-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଧନ୍ୟବାଦ ଗାଇସିଲେଟ ପ୍ରଶାସନ ତୁମର ଏକି ଲୀଳା ! ଯୁବାଖୋଲରୁ ଜମରତଲା ରାସ୍ତା ପାଇଁ ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ଵାରସ୍ଥ

07-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଗାଇସିଲେଟ ବ୍ଲକ ଅଧିନସ୍ଥ ଯୁବାଖୋଲ ଗ୍ରାମରୁ ଜମରତଲା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା  ମରଣଜନ୍ତା ପାଲଟିଛି । ଏହି ରାସ୍ତା ନିର୍ମାଣ ପାଇଁ ଅନେକ ଥର  ଗ୍ରାମର ଆଇନ ଛାତ୍ର ଆଶିଷ ଜ୍ୟୋତିଷ  ଟ୍ଵିଟର ମାଧ୍ୟମରେ ଗ୍ରାମ୍ୟ ବ୍ଲକ ଉନ୍ନୟନ ଅଧିକାର,ଗାଇସିଲେଟଙ୍କୁ ଅନୁରୋଧ କରିଥିଲେ । ଘଟଣା ସ୍ଥଳକୁ ଆସି ସମସ୍ତ ବିଷୟ ତତାରଖ କଲାପରେ ରାସ୍ତା ନିର୍ମାଣ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ହେଲେ ପ୍ରଶ୍ନର ଉତ୍ତର ନିରବତା ଆସନ୍ନ ମଧ୍ୟରେ ଅଟକି ରହିଲା। ରାସ୍ତା ଯେମିତି କୁ ସେମିତି ଅବସ୍ଥାରେ ଅଦ୍ୟାବଧି ପଡ଼ିରହିଛି।  
 ଏହି ରାସ୍ତା ଦେଇ ସ୍କୁଲ ଛାତ୍ରଛାତ୍ରୀ ଜମରତଲା ହାଇସ୍କୁଲ ଯିବା ଆସିବା କରି ଥାନ୍ତି। ପାଟଣାଗଡ଼,ଘସିଏନ, ଲରମ୍ବା ଯିବା ଆସିବା କରିଥାନ୍ତି ଲୋକେ। ଫଳରେ ବର୍ଷାଋତୁରେ ଏହି ରାସ୍ତା ଉପରେ ନିର୍ଭର କରୁଥିବା ଯାତ୍ରୀ ଅନେକ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି । ବିଭାଗୀୟ ଅଧିକାରୀଙ୍କୁ,ଦୀର୍ଘଦିନ ଧରି ଅଭିଯୋଗ କରାଯାଇଥିଲେ ସୁଦ୍ଧା ରାସ୍ତା ହେଉନାହିଁ କାହିଁକି ??? ଏଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେଇ ପଦକ୍ଷେପ ଗ୍ରହଣ କରିବାକୁ ସ୍ଥାନୀୟ ଅଧୂବାସୀମାନେ ତଥା ସଚେତନ ନାଗରିକବୃନ୍ଦ ଦାବି କରିଛନ୍ତି। ଆଜି ଏଥିପାଇଁ ଯୁବାଖୋଲ ଗ୍ରାମବାସୀ ଅତିରିକ୍ତ ଜିଲ୍ଲାପାଳ, ପଦ୍ମପୁରଙ୍କ ଦ୍ଵାରସ୍ଥ ହୋଇଛନ୍ତି। ଅତିରିକ୍ତ ଜିଲ୍ଲାପାଳ ନ ଥିବାରୁ ଡେପୁଟି ମେଡମକୁ ଭେଟି ପତ୍ର ଦେଖିଛନ୍ତି ବୋଲି ଶ୍ରୀ ଜ୍ୟୋତିଷ ଆମ ପ୍ରତିନିଧିଙ୍କୁ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like