-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||     

HOME   ଜିଲ୍ଲା

ମନାଇପାଦ ରେ ବ୍ଳକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନି ଓ ବିଜ୍ଞାନ ମେଳା ଅନୁଷ୍ଠିତ

09-Nov-2024



(ପୂର୍ଣ୍ଣଶଶୀ  ରେଖା ରାଓ )
ପାଟଣାଗଡ଼  ବଲାଙ୍ଗୀର ପାଟଣାଗଡ଼ ବ୍ଳକ ମନାଇପାଦ ଆଦିବାସୀ ହାଇସ୍କୁଲ ଠାରେ ବ୍ଳକ ଶିକ୍ଷା କାର୍ଯ୍ୟାଳୟ ଆନୁକୁଲ୍ୟରେ ବ୍ଳକ ସ୍ତରୀୟ ରାଷ୍ଟ୍ରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନି ଓ  ବିଜ୍ଞାନ ମେଳା  ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ  ଶଙ୍କର ପ୍ରସାଦ ମାଝୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଉକ୍ତ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବରେ ବିଡ଼ିଓ ସୁମନ୍ତ ମିଞ୍ଜ  ମୁଖ୍ୟ ଅତିଥି , ମୂଖ୍ୟ ବକ୍ତା ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ଶିବ ପ୍ରସାଦ ତ୍ରିପାଠୀ ମୁଣ୍ଡୋମହୁଲ ସରପଞ୍ଚ ସୁଦର୍ଶନ ମହାନନ୍ଦ,ଓଷ୍ଠା ଜିଲ୍ଲା ସଂପାଦକ କୁଶଧ୍ୱଜ ସାହୁପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ଦୀପ ପ୍ରଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମଟିକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ପରିଚାଳନା ସମିତିର ଆବାହକ ଶ୍ୟାମ ସୁନ୍ଦର ବିଶ୍ଵାଳ, ସାଂଗଠନିକ ସଂପାଦକ ଗରୁଡ କୁମାର ସାମଲ, ସଂଯୋଜକ ଓମକାର ରଞ୍ଜନ ମିଶ୍ର  ଅତିଥି ପରିଚୟ ପ୍ରଦାନ କରିଥିଲେ । ଧାରଣିୟ ଭବିଷ୍ୟତ ପାଇଁ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଉପରେ ମୁଖ୍ୟ ଅତିଥି ଓ ମୂଖ୍ୟ ବକ୍ତା ଭାବରେ ତାଙ୍କର ବହୁ ମୂଲ୍ୟ ବକ୍ତବ୍ୟ ପ୍ରଦାନ କରି  ବାଲ ବୈଜ୍ଞାନିକ ମାନଙ୍କୁ ଉତ୍ସାହିତ କରିଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ  ବ୍ଳକ ରେ ୨ ଶହ  ବିଦ୍ୟାଳୟରୁ ମୋଟ ୧୯୦ ଜଣ ଛାତ୍ରଛାତ୍ରୀ, ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନ କରିଥିବା ରେ ପ୍ରତିଯୋଗିତାରେ ଉତ୍ସାହର ସହିତ ଭାଗ ନେଇଥିବା ବେଳେ ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆୟୋଜିତ ପୁରସ୍କାର ବିତରଣ ଉତ୍ସବ ରେ କୃତିତ୍ଵଅର୍ଜନ କରିଥିବା କୃତି କୁନୀ ବୈଜ୍ଞାନିକ  ଓ  ପ୍ରତିଯୋଗୀଙ୍କୁ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଶିକ୍ଷକ ରାମଚନ୍ଦ୍ର ଧରୁଆ ପରିଚାଳନା କରିଥିବା ବେଳେ  ଆଦିବାସୀ ଉଚ୍ଚ ବିଦ୍ୟାଳୟ ର ସହ ଶିକ୍ଷକ ଓଁଙ୍କାର ରଞ୍ଜନ ମିଶ୍ର, ଭେଙ୍କଟ୍ଟେଶ୍ଵର ଦାସ , ମନୋଜ ମେହେର,ଅସ୍ମିନ କୁମାର ସାହୁ,ଡୁଲାମଣି ସାହୁ, ପ୍ରଦୀପ କୁମାର ଦତ୍ତ , ମନ୍ମଥ ପଟେଲ, ବିନୋଦ କୁମାର ମହାନ୍ତି, କାର୍ତ୍ତିକ ମାଝୀ, ପ୍ରଦୀପ ଭୋଇ ,  ସ୍କୁଲ ପରିଚାଳନା କମିଟି ସଭାପତି ପଙ୍କଜ ଭୋଇ ,ଶିକ୍ଷକ, ଶିକ୍ଷୟିତ୍ରୀ  ,ସମସ୍ତ କର୍ମଚାରୀ ମାନେ  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026

You Might Also Like