-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ରାସ୍ତା ଅବରୋଧ ଓ ଜବରଦଖଲ ବରଗଡ଼ ପ୍ରଶାସନ ହଟାଇବ କେବେ ?

08-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ସ୍ଥାନୀୟ ପୌର ପରିଷଦ ବରଗଡ଼ଙ୍କୁ ଓଡିଶା ଅଭିଭାବକ ମହାସଂଘ ବରଗଡ଼ ଜିଲ୍ଲା ର ଏକ ପ୍ରତିନିଧି ଦଳ ଯାଇ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ହର ପ୍ରସାଦ ଭୋଇଙ୍କୁ ଭେଟି ଲେଙ୍ଗୁ ମିଶ୍ର ଛକ ଠାରୁ ନୂତନ ଜିରା ବ୍ରିଜ ପର୍ଯ୍ୟନ୍ତ ବରଗଡ ମୁଖ୍ୟ ରାସ୍ତା ଅବରୋଧ ଓ ଜବର ଦଖଲକୁ ଅତିଶୀଘ୍ର ହଟେଇବା ପାଇଁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ପୁଣି ଥରେ ପୂର୍ଣ୍ଣ କ୍ଷମତା ଓ ଅଧିକର ବରଗଡ ପୌର ପରିଷଦକୁ ନ୍ୟସ୍ତ କରିଛନ୍ତି। ଏଣୁୁ ଯଥା ଶୀଘ୍ର ହାଇକୋର୍ଟଙ୍କ ଆଦେଶକୁ ପାଳନ କରି ନିରପେକ୍ଷ ଭାବରେ ଜବର ଦଖଲକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ପାଇଁ ଏକ ଦାବୀ ପତ୍ର, ପୌର ପରିଷଦ ବରଗଡର କାର୍ଯ୍ୟନିର୍ବାହୀ ଅଧିକାରୀ ହର ପ୍ରସାଦ ଭୋଇଙ୍କୁ ପ୍ରଦାନ କରିଛନ୍ତି।ଏହି ଅବସର ରେ ଓଡିଶା ଅଭିଭାବକ ମହାସଂଘ ବରଗଡ଼ ଜିଲ୍ଲାର ସଭାପତି ବିମଳ କୁମାର ଦାଶ, ସାରଥୀ ମେହେର, ବାଲ୍ମିକୀ ଷଡ଼ଙ୍ଗୀ, ବଳିଷ୍ଠ ଦୁର୍ଗା, ମାମ ରାଜ ସ୍ୱାଇଁ, ଗୋପୀ ନାଥ ସହୁ, ଜଟାଧାରୀ ପ୍ରଧାନ, ସଞ୍ଜୀବ ମେହେର, ଅମୀୟ ଦାଶ, ନାଭ ଚୌହାନ ଆଦି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like