-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ରାଣା ପ୍ରତାପ ସ୍କୁଲରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

07-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ରାଣା ପ୍ରତାପ ସ୍କୁଲ ଠାରେ ଆଜି ଗୁରୁବାର ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଜ୍ଞାନ ଶିକ୍ଷୟିତ୍ରୀ ନିଳୀମା ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି ମେଳାକୁ ପୂର୍ବତନ ପ୍ରଧାନ ଶିକ୍ଷକ ଚନ୍ଦ୍ର ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦ୍ଘାଟନ କରିବା ସହ କୁନି କୁନି ବୈଜ୍ଞାନିକ ମାନଙ୍କୁ ଉତ୍ସାହିତ କରିଥିଲେ ।ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ କପିଲ ବାଗ, ସତ୍ୟେନ୍ଦ୍ରୀୟ ଦେବତା ବରିଷ୍ଠ  ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ତ୍ରିପାଠୀ, ଅଭିଭାବିକା ଧରିତ୍ରୀ ରଥ ପ୍ରମୁଖ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ ।

ଏହି ଅବସରରେ ଆୟୋଜିତ ବିଜ୍ଞାନ ମେଳାରେ ୬୦ ରୁ ଉର୍ଦ୍ଧ୍ବ ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନୀରେ ସ୍ଥାନିତ ହୋଇଥିବା ବେଳେ ଜୁନିଅର ,ସବଜୁନିର,ଓ ସିନିଅର ତିନିଟି ବିଭାଗ ରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରକଳ୍ପ ବ୍ଲକ ସ୍ତରୀୟ ବିଜ୍ଞାନ ମେଳାକୁ ମନୋନୀତ ହେବ ବୋଲି ପ୍ରଧାନ ଶିକ୍ଷକ ଶ୍ରୀ ରଥ ସୂଚନା ପ୍ରଦାନ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like