-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସ୍ଵର୍ଗତ ବିଧାୟକ କୁନ୍ଦୁରୁ କୁଶଳ ଙ୍କ ୧୭ ତମ ଶ୍ରାଦ୍ଧବାର୍ଷିକୀ ମହାସମାରୋହରେ ପାଳିତ

08-Nov-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ସ୍ୱର୍ଗତ କୁନ୍ଦୁରୁ କୁଶଳ ଏକ ଯୁଗଜନ୍ମା ମଣିଷ  ଥିଲେ। ସୋନପୁର ର ମାଟି ପାଣି,ପବନ କୁ ଅତ୍ୟଧିକ ଭଲପାଉଥିବା ଜଣେ ନିଚ୍ଛକ ମଣିଷ ଭାବରେ ସେ ସମସ୍ତ ଙ୍କ ଅତି ପ୍ରିୟଥିଲେ  ବୋଲି ଆଜି ସୋନପୁର ର ପୂର୍ବତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୭ତମ ଶ୍ରାଦ୍ଧବାର୍ଷିକୀ ପାଳନ ରେ ଉପସ୍ଥିତ ବକ୍ତା ମାନେ ମତବ୍ୟକ୍ତ କରିଥିଲେ।। ସ୍ଵର୍ଗତ କୁଶଳ ତାଙ୍କର ବିଧାୟକ ଥିବା ସମୟରେ ସୁବର୍ଣ୍ଣପୁର ଜିଲ୍ଲା ଗଠନ, ମହାନଦୀ ବ୍ରିଜ ନିର୍ମାଣ ରେ ତାଙ୍କର ବିଶେଷ ଅବଦାନ ରହିଥିବାବେଳେ ସେ ଥିଲେ ଜଣେ ଖଟିଖିଆ ,ଅଭାବୀ ମଣିଷ ର ଦରଦି ବନ୍ଧୁ ।  ସମାଜର ନିମ୍ନ ବର୍ଗର ଲୋକଙ୍କ ସାମଗ୍ରୀକ ବିକାଶ  ପାଇଁ ସେ ସଦା ତତ୍ପର ଥିଲେ ।  ତାଙ୍କର ଶ୍ରାଦ୍ଧବାର୍ଷିକୀ ପାଇଁ ପ୍ରଥମେ ଆଜି ସକାଳେ ମହାନଦୀ ବ୍ରୀଜ୍ ଠାରୁ କୁଞ୍ଜ ଛକ ପର୍ଯ୍ୟନ୍ତ ଏକ ଗଣଦୌଡ ଅନୁଷ୍ଠିତ ହୋଇଥିଲା।  ପରେ କୁଞ୍ଜ ଛକ ଠାରେ ସ୍ଵର୍ଗତ କୁଶଳ ଙ୍କ ପ୍ରତିମୂର୍ତ୍ତୀରେ  ଅତିଥି ମାନଙ୍କ ଦ୍ଵାରା ପୁଷ୍ପମାଲ୍ୟ ଅର୍ପଣ କରାଯାଇ ପରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା l

ପଏଁରୀ ଅନୁଷ୍ଠାନ ର ସଂପାଦକ ଚୌଧୁରୀ ବିଭାର ଙ୍କ ସ୍ଵାଗତ ଅଭିଭାଷଣ ପରେ କୋଶଳ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ପରମା ନାଏକ ଙ୍କ ସଂଯୋଜନା ରେ ଅନୁଷ୍ଠିତ ହୋଇଥିବା ଏହି ସ୍ମୃତି ସଭାରେ ଅତିଥି ଭାବରେ ସୋନପୁର ର ପୂର୍ବତନ ନଗରପାଳ କଇରୁ ସ୍ଵାଇଁ, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ , ସଂସ୍କୃତି ଗବେଷକ ଗଦାଧର ବାରିକ, ପ୍ରଫେସର ନିଳାମ୍ବର ଶତପଥି, ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର ଓ ସମାଜସେବୀ ଗୋପାଳ ନେଗୀ ପ୍ରମୁଖ ଯୋଗ ଦେଇ ସ୍ଵର୍ଗତ କୁଶଳ ଙ୍କ ସ୍ମୁତି ଚାରଣ କରିଥିଲେ। ଏହି ଅବସର ରେ ଅନୁଷ୍ଟିତ ବକ୍ତୃତା ପ୍ରତିଯୋଗୀତା ରେ ପ୍ରଥମ ସ୍ଥାନ ବିଜେତା ହୋଇଥିବା ସାହାରା ଟ୍ରଷ୍ଟ ର ପ୍ରିୟଙ୍କା ପଧାନ, ଦ୍ବିତୀୟ କୃତୀ ଛାତ୍ର  ସୁକାନ୍ତି ଏକାଡେମି ର ପ୍ରତିସ ନାଏକ, ତୃତୀୟ କୃତି ଛାତ୍ର କୋଶଳ  ହାଇସ୍କୁଲ ର  ହିତେଶ୍ୱର୍ ରଣା ଙ୍କୁ ସଂଗୀତ ପ୍ରତିଯୋଗୀତା ର ପ୍ରଥମ ବିଜେତା ସାହାରା ଟ୍ରଷ୍ଟ ର ଅନ୍ୱେଷା ବଡ଼ପଣ୍ଡା, ଦ୍ବିତୀୟ ବିଜେତା କୋଶୋଳ ହାଇସ୍କୁଲ ର ସସ୍ମିତା ମେହେର, ତୃତୀୟ ବିଜେତା ସାହାରା ଟ୍ରଷ୍ଟ ର ସଙ୍ଗୀତା ମହାକୁଡ଼ ଙ୍କୁ ଅତିଥି ଙ୍କ ଦ୍ଵାରା ସମ୍ବର୍ଧିତ କରାଯାଇଥିବା ବେଳେ ଗଣ ଦୌଡ଼ ପ୍ରତିଯୋଗୀତା ର ବାଳକ ବିଭାଗ ରେ ପ୍ରଥମ ବିଜେତା ଜୁନେସ ନନ୍ଦ, ଦ୍ବିତୀୟ ବିଜେତା ଶରତ ପଧାନ, ତୃତୀୟ ବିଜେତା ସୂନିନ ମହାକୁଡ଼ ଙ୍କୁ ଓ ବାଳିକା ବିଭାଗ ର  ପ୍ରଥମ ବିଜେତା ସୁମିତ ରାଜହଂସ, ଦ୍ବିତୀୟ ଜିତା ପାତ୍ର, ତୃତୀୟ ବିଜେତା ଦଶ୍ରି ଜଗଦଲା ଙ୍କୁ ମଧ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like