-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

ଭାରତ ସରକାରଙ୍କ ତନ୍ତଭି-୨୦୨୪ ପରାମର୍ଶ କମିଟିରେ ସନ୍ଥ କବୀର ଆୱାର୍ଡ ପ୍ରାପ୍ତ ରାମକୃଷ୍ଣ ମେହେର ମନୋନୀତ

09-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଭାରତ ସରକାରଙ୍କ ତତନ୍ତଭି-୨୦୨୪ ପାଇଁ ଏକ ପରାମର୍ଶ ଦାତା ସହ ଡିଜାଇନ କମିଟି ହ୍ୟାଣ୍ଡଲୁମ ବିକାଶ କମିଶନରଙ୍କ ନିର୍ଦ୍ଦେଶାନୁସାରେ ଭାରତର ବିଭିନ୍ନ ପ୍ରାନ୍ତର ବୁଣାକାର ମାନଙ୍କୁ ନେଇ ଏକ ପରାମର୍ଶ ଦାତା କମିଟି ଗଠନ କରାଯାଇଛି।ଏହି ପରାମର୍ଶ ଦାତା କମିଟିରେ ବରଗଡ଼(ଓଡ଼ିଶା)ର ଶ୍ରୀମାନ ରାମକୃଷ୍ଣ ମେହେର ଯିଏକି ଏଇ କିଛି ମାସ ପୂର୍ବେ ଭାରତ ସରକାରଙ୍କ ପକ୍ଷରୁ ସନ୍ଥ କବୀର ଆୱାର୍ଡ଼ ରେ ସମ୍ମାନିତ ହୋଇଥିଲେ,ସେ ମଧ୍ୟ ଏହି ୨୦ ଜଣ ପରାମର୍ଶ ଦାତା କମିଟିରେ ଅଛନ୍ତି। ତାଙ୍କ ଅଭିଜ୍ଞ ଜ୍ଞାନ କୈାଶଳ, ଡିଜାଇନ୍ ତଥା  ନିଚ୍ଛକ ବାନ୍ଧକଳା ଦେଶ ବିଦେଶରେ ବେଶ ଆଦୃତ ହୋଇ ପାରିଛି। ବିଗତ ଦିନରେ ଶ୍ରୀମାନ ମେହେରଙ୍କୁ କାଶ୍ମୀରରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମୀଳନୀରେ ସମ୍ମାନୀତ କରା ଯାଇଥିଲା। ଜାନୁଆରୀ ୨୦୨୧ ମସିହାରେ ପ୍ରତିଷ୍ଠିତ ଗଣତନ୍ତ୍ରର ସର୍ବୋଚ୍ଚ ସମ୍ମାନ ଜନକ ପୁରସ୍କାର ପାଇଁ ମାନବାଧିକାର ପାଇଁ ନୋବେଲ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା। ସୁବର୍ଣ୍ଣପୁର ସହରର ସ୍ଥିତ ଏକ ବୁଣାକାର ପରିବାରରେ ଜନ୍ମଗ୍ରହଣ କରି ଥିବା ଶ୍ରୀମାନ ରାମକୃଷ୍ଣ ମେହେର ପିଲାଟି ଦିନରୁ ତାଙ୍କ ପରିବାର ଠାରୁ ସମ୍ବଲପୁରୀ କଳାର ପାରମ୍ପରିକ ଜ୍ଞାନ କୈାଶଳ ପାଇଁ ଆଗକୁ ଆଗକୁ ବଢ଼ି ଚାଲିଛନ୍ତି।୧୯୮୬ ମସିହାରେ ଭାରତ ସରକାରଙ୍କର ବୟନ ମନ୍ତ୍ରଣାଳୟ ଅଧୀନରେ ଥିବା ଇନଷ୍ଟିଚ୍ୟୁଟ ଅଫ୍ ହ୍ୟାଣ୍ଡଲୁମ ଟେକ୍ନୋଲୋଜି ରେ ଅଧ୍ୟୟନ କରି ସ୍ନାତକ ହାସଲ କରି ପାରିଥିଲେ। ସ୍ନାତକୋତ୍ତର ଡିଗ୍ରୀ ହାସଲ ପରେ ପରେ ବୁଣାକାର ସମ୍ପ୍ରଦାୟ ମୁକ୍ତ ଭାବେ ସେବା କରିବା ଲକ୍ଷ୍ୟରେ ବରଗଡ଼ ଠାରେ ମେହେର ସର୍ଭିସ୍ ନାମକ ଏକ ବୁଣାକାର ସଂଗଠନ ପ୍ରତିଷ୍ଠା କରିଛନ୍ତି। ଶ୍ରୀମାନ ମେହେର ଉଭୟ ସମସାମୟିକ ତଥା ପାରମ୍ପାରିକ ତନ୍ତ କଳା ଉପରେ ଶତାଧିକ ସମ୍ବଲପୁରୀ ଡିଜାଇନ୍ ସୃଷ୍ଟି କରି ପାରିଛନ୍ତି। ହସ୍ତତନ୍ତ କ୍ଷେତ୍ରରେ ଜଣେ ସଫଳତାର ଶିର୍ଷର ଉଦ୍ୟୋଗୀ ଭାବେ ୨୦୧୭ ମସିହା ମାର୍ଚ୍ଚ ମାସରେ ଦକ୍ଷିଣ ଆମେରିକାର ଚିକାଗୋ ସାଣ୍ଟିଆଗୋ ସହରରେ ସରକାରୀ ପ୍ରଯୋଜିତ ସମ୍ବଲପୁରୀ ହ୍ୟାଣ୍ଡଲୁମ କପଡା ପ୍ରଦର୍ଶନୀରେ ଅଂଶଗ୍ରହଣ କରି ସମ୍ବଲପୁରୀ ହ୍ୟାଣ୍ଡଲୁମ ପୋଷାକକୁ ପ୍ରୋତ୍ସାହିତ କରିବା ଭଳି ଅନେକ ପ୍ରୟାସ କୁ ସମଗ୍ର ଓଡ଼ିଶାବାସୀ ପ୍ରଶଂସା କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like