-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

07-Nov-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ ):ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ଶସକ୍ତି କରଣ ବିଭାଗ ପକ୍ଷରୁ ଆୟୋଜିତ ଏହି ଶିବିରକୁ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ,ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡଙ୍ଗୀ ପ୍ରମୁଖ ଯୋଗଦେଇ ଉଦଘାଟନ କରିଥିଲେ । ବ୍ଲକ ସାମାଜିକ ସୁରକ୍ଷା ଅଧରକାରୀ ଅଞୁଲତା ମିଶ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରରେ ଦୃଷ୍ଟି ବାଧିତ,ଶ୍ରବଣ ବାଧିତ,ଏବଂ ଶାରୀରିକ ବିକଳାଙ୍ଗ ମାନଙ୍କୁ ପରୀକ୍ଷା କରାଯାଇ ସାଟିଫିକେଟ ପ୍ରଦାନ କରାଯାଇଥିଲା । ଚଳନ ଶକ୍ତିରେ ୧୮୩ ଜଣ,ଶବଚ୍ଚ ଜନିତ ସମସ୍ୟା ପାଇଁ ୧୫୩ଜଣ ,ଆଖି ପରିକ୍ଷା ପାଇଁ ୪୭ ଜଣ,ଏମ.ଆର.ପାଇଁ ୫୯ ଜଣ,ଗୋଡ ହାତ ବଙ୍କା ପାଇଁ ୧୨ ଜଣ ବସ ପାସ ପାଇଁ ୬୯ ଜଣ ନୂତନ ପେନସନ ପାଇଁ ୫୯ ଜଣ,ବିକଳାଙ୍ଗ ପ୍ରୋତ୍ସାହନ ବିବାହିତ ରାଶି ପାଇଁ ୩ ଜଣ,ବାଣୀଶ୍ରୀ ବୃତି ପାଇଁ ୧୦୦ ଜଣ,ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ୩ଜଣ,ମାଗଣାରେ ଲାପଟପ ୍େ‌ାଜନାରେ ସାମିଲ କରିବାପାଇଁ ୩ଜଣ,କେରିଅର କାଉନସେଲିଂରେ ୮୨ ଜଣ ନାମ ପଂଜି କରଣ କରିଥିଲେ ।

ଏପରିକି ଆଇଟିଆଇରେ ମାଗଣାରେ ନାମ ଲେଖାଇବାସହ ଭିନ୍ନକ୍ଷମ ମାନଙ୍କୁ ସରକାରୀ ସ୍ତରରେ ଅତ୍ମନିର୍ଭର୍ଳଶୀଳ ହେବାପାଇଁ ନାମ ପଂଜିକରଣ କରାଯାଇଥିଲା ଡଃ, ସରୋଜ ମେହେର,ଡଃ.ସମିର ଭୋଇ,ଡଃ.ଭାଗ୍ୟଶ୍ରୀ ପଧାନ,ଡଃ.ନରେନ୍ଦ୍ର ମେହେର, ଡଃ.ଆସିଶ କୁମାର ସାହୁ,ଡ.ରଜନୀକାନ୍ତ ମେହେରଙ୍କ ସମେତ ସବୁ ବିଭାଗର ଡାକ୍ତର ଉପସ୍ଥିତ ରହି ପରିକ୍ଷା ନିରିକ୍ଷା କରିଥିଲେ । ପରେ ବ୍ଲକ ଉପାଧ୍ୟକ୍ଷା ଶାନ୍ତି ଲୁହା ଆସି ଭିନ୍ନକ୍ଷମ ଶଶକ୍ତ କରଣ ବିଭାଗ ପକ୍ଷରୁ ଆୟୋଜିତ ହେଉଥିବା ଏହି ଭିନ୍ନକ୍ଷମ ସାମର୍ଥ ଶିବିରକୁ ବୁଲି ଦେଖିବାସହ ବିନ୍ନକ୍ଷମ ଲୋକେ କିଭଳି ସରକାରଙ୍କର ବିଭିନ୍ନ ଯୋଜନାରେ ସାମିଲ ହୋଇ ଏହାର ଲାଭ ଉଠାଇପାରିବେ ସେନେଇ ଅବଗତ କରିଥିଲେ । ଏଇ ଅବସରରେ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like