-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ତାରାତାରିଣୀ ମନ୍ଦିରରେ ଚୋରି ଘଟଣା, ବିଜେପି କୁ ଦାୟୀ କଲା ବିଜେଡ଼ି

08-Nov-2024



ଗଞ୍ଜାମ  ଜିଲ୍ଳାର ପ୍ରସିଦ୍ଧ ଇଷ୍ଟଦେବୀ ରୂପେ ପରିଚିତ ମାଆ ତାରାତାରିଣୀଙ୍କ ମନ୍ଦିର ରେ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ଘଟଣା  ଭକ୍ତଙ୍କ ମଧ୍ୟରେ ଦୁଃଖଭରି ଦେଇଛି  |ଏହା ଉପରେ  ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ରେଗଞ୍ଜାମ ଜିଲ୍ଲା ବିଜେଡି ର ଏକ ଦଳ ମାଆ ଙ୍କ ପୀଠକୁଯାଇ ପ୍ରଥମେ ମାଙ୍କ ଦର୍ଶନ କରି  ଚୋରୀ ଘଟଣା ଉପରେ ସେବାୟତ ମାନଙ୍କ ସହ କଥା ହୋଇ ଏଥିପାଇଁ କେବଳ ଜିଲ୍ଲା ପ୍ରଶାସନ ଦାୟୀ ବୋଲି କହିଥିଲେ | ଏହି ଟିମ ରେ ପୂର୍ବତନ ସାଂସଦ ଚନ୍ଦ୍ରଶେଖର ସାହୁ, ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ଖଲିକୋଟର

ପୂର୍ବତନ ବିଧାୟିକା ସୂର୍ଯ୍ୟ ମଣୀ ବୈଦ୍ୟ  ଓ  ଜିଲ୍ଲା ବିଜେଡ଼ି ସଭାପତି ଡାକ୍ତର ରମେଶ  ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ସହିତ ଅନେକ ନେତା କର୍ମୀ ଯାଇ ଏକ ସାମ୍ବାଦିକ ସମ୍ମିଳନୀ କରିଏହି ଏହି ସମ୍ବେଦନଶୀଳ ଘଟଣା କୁ ଦୃଢ଼ ନିନ୍ଦା କରିବା ସହ ମନ୍ଦିର ପରିଚାଳନା କର୍ତ୍ତୃପକ୍ଷଙ୍କ ଅସହଯୋଗ ଓ ଦାୟିତ୍ୱହୀନ ଯୋଗୁଁ ଏପରି ଘଟିଲା ବୋଲି କହିଥିଲେ  |

  ତାରାତାରିଣୀ ପାହାଡ଼ ଶିଖରରେ ଅବସ୍ଥାପିତ ମାଆ ତାରାତାରିଣୀ ମନ୍ଦିରରେ କେତେକ ଦୁର୍ବୃତ୍ତ ପଶି 
 ମନ୍ଦିରର ତାଲା ଭାଙ୍ଗି ମାଆ ଙ୍କ ସୁନା,  ରୁପା, ଟଙ୍କା ଚୋରୀ କରି ନେଇଯାଇଥିଲେ  | ଏଥିପାଇଁ ସୁରକ୍ଷା ବ୍ୟବସ୍ତାରେ ଢ଼ିଲା ଯୋଗୁଁ ଏପରି ଘଟିଲା ବୋଲି  କହିଥିଲେ ବିଜେଡି ଦଳ କର୍ମ କର୍ତ୍ତା ମାନେ | 

 ଏପରି ମନ୍ଦିରରୁ ଘଟଣାରେ ଆଜି ରାଜ୍ୟ ବିଜେଡି କିପରି ଚୋରି ଘଟଣା କୁ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟ ଦୁଃଖିତ ହେବା ସହ ନୂଆଁ ସରକାର ଆସୁ ଆସୁ ଏଭଳି ପରିସ୍ଥିତି ସୃଷ୍ଟି ହେଲା ବୋଲି କହିଥିବାର ଜିଲ୍ଲା ସଭାପତି  ସାମ୍ବାଦିକ ସମ୍ମିଳନୀ ରେ କହିଛନ୍ତି | 
ସୂଚନାଯୋଗ୍ୟ ଯେ, ଦକ୍ଷିଣ ଓଡ଼ିଶା ସମେତ ସମଗ୍ର ଓଡ଼ିଶା ତଥା ରାଜ୍ୟ ବାହାରର ଭକ୍ତ ତଥା ପର୍ଯ୍ୟଟକଙ୍କ ପାଇଁ ଅନ୍ୟତମ ଶକ୍ତି ପୀଠ ତଥା ପର୍ଯ୍ୟଟନୀ ସ୍ଥଳୀରେ ସୁରକ୍ଷା ପାଇଁ ପୋଲିସ ପକ୍ଷରୁ କୌଣସି ବ୍ୟବସ୍ଥା କରା ଯାଇନାହିଁ । କେବଳ ପାହାଡ଼ ତଳେ ଥିବା ବିଟ୍ ହାଉସ୍‌ରେ ଜଣେ କନଷ୍ଟବଲ୍‌ଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ମନ୍ଦିରର ସୁରକ୍ଷା, ଭକ୍ତଙ୍କ ସୁରକ୍ଷା ପାଇଁ କୌଣସି ବ୍ୟବସ୍ତା କରାଯାଇ ନାହିଁ  | ଉପରେ ଆଲୋକ ର ବ୍ୟବସ୍ତା ନାହିଁ, ସିସିଟିଭି ର ବ୍ୟବସ୍ତା ନାହିଁ, ଭକ୍ତଙ୍କ  ପାଇଁ କୌଣସି ଆକ୍ଷି ଦୃଶିଆ  ବ୍ୟବସ୍ତା ହୋଇ ବାଥିବାରୁ ଏହାର ସୁଯୋଗ ନେଇ ଚୋର ମାନେ ଏପରି କାଣ୍ଡ ଭିଆ ଇଲେ | ଯଦି ରାତ୍ର ରେ ସୁରକ୍ଷା ପାଇଁ ତାଲିମ ପ୍ରାପ୍ତ  ଦୁଇଜଣ ସୁରକ୍ଷା କର୍ମୀ କିମ୍ବା ପୋଲିସ ମନ୍ଦିର ଭିତରେ ମୁତୟନ ହୋଇଥିଲେ ପରିସ୍ଥିତି ନିଶ୍ଚିତ ସୁଧୀରି ଯାଇଥାନ୍ତା ବୋଲି ସେମାନେ କହିଛନ୍ତି |   ମନ୍ଦିର ସିଂହ ଦ୍ଵାର ତକେ ଏକ ଆଉଟପୋଷ୍ଟ ଯଦି ସରକାର କରିଥାନ୍ତେ  ତେବେ ଆଜି ଏହି ପରିସ୍ଥିତି ସୃଷ୍ଟି ହୋଇ ନଥାନ୍ତା  |

卐ପୁରୁଷୋତ୍ତମ ପୁରରୁ ଶୁଭଙ୍କର ଦାସ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like