-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ପି ପି ଏକାଡେମୀ ୮୯ ମେଟ୍ରିକ ବ୍ୟାଚର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଓ ଡ଼ାଇମଣ୍ଡ ଜୁବଲି ପାଇଁ ପ୍ରସ୍ତୁତି ବୈଠକ

07-Nov-2024



ବଲାଙ୍ଗୀର:  ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ପି. ପି. ଏକାଡେମୀ ୧୯୮୯ ମେଟ୍ରିକ ବ୍ୟାଚର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଆୟୋଜିତ ହେବ l ତତ୍ ସହିତ ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖ ଅନୁଷ୍ଠିତ ହେବାକୁ ଥିବା ସ୍କୁଲର ଡ଼ାଇମଣ୍ଡ ଜୁବୁଲି ରେ ୮୯ ମେଟ୍ରିକ ବ୍ୟାଚର କଣ ଅବଦାନ ରହିବ ସେ ସମ୍ପର୍କରେ ବିସ୍ତ୍ରୁତ ଆଲୋଚନା ହୋଇଛି l ଗତକାଲି ସନ୍ଧ୍ୟାରେ ସ୍କୁଲ ପରିସରରେ ୮୯ମେଟ୍ରିକ ବ୍ୟାଚର ପୂରାତନ ଛାତ୍ର ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l ଡ଼ାଇମଣ୍ଡ ଜୁବୁଲି ର ସୁପରିଚାଳନା ପାଇଁ ପୂର୍ବନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ୮୯ ବ୍ୟାଚର ପୂରାତନ ଛାତ୍ର ମାନଙ୍କ ତରଫରୁ ଆର୍ଥିକ ସହଯୋଗ କରାଯିବ l ଏଥି ପାଇଁ ପ୍ରତ୍ୟେକ ପୂରାତନ ଛାତ୍ର ନିଜର ପ୍ରିୟ ଶିକ୍ଷାନୁଷ୍ଠାନ ପାଇଁ ସହଯୋଗର ହାତ ବଢାଇବାକୁ ଅନୁରୋଧ କରାଯାଇଛି l ପରବର୍ତ୍ତୀ ପର୍ଯ୍ୟାୟରେ ବନ୍ଧୁମିଳନ ପାଇଁ ସ୍ଥାନ ଓ ତାରିଖ ଧାର୍ଯ୍ୟ କରାଯିବ l ଡ଼ାଇମଣ୍ଡ ଜୁବୁଲି ଓ ୮୯ ମେଟ୍ରିକ ବ୍ୟାଚର ବନ୍ଧୁମିଳନ କାର୍ଯ୍ଯକ୍ରମକୁ ସଫଳ କରିବା ପାଇଁ ବହୁ ସଂଖ୍ୟାରେ ପୂରାତନ ଛାତ୍ର ଯୋଡି ହେବାକୁ ଅନୁରୋଧ କରାଯାଇଛି l  ଆଜିର ପ୍ରସ୍ତୁତି ବୈଠକରେ ପୂରାତନ ଛାତ୍ର ସନ୍ତକ ବହିଦାର, ସତ୍ୟ ମିଶ୍ର, ରିୟାଜ ଖାନ୍, ଅତୁଲ ଅଗ୍ରୱାଲ, ରଘୁ ନନ୍ଦନ ସିଂହ, କିଷନ ଅଗ୍ରୱାଲ, ମୁନା ପଣ୍ଡା, ଶଙ୍କର ଅଗ୍ରୱାଲ,ବାବୁ ପୁଝାରୀ, ବିଷ୍ଣୁ ଅଗ୍ରୱାଲ, ଅଶୋକ ସାହୁ, ରିତୁରାଜ ସିଂହ,ଉପେନ୍ଦ୍ର ସାହୁ,ପ୍ରଦୀପ ଦାସ, ଶ୍ରୀଧର ନାୟକ,ପ୍ରଶାନ୍ତ ପୃଷ୍ଟି,ଆଦିକନ୍ଦ ଧାରୁଆ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ 


News Comment




Photo in News

Advertisment
Lastest News
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026

You Might Also Like