-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ନର୍ଲା ବ୍ଲକ ରୁ ରାଜ୍ୟ ସ୍ତରୀୟ ସୁରଭି ମହୋତ୍ସବ କୁ ଯିବେ ୧୩ ଛାତ୍ର ଛାତ୍ରୀ

09-Nov-2024



ନର୍ଲା( ଚିନ୍ତାମଣି  ନାଏକ )
କଳାହାଣ୍ଡି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି'ରେ ବାଜିମାତ୍ କରିଛି ନର୍ଲା ବ୍ଲକ୍। ଆସନ୍ତା ୧୨ରୁ ୧୪ ତାରିଖ ଯାଏଁ ଆୟୋଜନ ହେବାକୁ ଥିବା ରାଜ୍ୟ ସ୍ତରୀୟ ମହୋତ୍ସବକୁ ଜିଲ୍ଲାର ୧୩ଗୋଟି ବ୍ଲକରୁ ମୋଟ ୩୩ଜଣ ଛାତ୍ରଛାତ୍ରୀ ଯାଉଥିବା ବେଳେ ଏଥିରେ ନର୍ଲା ବ୍ଲକର ୧୩ଜଣ ରହିଛନ୍ତି। ନର୍ଲା ବ୍ଲକର ଛାତ୍ରଛାତ୍ରୀମାନେ ସର୍ବାଧିକ ୭ଟି ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରୀୟ ସୁରଭିରେ ଅଂଶଗ୍ରହଣ କରିବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। କନିଷ୍ଠ ସ୍ତରରେ ଓଡ଼ିଆ ହସ୍ତାକ୍ଷର ଓ ଶୃତଲିଖନରେ ଶେରଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଷଷ୍ଠ ଶ୍ରେଣୀର ଆରବ ପଧାନ, ଦିବ୍ୟାଙ୍ଗ ବରିଷ୍ଠ ସ୍ତରରେ ଚିତ୍ରାଙ୍କନରେ ରୁପ୍ରାରୋଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦଶମ ଶ୍ରେଣୀର ଚନ୍ଦ୍ରିକା ଭୋଇ, ଉଚ୍ଚ ମାଧ୍ୟମିକ ସ୍ତରରେ ପ୍ରବନ୍ଧ ଲିଖନରେ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନର୍ଲାର ଦ୍ଵାଦଶ ଶ୍ରେଣୀର ଆଦର୍ଶ ନାଏକ, ସଂଗୀତରେ ଉଲିକୁପା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦ୍ଵାଦଶ ଶ୍ରେଣୀର ଅନୁ ଶବର, ଦିବ୍ୟାଙ୍ଗ ଉଚ୍ଚ ମାଧ୍ୟମିକ ସ୍ତରରେ ଚିତ୍ରାଙ୍କନରେ ରୁପ୍ରାରୋଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏକାଦଶ ଶ୍ରେଣୀର ସୁରେଶ ମାଝୀ, ସଂଗୀତରେ ମୁସ୍କୁଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏକାଦଶ ଶ୍ରେଣୀର ତାନିଆ ଦୀପ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାପୀଠ ମାଣ୍ଡେଲ ପ୍ରଥମ ହୋଇଛି। ଏଥିରେ ନବମ ଶ୍ରେଣୀର ଶ୍ରବଣ ନାଗ ଓ କୃଷ୍ଣ ମୁଣ୍ଡା ଲୁହାର, ଦଶମ ଶ୍ରେଣୀର ହେମାଙ୍ଗିନି ମାଝୀ, ପ୍ରମିତା ପ୍ରଧାନ, କସ୍ତୁରୀ ଗଉଡ଼, ଚୁଲେଶ୍ୱରୀ ପଧାନ ଓ ଶାନ୍ତନୁ ଭୋଇ ସାମିଲ ଅଛନ୍ତି। କୃତୀ ଛାତ୍ରଛାତ୍ରୀମାନଙ୍କୁ ନର୍ଲା ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଗୋବର୍ଦ୍ଧନ ମାଝୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୂର୍ଯ୍ୟଦେବ ବାଗ, ନର୍ଲା ବ୍ଲକ୍ ଶିକ୍ଷକ ସଂଘ ସଭାପତି ମୀନକେତନ ସାହୁ, ସଂପାଦକ ଅମିତ କୁମାର ଶର୍ମାଙ୍କ ସମେତ ବିଭିନ୍ନ ଅନୁଷ୍ଠାନ, ଶିକ୍ଷକ ଶିକ୍ଷୟତ୍ରୀ, ଅଭିଭାବକ ତଥା ବ୍ୟକ୍ତିବିଶେଷ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like