-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||     

HOME   ଜିଲ୍ଲା

ଡିପ୍ଲୋମା ଛାତ୍ରୀ ଙ୍କ ଆତ୍ମହତ୍ୟା ସନ୍ଦେହ

08-Nov-2024



ବ୍ରହ୍ମପୁର ସ୍ଥିତ ଉମା ଚରଣ ପଟ୍ଟନାୟକ ଇଞ୍ଜିନିୟରିଂ ସ୍କୁଲରେ ଅଧ୍ୟୟନ କରୁଥିବା ଛାତ୍ରୀ ଶ୍ୱେତପଦ୍ମା ଦାସ ଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି ଓ ସେ କବିସୂର୍ଯ୍ୟ ନଗର ଅଞ୍ଚଳର ସଂଯୁକ୍ତା ଦାସ ଙ୍କ ଝିଅ ବୋଲି ଜଣାପଡିଛି।ମୃତ ଛାତ୍ରୀ ଶ୍ୱେତପଦ୍ମା ଗତକାଲି ସନ୍ଧ୍ୟାରେ ହଠାତ ବାନ୍ତି କରି ନିସ୍ତେଜ ହୋଇଯିବାପରେ ତା'ର ରୁମ୍ ସାଙ୍ଗ ବଡ଼ ଡ଼ାକ୍ତରଖାନାକୁ ନେଇ ଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ମୃତ ଛାତ୍ରୀ ଙ୍କ ମାଁ ଠାରୁ ଅଭିଯୋଗ ଗ୍ରହଣ କରି ବିଭିନ୍ନ ଦିଗକୁ ଅନୁସନ୍ଧାନ କରି ତଦନ୍ତ ଆରମ୍ଭ କରିଛନ୍ତି। ଶୁଣିବାକୁ ମିଳୁଛି ଜଣେ ଅଣଛାତ୍ର ର ମାନସିକ ନିର୍ଯ୍ୟାତନା ରେ ଅତିଷ୍ଠ ହୋଇ ମୃତ ଛାତ୍ରୀ ଜଣକ କୌଣସି ବିଷାକ୍ତ ଖାଦ୍ୟ ଖାଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026

You Might Also Like