-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ଝରିଗାଁ ବ୍ଳକ ରେ ଅମୃତ ସରୋବର ନାଁରେ ମହାଦୁର୍ନୀତି

07-Nov-2024



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ରେ  ସରକାରୀ ଯନ୍ତ୍ରୀ ଓ ଠିକାଦାର ମାନଙ୍କ ମଧୁଛନ୍ଦ୍ରିକାରେ ଉନ୍ନତି ମୂଳକ କାର୍ଯ୍ୟ ଗୁଡ଼ିକ ଅତି ନିମ୍ନ ମାନର କରି ସରକାରୀ ଯନ୍ତ୍ରୀ ଓ ଠିକାଦାର ମାନେ ମାଲେମାଲ । ଝରିଗାଁ ବ୍ଳକ ଠାରେ ଗୋଟିଏ ପରେ ଗୋଟିଏ କାମର ଦୂର୍ନିତି  ର ପର୍ଦ୍ଦାଫାଶ ହେବାକୁ ଲାଗିଛି । ପ୍ରଥମେ ଶୈଚାଳୟ ନିର୍ମାଣ ରେ ଦୂର୍ନିତି ତାପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ଘର ନିର୍ମାଣ ରେ ଦୂର୍ନିତି , ଆମ ଓଡିଶା ନବୀନ ଓଡିଶା ଓଡ଼ିଶାର ପ୍ରତ୍ୟେକ କାର୍ଯ୍ୟରେ ଦୂର୍ନିତି। ସବୁଠୁ ବଡ଼ ଦୁର୍ନୀତି ଅମୃତ ସରବର ନାମରେ ହୋଇଛି।ଏହାର ଜଳନ୍ତା ଉଦାହରଣ ଦେଖିବାକୁ ମିଲିଛି ୨୦୨୩/୨୪ ରେ ନିର୍ମିତ ଗୋଟିଏ ଅମୃତ ସରୋବରରେ। ଯାହାକି ଝରିଗାଁ ବ୍ଳକ ଧାମନାଗୁଡା ପଞ୍ଚାୟତ ଖୁଟୁବାଇ ଗ୍ରାମ ର  ଗାଁ ମୁଣ୍ଡରେ ନିର୍ମାଣ ହୋଇଛି।ଏହି ଅମୃତ ସରୋବର ୩୦ ଲକ୍ଷ  ଟଙ୍କାରେ ନିର୍ମାଣ ହୋଇଥିବା ଦର୍ଶା ଯାଇଛି।ଗତ ୨୦୨୨- ୨୩  ବର୍ଷରେ ଏହି ଅମୃତ ସରୋବର ର କାର୍ଯ୍ୟ ଆରମ୍ଭ ହୋଇଥିଲା।କିନ୍ତୁ ଦୁଇବର୍ଷ ହେଲାଣି ବର୍ତମାନ ପର୍ଯ୍ୟନ୍ତ କାର୍ଯ୍ୟ ଶେଷ ହୋଇନାହିଁ ।ଏହାର ମୁଖ୍ୟକାରଣ ଶ୍ରମିକ ବଦଳରେ ମିସିନରେ କାମ
ଆରମ୍ଭ  ହୋଇଥିଲା ଏଵଂ ସେ ସମୟରେ ଏହାର ପ୍ରତିବାଦ କରିଥିଲେ ଶ୍ରମିକ ମାନେ ବୋଲି ସୂଚନା ମିଳୁଛି। *"ସରକାରଙ୍କୁ କିଭଳି ଭୁଆଁ ବୁଲାଯାଇଛି ଏହି କାମରେ ତାହା ଦେଖିବାକୁ ମିଲିଛି, ଯେହେତୁ ଏହି ଅମୃତ ସରୋବର ନିକଟରେ  ପୂର୍ବରୁ ଅମୃତ ସରବର ଠାରୁ ମଧ୍ୟ ବଡ ପୋଖରୀ  ପାଖାପାଖି 30 ବର୍ଷ ଆଗରୁ ଅଛି"* ତଥାପି ଏହି ସ୍ଥାନରେ ଅମୃତ ସରବର ଖୋଳା ଯାଇଥଲା ଯାହାର କିଛି ଆବଶ୍ୟକ ନଥିଲା। ନିର୍ମାଣ କାମ ସାରିବା ପୂର୍ବରୁ  ଅମୃତ ସରୋଚର ର ଅବସ୍ଥା ସଚୋନୀୟ ହୋଇପଡ଼ିଲାଣି। ଏହା ଗ୍ରାମବାସୀ କିମ୍ଵା କଣସି ପଶୁପକ୍ଷୀର କାମରେ ମଧ୍ୟ ଲାଗୁନାହିଁ। ପୂର୍ବରୁ  ଝରିଗାଁ ବ୍ଲକ ଦୁର୍ନୀତିରେ ବୁଡି ରହି ଥୁବାର ଦୃଶ୍ୟ ବାରମ୍ବାର ଗଣମାଧ୍ୟମରେ ପ୍ରସାରିତ ହେଉଥିଲା ସେଥିରେ ପୁଣି ଆଉ ଏକ ଦୁର୍ନୀତି ଯୋଡି ହୋଇଯାଇଛି, ତେବେ ଏଠି ପ୍ରଶ୍ନ ସୃଷ୍ଟି ହେଉଛି ଝରିଗାଁ ବ୍ଳକର ଅମୃତ ସରୋବର ରେ ଏଭଳି ଦୁର୍ନୀତି ହୋଇଛି ତେବେ ବାକି ଗାଁର ଅମୃତ ସରୋବରରେ କି ପ୍ରକାର ଦୂର୍ନୀତୀ ହୋଇଥିବ ତାହା ଜିଲ୍ଲାସ୍ତରୀୟ ତଦନ୍ତ କଲେ ଜଣାପଡିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like