-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ହାତୀ ପାଇଁ ରାତି ଉଜାଗର , ଅମଳ କ୍ଷମ ଧାନଫସଲ ମାଡିଦଳି ନଷ୍ଟ କଲେ ହାତୀପଲ

08-Nov-2024



ରେଢ଼ାଖୋଲ(ଅନିଲ ପୃଷ୍ଟି): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଅଞ୍ଚଳର ବିଭିନ୍ନ ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ୨୨ ରୁ ୨୫ ଟିକିଆ ହାତୀ ପଳ ଶହ ଶହ ଏକର ଧାନଫସଲ ଖାଇବା ସହ ଦଳିଚକଟି ନଷ୍ଟ କରିଛନ୍ତି  । ହାତୀ ମାନଙ୍କୁ ଘୋଉଡାଇବା ପାଇଁ ଚାଷୀମାନେ ରାତି ତମାମ ଉଜାଗର ରହି ଘ‌ଉଡାଉଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ ଯେ ଅମଳଯୋଗ୍ୟ ଧାନ ଫସଲକୁ ହାତୀମାନେ ଖାଇବା ସହ ମାଡ଼ିଦଳି ନଷ୍ଟ କରିଦେଉଛନ୍ତି। ଧାର କରଜ କରି ବହୁ କଷ୍ଟରେ କରିଥିବା ଧାନ ଫସଲକୁ ହାତୀ ଉପଦ୍ରବରୁ ରକ୍ଷା କରିବା ପାଇଁ ଚାଷୀମାନେ ଆପ୍ରାଣ ଉଦ୍ୟମ କରୁଛନ୍ତି। ଏପରିକି ଦିନରାତି ଫସଲ ଜଗି ରହିବା ସହ ହାତୀ ଘଉଡ଼ାଇବାରେ ଲାଗିଛନ୍ତି। ଆଜିକୁ ୫ଦିନ ହେବ ରେଢ଼ାଖୋଲ ବନଖଣ୍ଡର ବଡ଼ବାହାଳ ରେଞ୍ଜ କଦଳିଗଡ଼ ଓ କୁକଡ଼ାବାହାଳି ପଞ୍ଚାୟତରେ ହାତୀମଣିଷଙ୍କ ଏଭଳି ଲଢ଼େଇ ଲାଗି ରହିଛି । ବଡ଼ବାହଳ ରେଞ୍ଜର ହାତୀବାହାଳ, କସି ବାହାଳ, ଡିମିରିମୁଣ୍ଡା, କରଡ଼ାପାଲ, ସାମସିଂଗା, କାଙ୍କଣପଡ଼ା, ପଣ୍ଡକି ମାଲ, ମଧୁପୁର, ନୂଆଁପଡ଼ା ସମେତ ବିଭିନ୍ନ ଗାଁରେ ଉପଦ୍ରବ କରି ବ୍ୟାପକ ଧାନ ଫାସଲ ନଷ୍ଟ କରିଥିବା ଦେଖିବାକୁ ମିଳିଛି । 
ହାତୀପଲ ରଜାମୁଣ୍ଡା ଜଙ୍ଗଲରେ ରହି ସଂଧ୍ୟା ନହେଉଣୁ ଆଖପାଖ ଗାଁକୁ ଯାଇ ଉପଦ୍ରବ କରୁଛନ୍ତି ଗ୍ରାମବାସୀ ମାନେ ହାତୀପଲଙ୍କୁ ଗୋଟିଏ ଗାଁରୁ ଘଉଡ଼ାଇଲେ ଅନ୍ୟ ଗାଁକୁ ଯାଇ ଉପଦ୍ରବ କରୁଛନ୍ତି। ଫଳରେ ସଂପୃକ୍ତ ଗାଁଗୁଡ଼ିକର ଚାଷୀମାନେ ମେଳି ହୋଇ ବାଣ ଫୁଟାଇବା ସହ ବାଜା, ଟର୍ଜଲାଇଟ, ନିଆଁ ହୁଳା ଧରି ସଂଧାରୁ ସକାଳ ପର୍ଯ୍ୟନ୍ତ ହାତୀଙ୍କୁ ଘଉଡ଼ାଇବାରେ ଲାଗି ପଡ଼ିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like