-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର -

09-Nov-2024



ବୋଡ଼େନ (ଡୋଲେଶ୍ବର ବାଗ ) ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି।ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବା ବେଳେ ବିଶିଷ୍ଟ ଅତିଥି ଭାବରେ ପି ଡି ଲମ୍ବୋଦର ଧରୁଆ,ଡି ଏସ ଏସ ଓ ଅନନ୍ତ କୁମାର ହେମ୍ବ୍ରମ,ବି ଡି ଓ ସୁଶାନ୍ତ କୁମାର ରଣା,ସମ୍ମାନିତ ଅତିଥି ରୂପେ ଜିଲ୍ଲା ଭିନ୍ନକ୍ଷମ ସମିତି ସଭାପତି ଅଚ୍ୟୁତାନନ୍ଦ ସୁନାନି,ଜିଲ୍ଲା ଭିନ୍ନକ୍ଷମ ସମିତି ସମ୍ପାଦକ ଦିଲିପ କୁମାର ଷଡଙ୍ଗୀ,ସି ଡି ପି ଓ ଅର୍ଚ୍ଚନା ରାଉତ,ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନେପାଲ ଚନ୍ଦ୍ର ଦେ ପ୍ରମୁଖ ମଞ୍ଚାସିନ ଥିଲେ ।ଜି ପି ଇ ଓ ପ୍ରଫୁଲ୍ଲ କୁମାର ନାଏକ ମଞ୍ଚ ପରିଚାଳନା କରିଛନ୍ତି ।କାର୍ଯ୍ୟକ୍ରମଟିକୁ ସମ୍ପୂର୍ଣ୍ଣ ଭାବରେ ବି ଏସ ଏସ ଓ କୁମର ମାଝୀ,ଜୁନିଅର ଆସିଷ୍ଟାଣ୍ଟ ହିତେଶ କୁମାର ଆଡବାହି ଓ ପ୍ରୋଗ୍ରାମ ଆସିଷ୍ଟାଣ୍ଟ ଚିତ୍ତରଞ୍ଜନ ଦଣ୍ଡସେନା ପରିଚାଳନା କରିଥିବାବେଳେ ଶିଶୁ ବିକାଶ ପ୍ରକଳ୍ପ କର୍ମଚାରୀ ସୁପର ଭାଇଜର ଓ ଅଙ୍ଗନୱାଡ଼ି କର୍ମୀ,ନୂଆପଡ଼ା ଆର୍ ସି ଟି ରୁ ରବିନ କୁମାର ରଥ, ଏ ପି ଓ ରବିନାରାୟଣ ରାଉତ,ଜି ପି ଡି ଓ ଭୀଷ୍ମ କୁମାର, ବ୍ଳକର ସମସ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ,ଜି ଆର୍ ଏସ,ବି ଆର୍ ସି,ବି ପି ସି,ପୋଲିସ ଏସ ଆଇ ରାମେଶ୍ବର ବାଗ ,ଏସ ଆଇ ବିଘ୍ନରାଜ ମାଝୀ ଓ ପୋଲିସ କର୍ମଚାରୀ,ସ୍ନାତକ ମହାବିଦ୍ୟାଳୟର ଅଧ୍ୟାପକ ଡଃ କିଶୋର କୁମାର କର୍ଣ୍ଣ ଓ ଏନ୍ ଏସ ଏସ ର ସ୍ବେଚ୍ଛାସେବୀ,ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର କର୍ମଚାରୀ,ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ ପଦପଦବୀର କର୍ମଚାରୀ,ଡାକ୍ତର ଧନଞ୍ଜୟ ଭୁଏ,ଡାକ୍ତର ଲାଲ ଶ୍ରୀ ଭୋକ୍ତା,ଡାକ୍ତର