-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ସର୍ବ ଭାରତୀୟ ବିଶ୍ୱ ବିଦ୍ୟାଳୟ ପ୍ରତିଯୋଗିତାରେ ଏହେସାସଙ୍କ ସଫଳତା

09-Nov-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସର୍ବ ଭାରତୀୟ ବିଶ୍ୱ ବିଦ୍ୟାଳୟ ତାଇକଣ୍ଡୋ ପ୍ରତିଯୋଗିତାରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମାଟିର ସୁନାମଧନ୍ୟ କ୍ରୀଡାବିତ ଏହେସାସ ହୋତାଙ୍କ ସଫଳତା । ପଂଜାବ ଅମୃତସର ଗୁରୁ ନାନକ ଦେବ ବିଶ୍ୱ ବିଦ୍ୟାଳୟରେ ଚାଲିଥିବା ସର୍ବ ଭାରତୀୟ ବିଶ୍ୱ ବିଦ୍ୟାଳୟ ତାଇକଣ୍ଡୋ ପ୍ରତିଯୋଗିତାରେ ଏହେସାସ ହୋତାଙ୍କୁ ମିଳିଛି ଏହି ସଫଳତା । ୫ ନଭେମ୍ବର ୧୧ ନଭେମ୍ବର ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଏହି ସର୍ବ ଭାରତୀୟ ପ୍ରତିଯୋଗିତାରେ ଦେଶର ୨୦୭ ଗୋଟି ବିଶ୍ୱ ବିଦ୍ୟାଳୟରୁ ବିଭିନ୍ନ ବର୍ଗରେ ୧୮୦୦ ଜଣ ଭାଗନେଇଥିବାବେଳେ ଏହେସାସ ସମ୍ବଲପୁର ବିଶ୍ୱ ବିିଦ୍ୟାଳୟରୁ ପ୍ରତିନିଧିତ୍ୱ କରୁଛନ୍ତି । ତାଇକଣ୍ଡୋର ପୁମସେ ବର୍ଗରେ ଏହେସାସଙ୍କୁ ବ୍ରୋଂଜ ପଦକ ମିଳିଛି । ପୁର୍ବରୁ ୨୦୧୯ ମସିହାରେ ମଧ୍ୟ ସର୍ବ ଭାରତୀୟ ତାଇକଣ୍ଡୋ ପ୍ରତିଯୋଗିତାରେ ସମ୍ବଲପୁର ବିଶ୍ୱ ବିଦ୍ୟାଳୟରୁ ପ୍ରତିନିଧିତ୍ୱ କରି ସେ ବ୍ରୋଂଜ ପଦକ ହାସଲ କରିଥିଲେ । ସେ ଅନେକ ଥର ଆନ୍ତର୍ଜାତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଦେଶ,ରାଜ୍ୟ ତଥା ସୁବର୍ଣ୍ଣପୁର ଜିଲ୍ଲା ପାଇଁ ଗର୍ବ ଏବଂ ଗୌରବ ସାଉଁଟି ସାରିଛନ୍ତି ।ଏହେସାସଙ୍କ ଏହି ସଫଳତା ପରେ ସମ୍ବଲପୁର ବିଶ୍ୱ ବିଦ୍ୟାଳୟ କୁଳପତି ପ୍ରଫେସର ବିଦୁଭୂଷଣ ମିଶ୍ର, ରେଜିଷ୍ଟାର ନୃପରାଜ ସାହୁ ସ୍ପୋର୍ଶ ଡାଇରେକ୍ଟର ଅଭିନାଶ କର,ସ୍ପୋର୍ଶ କାଉନସିଲ ସେକ୍ରେଟାରୀ ଡ. ଦେବେନ୍ଦ୍ର ମହାଲିକ,ସିଡିସି ଅଧ୍ୟକ୍ଷ ଡ. ସଂଯୁକ୍ତା ଦାଶ,କୋଚ ରାମ କୁମାର ସାହୁ,ବରଗଡ ଇମ୍ପାରିଆଲ କଲେଜର ମେନେଜିଙ୍ଗ ଡାଇରେକ୍ଟର ଦୀପକ ଗୋଏଲ,ଅଧ୍ୟକ୍ଷ ଦୁର୍ଗେଶ ଶତପଥି,ରାଜ୍ୟ ତାଇକଣ୍ଡୋ ସଂଘ ସଂପାଦକ ମନମୋହନ ଭଂଜ,ଜିଲ୍ଲା କ୍ରୀଡା ଅଧିକାରୀ ଚିତ ରଂଜନ ମିଶ୍ର,ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା,ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘ ସଭାପତି ରବୀନ୍ଦ୍ର ହୋତା ଏବଂ ଜିଲ୍ଲା ତାଇକଣ୍ଡୋ ସଂଘର ଆଇନ ପରାମର୍ଶ ଦାତା ଶେଷଦେବ ବାରିକ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି । ଆସନ୍ତା ଜାନୁୟାରୀ ମାସରେ ବିଶ୍ୱ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ପାଇଁ ଅମୃତସରରେ ଟ୍ରାଏଲ ହେବାକୁଥିବାବେଳେ ସେଥିରେ କିଭଳି ସଫଳତା ହାସଲ କରି ଆସନ୍ତା ଜୁଲାଇ ୨୦୨୫ ରେ ଜର୍ମାନରେ ହେବାକୁ ଥିବା ବିଶ୍ୱ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ସେଥିପାଇଁ ସେ ଲକ୍ଷ ରଖିଥିବା ଏହେସାସ ପ୍ରତିକ୍ରିୟା ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like