-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲିରେ ଭୀମ ଭୋଇ ଭିନ୍ନକ୍ଷମ ସମଥ୍ୟ ଶିବିର ଅନୁଷ୍ଠିତ

07-Nov-2024



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର): ଡୁଙ୍ଗୁରିପାଲି ଆର ଏମ ସି ପରିସରରେ ଭୀମ ଭୋଇ ଭିନ୍ନକ୍ଷମ  ସମର୍ଥ ଶିବିର ଅନୁଷ୍ଠିତ ହୋଇଛି। ଡୁଙ୍ଗୁରିପାଲି ବ୍ଲକର ୨୬ ଗୋଟି ପଂଚାୟତରୁ ବିଭିନ୍ନ ବର୍ଗର ଭିନ୍ନକ୍ଷମ ମାନେ ଉପସ୍ଥିତ ରହି ପ୍ରଥମେ ନାମ ପଞ୍ଜୀକରଣ କରି ବିଭିନ୍ନ ବିଭାଗର ଡାକ୍ତର ମାନେ ପରୀକ୍ଷା କରି ସାର୍ଟିଫିକେଟ ପ୍ରଦାନ କରିଥିଲେ। ଯେଉଁ ଭିନ୍ନକ୍ଷମ ମାନେ  ଆଇ.ଟି.ଆଇ ଓ ପୋଲିଟେକନିକରେ ଅଧୟନ କରିବାକୁ ଇଛୁକ, ସେମାନେ ତାଙ୍କର ଭିନ୍ନକ୍ଷମ ପ୍ରଣାମପତ୍ର, ଆଧାର କାର୍ଡ, ମେଟ୍ରିକ ପାସ ଶିକ୍ଷାଗତ ପ୍ରଣାମପାତ୍ର ଦେଇ ପାଠ ପଢି ପାରିବେ ବୋଲି ଶିବିରରେ କୁହାଯାଇଛି l  ଋଣ ନେବା ସୁବିଧା,ବାଣିଶ୍ରୀ ବୃତ୍ତି, ବିବାହ ପ୍ରସୋହନ ରାଶି, ଦୃଷ୍ଟିବଧିତ ଭିନ୍ନକ୍ଷମ ଛାତ୍ରଛାତ୍ରୀ ପାଇଁ +୨ ରୁ ଉର୍ଦ୍ଧ ପଢ଼ୁଥିବା ଛାତ୍ରଛାତ୍ରୀ ମାନଂକୁ ମାଗଣା ଲେପଟପ ଭଳି ଅନେକ ଯୋଜନା ଅଛି। ଏହି ଶିବିରରେ ମୋଟ ୬୨୪ ଜଣ ପଞୀକରଣ  ହୋଇଥିଲେ l ଚଳନ ବଧିତ ୨୬୯, ଶ୍ରବଣ  ବାଧିତ ୧୬୮,  ଦୃଷ୍ଟିବାଧିତ ୭୩, ବୈଦ୍ଧିକ ଭିନ୍ନଷମତା, ୭୮, ସିକିଲ ସେଲ ୩୬ ଜଣ ନାମ ପଞ୍ଜୀକରଣ କରିଥିଲେ l ଏଥିରେ ମୂଖ୍ୟ ଅତିଥି ଭାବେ ବ୍ଲକ ଉପାଧକ୍ଷ ମକରଧ୍ୱଜ ସାହୁ,  ସମ୍ମାନୀୟ ଅତିଥି ଭାବେ ଡି ଡବ୍ଲ୍ୟୁ ଓ ଗୋବିନ୍ଦ ବଲ୍ଲବ ଶଡଙ୍ଗୀ,  ଏ ବି ଡି ଓ ଆନଦଚଦ୍ର,  ବ୍ଲକ ସୁରକ୍ଷା ଅଧିକାରୀ କ୍ଷୀରୋଧ ଭୂଷଣ ରାୟ ପ୍ରମୁଖ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like