-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପଲିଥିନ ତଳେ ଜୀବନ : ସମାରୁଙ୍କୁ କେବେ ମିଳିବ ଆବାସ 

08-Nov-2024



ତରଭା(କପିଳାସ ସେଠ୍) ସରକାର ଯୋଜନା ପରେ ଯୋଜନା କରି  ଗରିବ ଅସହୟଙ୍କ ମୁଣ୍ଡ ଗୁଂଜିବାକୁ  ମୋ କୁଡିଆ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଭଳି ହେଉଛି ଅନେକକାର୍ଯ୍ୟ କାରି ହେଉଛି  I  ହେଲେ ଆଜିବି  ତରଭା ବ୍ଲକ ରେ  ଗରିବ ଅସହାୟ ପରିବାର ଅଛନ୍ତି ଯେଉଁମାନଙ୍କ ପାଖକୁ ଆଜିବି ସରକାରୀ ଯୋଜନାରେ ଘର ଖଣ୍ଡିଏ ମିଳିପାରିନାହିଁ । ଫଳରେ ଭଂଗା ଦଦରା ଘରେ ପଲିଥିନ ତାଳେ ୨ ପ୍ରାଣୀ  ବିତାଇବାକୁ ବାଧ୍ୟ ହେଉଛନ୍ତି । ଘର ବାହାର ଅବସ୍ଥା ଯେମିତି ଭିତର ଅବସ୍ଥା ତାଠୁ ଅଧିକ ଖରାପ ରହିଛି । ଘର ଭିତରୁ ସୂର୍ଯ୍ୟ  ଚନ୍ଦ୍ରଦିଶୁଛନ୍ତି  । ଏହାରି ଭିତରେମଧ୍ୟ୍ୟ ସେମାନେ  ମୁଣ୍ଡ ଗୁଂଜିବାକୁ ବାଧ୍ୟ ହେଉଛନ୍ତି ଦୁଇ ଅସହାୟ ବୃଦ୍ଧ, ବୃଦ୍ଧ ।    ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ କଟାପାଲି ଗ୍ରାମରେ  I  ଅସହାୟ ବୃଦ୍ଧ ସମରୁ ଗୁରୁଜଣେ ଅସହାୟ ବୃଦ୍ଧା ଅଟନ୍ତି  I  ଗୋଟିଏ ଭଙ୍ଗା ଘରେ  ରୋଷେଇ,  ଖାଇବା ଆଉ  ଶୋଇବା ହୋଇ ଥାଏ  । ଏତେ  କଷ୍ଟରେ ମଧ୍ୟ୍ୟ  ଏହି  ପରିବାର ରହୁଥିଲେବି ଆଜି ଯାଏଁ ତାଙ୍କ ପାଖରେ ପହଂଚିପାରିନାହିଁ ସରକାରୀ ଯୋଜନାରେ ଘର ଖଣ୍ଡେ । ତାଙ୍କର ଏକମାତ୍ର ଘରବି ଚଳିତ  ବର୍ଷାରେ ଭାଂଗିଯୁବାରୁ ବଡ ଦୟନୀୟ ଭାବେ  ଘରେନିଜ ଦିବ୍ୟଙ୍ଗ ସ୍ତ୍ରୀ ଙ୍କୁ ନେଇ  ରହିବାକୁ ବାଧ୍ୟ ହେଉଛନ୍ତି ସମରୁ ।ଜୀବନ ମରଣ ସମୟରେ  ସମରୁଙ୍କ  ନାଁ ଅଛି ପୁଅ ନାଁ ଝିଅ l ପରିବାର କହିଲେ କେବଳ ସ୍ତ୍ରୀ l ସେବୀ ଦିବ୍ୟାଙ୍ଗ l ନାଁ ଚାଲିପାରୁଛନ୍ତି ନାଁ କୌଣସି କାମ କରିପାରୁଛନ୍ତି l ତାଙ୍କ ପାଖରେ  ଜମିବାଡି ନାହିଁ I ବୟସ ବୃଦ୍ଧି ଯୋଗୁଁ  କାମ କରିପାରୁନାହିଁ । ଯେଣତେଣ ପ୍ରକାରେ ପରିବାର ଚଳାଇ ନେଉଛନ୍ତି I  ଘର ଖଣ୍ଡିଏ ନିର୍ମାଣ କରିବା ପାଇଁ ବଳ ନାହିଁ କି ପାଖରେ ଅର୍ଥ ନାହିଁ  । ମୁଣ୍ଡ ଗୁଞ୍ଜିବା ପାଇଁ  ସରକାରୀ ଯୋଜନାରେ ଘର ଖଣ୍ଡେ ପାଇଁ ଅନେକ ଥର  ଦରଖାସ୍ତ କରିବାସହ ବିଭିନ୍ନ ଅଫିସକୁ ଧାଇଁଛନ୍ତି  । ହେଲେ ଏଯାଏଁ ସରକାରୀ ଯୋଜନା ତାଙ୍କ ପାଇଁ ଘର ଗୋଟିଏ

ହୋଇପାରିନାହିଁ ।  ଉଭୟେ  ଆଜିବି ପଲିଥିନ ଢାଙ୍କି ଦୟନୀୟ ଜୀବନ ବିତାଇବାକୁ ବାଧ୍ୟ ହେଉଛନ୍ତି  I ସମାରୁ ଙ୍କ ପରିବାର କୁ ସରକାରୀ ଯୋଜନାରେସାମିଲ କରାଇ  ବାସଗୃହ ଯୋଗାଇଦେବାକୁ  ଗ୍ରାମବାସୀ ଦାବୀ କରୁଛନ୍ତି   I  ସୁବର୍ଣ୍ଣପୁର  ଜିଲ୍ଲାପାଳ ସମାରୁ ଙ୍କ ପ୍ରତି ଦୃଷ୍ଟି ଦେଇ ଆବାସ ଯୋଜନା ରେ ସାମିଲ କରିବା ପାଇଁ ବିଭିନ୍ନ ମହଳ ରୁ ଦାବୀ ହେଉଛି  I 
*କପିଳାସ ସେଠ)


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like