୍ର ଜାଲ ପ୍ରମୁଖ ଉକ୍ତ ଆଲୋଚନାଚକ୍ରରେ ଭାଗନେଇ ସାରଗର୍ଭକ ବକ୍ତବ୍ୟ ମାନ ପ୍ରଦାନ କରିଥିଲେ।

କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର ପୁନଃ ଗନ୍ଧମାର୍ଦ୍ଦନ ପର୍ବତର ବୁକୁରେ ଥିବା ମୂଲ୍ୟବାନ ଖଣିଖନନର ଷଡ଼ଯନ୍ତ୍ରର ମସୁଧା ଚଳାଇଛନ୍ତି।ଏହାର ତିବ୍ର ବିରୋଧ କେମିତି କରାଯିବ ସେ ନେଇ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ମତପ୍ରକାଶ କରିଥିଲେ। ଛାତ୍ର ଛାତ୍ରୀ ମାନେ ଗନ୍ଧମାର୍ଦ୍ଦନରେ ଖଣି ଖନନ କଲେ ତିବ୍ର ବିରୋଧ କରାଯିବାକୁ ସଂକଳ୍ପ ନେଇଥିଲେ। ପରିଶେଷରେ ଆବାହକ ଶ୍ରୀମାନ ଜୟସିଂ ପୂଝାରୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like