-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||     

HOME   ଜିଲ୍ଲା

ମଣ୍ଡେଇ -୨୦୨୪ ଉପଲକ୍ଷେ ମଣ୍ଡେଇ ପଡିଆ ହିର୍ଲି ଠାରେ ଭୂମି ପୂଜନ

09-Nov-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
 ଆସନ୍ତା ଡ଼ିସେମ୍ବର ୬ ତାରିଖ ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ମଣ୍ଡେଇ ମହୋତ୍ସବ ପାଳନ ଉପଲକ୍ଷେ ମଣ୍ଡେଇ ପଡିଆ ହୀର୍ଲି ଠାରେ ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ସକାଳ ୯.୦୦ ଘ ସମୟରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାୟକ ଙ୍କ ପୌରହିତରେ ଭୂମି ପୂଜନ ଆରମ୍ଭ ହୋଇଥିଲା।ଏଥିରେ ଜିଲ୍ଲା ସଂସ୍କୃତି ଅଧିକାରୀ ଘସିଆ ହରିଜନ ,ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ ବେହେରା, ପ୍ରକଳ୍ପ ପ୍ରଶାସକ, ଆଇ ଟି ଡି ଏ ରାଜୀବ ସାହୁ, ରାସ୍ତା ଓ ଗୃହ ନିର୍ମାଣ ନିର୍ବାହୀ ଯନ୍ତ୍ରୀ ଅମରନାଥ ନାୟକ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର ଙ୍କ ସମେତ ମଞ୍ଚ ପ୍ରସ୍ତୁତି ଓ ପରିଚାଳନା କମିଟି  ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ। ଆସନ୍ତା ମଣ୍ଡେଇ ମହୋତ୍ସବ ଶାନ୍ତି ଶୃଙ୍ଖଳା ଏବଂ ବିନା ବାଧାବିଘ୍ନ ସହ ମହା ଆଡ଼ମ୍ବରରେ ପାଳନ ହେବାପାଇଁ ଶୁଭ ମନାସି ଏହି ଭୂମି ପୂଜନ ଅନୁଷ୍ଠିତ ହୋଇଥିଲା। ଦିବା ୧୨.୩୦ ମି ସମୟରେ ପୂର୍ଣାହତି ସମୟରେ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ,ମାନ୍ୟବର ବିଧାୟକ ନବରଙ୍ଗପୁର ଗୌରୀ ଶଙ୍କର ମାଝୀ,ମାନ୍ୟବର ବିଧାୟକ ଝରିଗାଁ ନରସିଂହ ଭତ୍ରା,ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ର ଙ୍କ ସମେତ ସମାଜସେବୀ ମୁନା ତ୍ରିପାଠୀ, ଗୋକୁଳ ଖାଡଙ୍ଗା,ଏସ ବାସନ୍ତୀ, ସିମାଞ୍ଚଳ ରଥ, ମୃତ୍ୟୁଞ୍ଜୟ ଦାସ, ଶର୍ମିଷ୍ଠା ଦେଓ,କିଶୋରୀ ପଟ୍ଟନାୟକ , ତ୍ରିପତି ବାଲାଜୀ ସାହୁ, ସ୍ୱର୍ଣଲତା ପଟ୍ଟନାୟକ ଓ ଗଣ ମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026

You Might Also Like