-+91-9937148622 |
prerana_bgr@rediffmail.com |
Tuesday 30th June 2026 |
R.N.I. Regd No. ODIODI/2010/46693
Breaking News
08-Nov-2024
(ମିହିର ଶଙ୍କର ପାତ୍ର,)
ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ମଣ୍ଡେଇ ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ ମାଝୀ, ତହସିଲଦାର ହରିଅମ୍ ଭୋଇ , ରାଜ୍ୟ କୃଷକ ମୋର୍ଚ୍ଚା ବିଜେପି କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଗୁପ୍ତ ବିଷୟୀ, ଧନସିଂ ଭତ୍ରା, ବିଜେଡି ସଭାପତି ସୁରେନ୍ଦ୍ର ମିଶ୍ର, କଂଗ୍ରେସ ସଭାପତି ଜି. ସାଇ ରାଜୁ, ସାମ୍ବାଦିକ ସଂଘ ସଭାପତି ପ୍ରଜ୍ଞା ପରିଡ଼ା,ସାମ୍ବାଦିକ ସଂଘ ସଂପାଦକ ମିହିର ଶଙ୍କର ପାତ୍ର, ଉପ ସଭାପତି ଗଗନ ଗନ୍ତାୟତ, ବରିଷ୍ଠ ସାମ୍ବାଦିକ ରବି ନାରାୟଣ ମହାନ୍ତି, କୋଷାଧ୍ୟକ୍ଷ ସୁଶାନ୍ତ ପଣ୍ଡା, ଜିପିଓ ପଦ୍ମନାଭ ଭାଲା, ବିଭିନ୍ନ ପଞ୍ଚାୟତ ରୁ ଆସିଥିବା ସରପଞ୍ଚ, ସମିତି ସଭ୍ୟ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ଆସନ୍ତା ନଭେମ୍ବର ୨୮ ତାରିଖ ଦିନ ଡାବୁଗାଁ ରେ ମଣ୍ଡେଇ ମହୋତ୍ସବ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଛି।