-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ଅତାବିରା ନୋଡାଲ ଉଚ୍ଚ ବାଳିକା ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

07-Nov-2024



ବରଗଡ଼:-(ନିରଞ୍ଜନ ତ୍ରିପାଠୀ)ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ସମ୍ବଲପୁର -ବରଗଡ଼ ୱେ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସର ରେ ପ୍ରଧାନ ଶିକ୍ଷୟିତ୍ରୀ ସୁରେନ୍ଦ୍ର ବେହେରା ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଏ.ବି.ଇ.ଓ କାର୍ତ୍ତିକ ବାଗ ଯୋଗ ଦେଇ ଶିଶୁ ବୈଜ୍ଞାନିକ ମାନଙ୍କ ପ୍ରଦର୍ଶିତ ପ୍ରକଳ୍ପ ଗୁଡ଼ିକୁ ବୁଲି ଦେଖିଥିଲେ।ଏହି ଅବସରରେ ଶିଶୁ ବୈଜ୍ଞାନିକ ମାନଙ୍କ ପକ୍ଷରୁ ସିନିୟର୍ ବିଭାଗ ରୁ ୩ ଗୋଟି,ଜୁନିୟର ବିଭାଗ ରେ ୭ ଗୋଟି,ସବ୍ ଜୁନିୟର ୭ ଗୋଟି ସର୍ବ ମୋଟ ୧୭ ଗୋଟି ପ୍ରକଳ୍ପ ପ୍ରଦର୍ଶିତ ହୋଇ ପ୍ରତି ବିଭାଗ ରୁ ପର୍ଯ୍ୟାୟ କ୍ରମେ ପ୍ରଥମ,ଦ୍ଵିତୀୟ, ତୃତୀୟ ସ୍ଥାନ ସିନିୟର୍ ବିଭାଗ ରୁ ସ୍ନେହାରାଣୀ ପ୍ରଧାନ,ଆଲିସା ପ୍ରଧାନ, ରୀନା ମହାନନ୍ଦ,ଜୁନିୟର ବିଭାଗରୁ ଆଲିଶା ମିଶ୍ର,ସନ୍ଧ୍ୟାରାଣୀ ଦାଶ, ସୋମା ପରୱିନ୍ ଓ ସବ୍ ଜୁନିୟର ବିଭାଗରୁ ସୁନିତା ପରୱିନ୍,ଜିଜ୍ଞାସା ସାହୁ,ସାଏନା ପରୱିନ୍ ବିଦ୍ୟାଳୟ ସ୍ତରରେ କୃତିତ୍ୱ ଅର୍ଜନ କରିଥିବା ବେଳେ ଏଥି ମଧ୍ୟରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀ ମାନେ ଆଗାମୀ ବ୍ଲକ ସ୍ତରୀୟ ବିଜ୍ଞାନ ମେଳାକୁ ଯିବା ପାଇଁ ମନୋନୀତ ହୋଇଛନ୍ତି।ବିଜ୍ଞାନ ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ଦୀପାଞ୍ଜଳୀ ବେହେରା,ଅଂଶୁୁମାଳା ମିଶ୍ର, ମଞ୍ଜୁବାଳା ଦାଶ,ରିଙ୍କି ସାହୁ,ଇଲା ବୁଡେକ୍ ପ୍ରମୁଖଙ୍କ ସମେତ ବିଦ୍ୟାଳୟ ର ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ,କର୍ମଚାରୀ ପ୍ରମୁଖ ଙ୍କ ସକ୍ରିୟ ସହଯୋଗ ରହିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like