-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ଆସନ୍ତାକାଲି ଗର୍ଜନ ସମାବେଶ

07-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ସ୍ୱାଧୀନତା ୭୫ ବର୍ଷ ମଧ୍ୟରେ ନାଁ ସବୁ ଜମି ଜଳସେଚନ ହୋଇ ପାରିଛି ନାଁ କୃଷିଜାତ ଦ୍ରବ୍ୟ ର ମୂଲ୍ୟ ମିଳିଛି, ନାଁ ବଜାର ବ୍ୟବସ୍ଥା ହୋଇ ପାରିଛି। ନିର୍ବାଚିତ ସରକାର ମାନେ କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଥିବା ବେଳେ ଚଳିତ ବର୍ଷ ରାଜବୋଡାସମ୍ବର କୃଷକ ସଂଗଠନ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ଅର୍ଥାତ୍ ଆସନ୍ତାକାଲି ତା ୦୮.୧୧.୨୦୨୪ରିଖ ଶୁକ୍ରବାର ବିରାଟ କୃଷକ ଗର୍ଜନ ସମାବେଶ ପାଳନ କରିବାର ସ୍ଥିର କରିଥିବା ପ୍ରେସ ବିବୃତିରେ ଜଣାଇଛନ୍ତି।ଚଳିତ ସମାବେଶ ରେ କିଛି ସ୍ଥାନୀୟ ପ୍ରସଙ୍ଗ ଥିବା ବେଳେ କିଛି ଜାତୀୟ ବା ନୀତି ଗତ ତ୍ରୁଟି କୁ ପ୍ରସଙ୍ଗ କରି ଏହି କାର୍ଯ୍ୟକ୍ରମ କରାଯାଇଛି। ଧାନ ବିକ୍ରି, ବିଦ୍ୟୁତ ବିଲ, ସ୍ମାର୍ଟ ମିଟର, ଜଳସେଚନ, ମରୁଡି ଆଦିର ସ୍ଥାୟୀ ସମସ୍ୟାର ସମାଧାନ ପାଇଁ ପଦ୍ମପୁର ଗୋରୁ ବଜାର ଠାରେ ଗର୍ଜିବେ ଦିଲ୍ଲୀ ରୁ ପଲ୍ଲୀ ପର୍ଯ୍ୟନ୍ତର ଚାଷୀମାନେ । ସମର୍ଥନ ଦେବା ପାଇଁ ଆସୁଛନ୍ତି ସଂଯୁକ୍ତ କିସାନ ମୋର୍ଚ୍ଚାର ସଚିବ ମଣ୍ଡଳୀ ସଦସ୍ୟ ପି କ୍ରିଷ୍ଣ ପ୍ରସାଦ, ଅଫ୍ଲାତୁନ ଦେଶାଇ, ରାଜେନ୍ଦ୍ର ଚୌଧୁରୀ, ସୁନୀଲ କୁମାର, ରାଜ୍ୟ କିସାନ ମୋର୍ଚ୍ଚାରୁ ରଘୁନାଥ ଦାସ, ସୁରେନ୍ଦ୍ର ହୋତା, କଳାହାଣ୍ଡି ରୁ ଲିଙ୍ଗରାଜ ଆଜାଦ, ସୋନପୁର ସୋନାଲି ବିଶି ଙ୍କ ସମେତ ସଂଯୁକ୍ତ କୃଷକ ସଂଗଠନ ର ସମସ୍ତ ବ୍ଲକ ସଙ୍ଗଠନ ସଦସ୍ୟ ।ଏଣୁ ଅଞ୍ଚଳବାସୀ, ଚାଷୀ ଭାଇମାନେ ଉପସ୍ଥିତ ରହି ଆପଣଙ୍କ ସମସ୍ୟା ପ୍ରସଙ୍ଗରେ ଅବଗତ କରାଇବେ ବୋଲି ସଂଗଠନ ନିବେଦନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like