ବିପୁଳ ଗର୍ଗ,ଡାକ୍ତର ରଞ୍ଜିତ କୁମାର ରାଉତ,ଡାକ୍ତର ଅନିତା ସାହୁ,ଡାକ୍ତର ମହେନ୍ଦ୍ର କୁମାର ମାଝୀ,ଅନ୍ୟାନ୍ୟ ସ୍ବାସ୍ଥ୍ୟ ବିଭାଗୀୟ ଅଧିକାରୀ ଶୁଭଶ୍ରୀ ହେମ୍ବ୍ରମ,ଦୟାନନ୍ଦ ବୁଦ୍ଧିଆ,ଘନଶ୍ୟାମ ସାହୁ,ଦୀପ୍ତି ଖୁଣ୍ଟିଆ,ଅଗ୍ନିଶମ ବିଭାଗ କର୍ମଚାରୀ,ସ୍ଥାନୀୟ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଆଜିକାର ଶିବିରରେ ଉପସ୍ଥିତ ରହି ସହଯୋଗ କରିଥିଲେ ।ଆଜିକାର ଶିବିରରେ ଅସ୍ଥିଶଲ୍ୟ, ଶ୍ରବଣ ବାଧିତ,ଦୃଷ୍ଟି ହୀନ,ମାନସିକ ବିକୃତି,ସିକ୍କିଲ ସେଲ,ବସ ପାସ,ଟ୍ରେନ ପାସ,ବାଣୀ ଶ୍ରୀ,ଡି ଆର୍ ଆଇ ଲୋନ୍,ଏମ ବି ପି ୱାଇ,ଏନ୍ ଏସ ଏପି,ଭୋକେଶନାଳ ରିହାବିଲିଟେଶନ,ଖାଉଟି ଓ ବାସ ଗୃହ,ଭତ୍ତା ଇତ୍ୟାଦି ଉପରେ ପଞ୍ଜିକରଣ କରାଯାଇଥିଲା ।ସମୁଦାୟ ୫୫୯ ଜଣଙ୍କ ପଞ୍ଜିକରଣ ହୋଇଛି ।ମଞ୍ଚାଷିନ ସମସ୍ତ ଅଧିକାରୀ ନିଜ ବକ୍ତବ୍ୟରେ କହୁଥିଲେ କି ସାଧାରଣ ବ୍ୟକ୍ତି ଭୁଲ କରିବା ବେଶୀ ଦେଖିବାକୁ ମିଳେ କିନ୍ତୁ ଭିନ୍ନକ୍ଷମ ବ୍ୟକ୍ତି ଭୁଲ କରିବା ଇତିହାସ ପୃଷ୍ଠାରେ କମ୍ ଦେଖିବାକୁ ମିଳେ ।ସେମାନଙ୍କୁ ଆମ ସମାଜ ଘୃଣ୍ୟ ଆଖିରେ ନ ଦେଖୁ ବରଂ ସେମାନଙ୍କ ଅନ୍ତର୍ନିହିତ କଳାକୁ ପରିପ୍ରକାଶ କରିବାରେ ଆମ ସମାଜ ସହଯୋଗ କରିବା ସହିତ ସୁବିଧା ଯୋଗାଇ ଦେବାକୁ ଅନୁରୋଧ କରିଥିଲେ ।ଆଉ ମଧ୍ୟ କହିଲେ କି ଜଣେ ସାଧାରଣ ବ୍ୟକ୍ତି ଅପରାଧ କରେ ହେଲେ ଭିନ୍ନକ୍ଷମ ବ୍ୟକ୍ତି କେବେ ଅପରାଧ କରିନଥାଏ ।ଆମ ସରକାର ଅନେକ ଯୋଜନା କରିଛନ୍ତି ଭିନ୍ନକ୍ଷମଙ୍କ ପାଇଁ କିନ୍ତୁ ସେମାନେ ସବୁ ଯୋଜନାକୁ ଜାଣି ପାରୁନାହାନ୍ତି ଯେମିତି କି ମ୍ୟାରେଜ୍ ଇନସେନଟିଭ,ଡି ଆର୍ ଆଇ ଲୋନ,ଛାତ୍ର ଛାତ୍ରୀଙ୍କ ପାଇଁ ବାଣୀ ଶ୍ରୀ ଇତ୍ୟାଦି ।ତେଣୁ ସମସ୍ତ ଅତିଥି ଗଣ ଉପସ୍ଥିତ ଲୋକଙ୍କୁ ଏସବୁ ଯୋଜନାରେ ଭିନ୍ନକ୍ଷମମାନଙ୍କୁ ସାମିଲ କରି ସୁସ୍ଥ ଓ ସନ୍ତୁଳିତ ସମାଜ ଗଠନ କରିବାକୁ ଅନୁରୋଧ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like