-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ବରମୁଣ୍ଡାରେ ତ୍ରିଦିବସୀୟ ପ୍ରୟୋଗ ପ୍ରଶିକ୍ଷଣ ଶିବିର ଉଦଯାପିତ

09-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ବରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ତ୍ରିଦିବସୀୟ ପ୍ରୟୋଗ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବି.ଆର.ସି.ସି ଦିବାକର ବରିହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ତୃତୀୟ ଶ୍ରେଣୀ ଉତ୍ତୀର୍ଣ୍ଣ ହେବାବେଳକୁ ପ୍ରତି ଶିକ୍ଷାର୍ଥୀ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନରେ ନିପୁଣ ହେଵେ। ଯେପରି ଦୈନନ୍ଦିନ ଜୀବନରେ ସେମାନେ ସ୍ଵାଧୀନ ଭାବେ କାର୍ଯ୍ୟ ସଂପାଦନ କରିବେ। ସୁତରାଂ ଶିକ୍ଷାର୍ଥୀମାନଙ୍କୁ ନିପୁଣ କରିବା ପାଇଁ ସେମାନଙ୍କୁ କିଭଳି ଶିକ୍ଷା ଦାନ ପ୍ରଦାନ କରାଯିବ,ସେ ସଂପର୍କରେ ପ୍ରାଥମିକ ଶିକ୍ଷା ଦାୟିତ୍ଵରେ ରହିଥିବା ଶିକ୍ଷକ ଶିକ୍ଷୟିତ୍ରୀ ପ୍ରଶିକ୍ଷଣ ନେଇଥିଲେ। ସି.ଆର.ସି.ସି ବାସୁଦେବ ପଧାନ,ରାଜେଶ୍ଵର ବେହେରା, ପ୍ରଭାତ ରଞ୍ଜନ ସାହୁ, ସୁଧାଂଶୁ ଶେଖର ଜାଲ, ହେମନ୍ତ କୁମାର ଆରୁକ, ପ୍ରକାଶ ମହାନନ୍ଦ,ଡୋଳାମଣି କୁମ୍ଭାର, ତ୍ରିନାଥ ସେଠ, ନବୀନ କୁମାର ସାହୁ,ଶରତ ପଧାନ, ସୁନନ୍ଦ ମିଶ୍ର, ଆର୍ତ୍ତତ୍ରାଣ ଚୌହାନ.ପ୍ରମୁଖ ପ୍ରଶିକ୍ଷକ ଭାବେ ଯୋଗଦେଇ ଥିଲେ। ଦୁଇଟି ପର୍ଯ୍ୟାୟରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ବାରଗୋଟି କ୍ଲଷ୍ଟରରୁ  ୨୩୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରଶିକ୍ଷଣ ନେଇଥିଲେ। ସ୍ଥାନୀୟ ସ୍କୁଲର ପ୍ରଧାନଶିକ୍ଷକ ସନ୍ତୋଷ ବାଗଙ୍କ ଅଧ୍ୟକ୍ଷତାରଜ  ଉଦଯାପନୀ ସମାରୋହ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ସ୍ଥାନୀୟ ସ୍କୁଲ ପକ୍ଷରୁ ମୁଖ୍ୟ ଅତିଥି ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ଭୁଏଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିବାକର ବରିହା ଓ ସୁଶାନ୍ତ କୁମାର ପାଣ୍ଡେ,, ମିଳିତ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ବାସୁଦେବ ପଧାନ, ସ୍କୁଲ ଚେୟାରମେନ ସୁବୋଧ ସାହୁ, ପୂର୍ବତନ ଚେୟାରମେନ ରାଧାକାନ୍ତ ସାହୁ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ସ୍ଥାନୀୟ ସ୍କୁଲର ଛାତ୍ରମାନେ ସ୍ଵାଗତ ନୃତ୍ୟ ପରିବେଷଣ କରି ସମସ୍ତଙ୍କୁ ବିମୋହିତ କରି ଦେଇଥିଲେ।ନମିତା ବେହେରା, ବିଡ଼ିଓ ସାହୁ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରଶିକ୍ଷଣ ବିଷୟରେ ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ। ସୀତାରାମ ଦୀପ,ଦୁର୍ଵାଦଳ ବଡଗୋଛିଆ,, ବିଭୂତି ଭୂଷଣ ସାହୁ, ମୁକ୍ତେଶ୍ଵର  ମେହେର, ଅମୀୟ ପ୍ରସାଦ ଭୋଇ,ମିତା ଗଡତିଆ, ସୌଦାମିନୀ ଵାରିକ,   ନୀଳିମା ପଧାନ , ବିଶ୍ଵଜିତ ହୋତା ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ବଡଵାଉଁଶେନ ସି.ଆର.ସି.ସି ଦୁର୍ବାଦଳ ବଡଗୋଛିଆ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like