-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ନକଲି ଏସସି ହଟାଅ ପ୍ରସ୍ତୁତି ବୈଠକ

08-Nov-2024



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସାଇ ଗେଷ୍ଟ ହାଉସ ଠାରେ ନକଲି ଏସ.ସି ହଟାଅ ପ୍ରସ୍ତୁତି ବୈଠକ ଅଲ୍ ଓଡିଶା କେଡିକେ ହଟାଅ କ୍ରିୟାନୁଷ୍ଠାନ କମିଟିର ବରିଷ୍ଠ ଉପ ସଭାପତି ଦିକସନ୍ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଯୁବ ଆଇନଜୀବୀ ତଥା ସଙ୍ଗଠନର ରାଜ୍ୟ ସଂଯୋଜକ ଲକ୍ଷ୍ମଣ ଭରାସାଗରଙ୍କ ଆବାହକତ୍ୱ ଏବଂ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବରିଷ୍ଠ ସମାଜସେବୀ ତଥା ସାଧାରଣ ସମ୍ପାଦକ

ଡିଙ୍ଗର କୁମ୍ଭାର ଯୋଗଦେଇ ବୈଠକର ଲକ୍ଷ, ଉଦ୍ଦେଶ୍ୟ ଏବଂ ଆଭିମୁଖ୍ୟ ଉପସ୍ଥାପନ କରିଥିଲେ। ଦୀର୍ଘ ସମୟ ଆଲୋଚନା ଏବଂ ପର୍ଯ୍ୟାଲୋଚନା ପରେ ଅସାମ୍ବିଧାନିକ ତଥା ଅଗଣତାନ୍ତ୍ରିକ ଭାବରେ  ଅନୁସୂଚିତ ଜାତି ତାଲିକାରେ ଧସେଇ ପଶିଥିବା ନକଲି ଦେୱାର ତଥା କେଉଟ, ଧୀବର, କୈବର୍ତ୍ତ ମାନଙ୍କୁ ସଂପୂର୍ଣ୍ଣ ଭାବେ ବାଦ୍ ଦେବା ପାଇଁ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ୱ କମିଶନରଙ୍କ ଅଫିସ୍ ସମ୍ମୁଖରେ ଚଳିତ ନଭେମ୍ବର ମାସ ୧୮ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ପାଞ୍ଚ ଦିନିଆଁ ଆମରଣ ଅନଶନରେ ବସିବା ସକାଶେ ନିଷ୍ପତ୍ତି ନିଆଯାଇଥିଲା । ବିଶେଷ କରି ପଶ୍ଚିମ ଓଡ଼ିଶା ପ୍ରାୟ ୧୧ ଟି ଅର୍ଥାତ୍ ୧୮ ତାରିଖରେ କଳାହାଣ୍ଡି ଓ ନୂଆପଡା ଜିଲ୍ଲା, ୧୯ ତାରିଖରେ ବୌଦ୍ଧ ଓ 

କନ୍ଧମାଳ ଜିଲ୍ଲା, ୨୦ ତାରିଖରେ ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲ୍ଲା, ୨୧ ତାରିଖରେ ସୁନ୍ଦରଗଡ଼, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲା ଏବଂ ଶେଷ ଦିନ ୨୨ ତାରିଖରେ ବରଗଡ଼ ଜିଲ୍ଲାର ଅସ୍ପୃଶ୍ୟ ଅନୁସୂଚିତ ଜାତିର ପ୍ରତିନିଧି ମାନେ ଗଣଧାରଣାରେ ବସିବା ପାଇଁ ସମ୍ମତି ପ୍ରକାଶ କରିଥଲେ। ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ସମାଜସେବୀ ଧନଞ୍ଜୟ ଦୀପ, ବାପୀ ବେହେରା, ଟିକେମନ ଦୀପ, ବିମ୍ବାଧର ଵାଗ, ସୁଦର୍ଶନ ପାଣ୍ଡବ, ବିଶ୍ବମ୍ବର ମହାନନ୍ଦ, ଚନ୍ଦ୍ର ମୋହନ ନାୟକ, ହେମନ୍ତ ତାଣ୍ଡି, ଟିକେଲାଲ କୁମ୍ଭାର, ଜୀବର୍ଦ୍ଧନ ହାତୀ, ଧନେଶ୍ଵର ନାଗ, ଅର୍ଜ୍ଜୁନ ମୁଗ୍ରୀ, ଭକ୍ତବନ୍ଧୁ ନାଗ, ବସନ୍ତ କୁମାର ଖୁରା, ଶ୍ରୀନିବାସ ହାତୀ, ସୁବ୍ରତ କୁମାର ଜଗଦଲା , ଜୟରାମ ହରିପାଲ,  ଶଣ୍ଢେଶ୍ୱର ଜଗଦଲା, ନିତେଇ ପାଲ୍, ମୋହନ ମହାନନ୍ଦ,   ହରବ୍ରତ ସେନାପତୀ, ରାମଚନ୍ଦ୍ର ମହାନନ୍ଦ, ଦିଲ୍ଲୀପ ଦିଗାଲ, ନିରଞ୍ଜନ ଦିଗାଲ, ରମେଶ ମହାନନ୍ଦିଆ ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିଥିଲେ । କାର୍ଯ୍ୟକ୍ରମକୁ ଡୁଙ୍ଗୁରିପାଲି ଗଣ୍ଡା ପଡ଼ାବାସୀ ସଂପୂର୍ଣ୍ଣ ସହଯୋଗ କରିଥିବା ବେଳେ ସଙ୍ଗଠନର ଅନ୍ୟତମ ରାଜ୍ୟ ଉପ ସଭାପତି ସୁଧାଂଶୁ ଡାଙ୍ଗ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like