-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲା ସ୍ତରୀୟ ସୁରଭି ଉଦଯାପିତ

07-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମଗ୍ର ଶିକ୍ଷା ବିଭାଗ ଆନୁକୁଲ୍ୟରେ ଗୁରୁବାର ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ପ୍ରତିଭା କାର୍ଯ୍ୟକ୍ରମ ସୁରଭି ଉଦଯାପିତ ହୋଇ ଯାଇଛି । ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତି କାନ୍ତ ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଓ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମକୁ ମାନ୍ୟବର ବରଗଡ଼ ଲୋକସଭା ସାଂସଦ ଶ୍ରୀମାନ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ପ୍ରତିଯୋଗିତାକୁ ଶୁଭାରମ୍ଭ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତାବିରା ବିଧାୟକ ନିହାର ମହାନନ୍ଦ ,ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ,ପୌର ଅଧ୍ୟକ୍ଷା କଳ୍ପନା ମାଝୀ ବରଗଡ଼ ବିଇଓ ସୁରେନ୍ଦ୍ର ସାହୁ,ଭଟଲି ବିଇଓ ସରୋଜ ଭୁଏ,ଜର୍ଜ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଶାଶ୍ଵତୀ ଦାଶ ପ୍ରମୁଖ ଯୋଗ ଦେଇ ଜିଲ୍ଲା ସ୍ତରରେ ଅଂଶ ଗ୍ରହଣ କରିଥିବା ସମସ୍ତ ପ୍ରତି ଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ । ୧୨ ବ୍ଲକରୁ ବିଭିନ୍ନ ପ୍ରତିଯୋଗିତା ରେ ୪୫୦ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ । ପିଏମ ପୋଷଣ ଚିତ୍ର କଳା ପ୍ରତିଯୋଗିତା ରେ ବିନ୍ଦିଆ ରାଣା,ଓ ଚାନ୍ଦିନୀ ଶର୍ମା ପ୍ରମୁଖ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ସମ୍ବଲେଶ୍ୱରୀ ଉଚ୍ଚ ବିଦ୍ୟାଳୟ ଅମ୍ବାପାଲି ରାଜ୍ୟ ସ୍ତରକୁ ମନୋନୀତ ହୋଇଥିବା ସୂଚନା ପ୍ରଦାନ କରାଯାଇଛି । ଉଦଯାପନୀ ସମାରୋହ ଡିଇଓ ଶ୍ରୀ ଛତ୍ରୀ ଅଧ୍ୟକ୍ଷତା କରିଥିବା ବେଳେ ଏ.ଡି ଏମ ମଧୁ ଛନ୍ଦା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତି କାନ୍ତ ସାହୁଙ୍କ ସମେତ ବିଭିନ୍ନ ବ୍ଲକର  ବିଇଓ ବୃନ୍ଦ ଉପସ୍ଥିତ ରହି କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମ କୁ ଶିକ୍ଷକ ଗୋବିନ୍ଦ ସେଟ ପରିଚାଳନା କରି ଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ରୀନା ପ୍ରଧାନ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମାନେ ପରିଚାଳନା କରିଥିଲେ । ଭେଡେନ ବିଇଓ ମଛିନ୍ଦ୍ର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026

You Might Also Like