-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ସଭାଗୃହ ରେ ପଂଚାୟତ ସମିତି ବୈଠକ ଅନୁଷ୍ଠିତ

09-Nov-2024



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ସ୍ଥିତ ବ୍ଲକ ସଭାଗୃହ ରେ ପଂଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ରେ ଲୋଇସିଂହା ବିଡ଼ିଓ ଅକ୍ଷୟପାଣି ଉଡ୍ଡୁ , ବଲାଙ୍ଗୀର ସାଂସଦ ଙ୍କ ଲୋଇସିଂହା ବ୍ଲକ ପ୍ରତିନିଧି  ଶ୍ରୀଯୁକ୍ତ ବାଳକୃଷ୍ଣ ଧାରୁଆ, ବିଧାୟକ ଙ୍କ ପ୍ରତିନିଧି ଶ୍ରୀଯୁକ୍ତ ଗୌରାଙ୍ଗ ନାଏକ, ଜିପିଓ କିଶୋରଚନ୍ଦ୍ର ମାନସିଂହ, ଯୋଗାଣ ଅଧିକାରୀ ସୋମ୍ୟରଞ୍ଜନ ମହାନନ୍ଦ, ଏ. ଇ. ସିଦ୍ଧାର୍ଥ ପାଢ଼ୀ ସମେତ ଅନ୍ୟାନ୍ୟ ବିଭାଗର ଅଧିକାରୀ ସହିତ ସମସ୍ତ ସରପଞ୍ଚ ଓ ସମିତି ସଭ୍ୟ ଓ ସଭ୍ୟା ଉପସ୍ଥିତ ଥିଲେ l ସମିତି ବୈଠକ ନାମକୁ ମାତ୍ର ହେଉଛି ବୋଲି ଲୋକେ ଆକ୍ଷେପ କରୁଛନ୍ତି  ଏପରିକି ଉକ୍ତ ବୈଠକ ରେ ବିଭିନ୍ନ ପ୍ରସ୍ତାବ ଦେଲେ ତାହା କାର୍ଯ୍ୟକାରୀ ହେଉନାହିଁ ବୋଲି କହି ବୈଠକ ଆରମ୍ଭ ହେବା ମାତ୍ରେ ସରପଞ୍ଚ ସଂଘ ସଭାପତି ତଥା ମାଗୁରବେଡା ସରପଞ୍ଚ ସଞ୍ଜୟ ଗଡତ୍ୟା ବୈଠକ ରୁ ଉଠି ଚାଲିଯାଇଥିଲେ।ତାଙ୍କୁ ଯେତେ ବୁଝାସୁଝା କରାଯାଇଥିଲେ ମଧ୍ୟ ସେ ବୈଠକ କୁ ଫେରିନଥିଲେ।ପରେ କୃଷି ବିଭାଗ ଉପରେ ହୋଇଥିବା ଆଲୋଚନା ରେ ବ୍ଲକ ସହକାରୀ କୃଷି ଅଧିକାରୀ ରୋହନ କୁମାର ସାହୁ ଚଳିତ ଖରିଫ ଋତୁ ରେ ବଣ୍ଟନ ହୋଇଥିବା କୀଟ ଉପରେ ତଥ୍ୟ ରଖିଥିଲେ।

କେତେକ ପଂଚାୟତ ର ସରପଞ୍ଚ ଓ ସମିତି ସଭ୍ୟ ସେ ନେଇ ଅବଗତ ନ ଥିବା କହି ଅସନ୍ତୋଷ ପ୍ରକାଶ କରିଥିଲେ। ବ୍ଲକ ର ଅଣଚାଷୀ କୁ କୀଟ ପ୍ରଦାନ କରାଯାଉଛି ବୋଲି ବାଦୀମୁଣ୍ଡା ସରପଞ୍ଚ ଶ୍ରୀଯୁକ୍ତ କିରଣ ସାହୁ ଅଭିଯୋଗ କରିବା ସହ ପୂର୍ବଭଳି ପଂଚାୟତ ଜରିଆରେ ଚାଷୀ କୁ ବିହନ ବଣ୍ଟନ କରିବାକୁ ଗୃହ ର ଦୃଷ୍ଟି ଆକର୍ଷଣ କରିଥିଲେ।ଜଳ ଯୋଗାଣ ଓ ଜନସ୍ୱାସ୍ଥ୍ୟ ବିଭାଗ ର ଆଲୋଚନା ବେଳେ ଜଳ ଯୋଗାଣ ରେ ଅବ୍ୟବସ୍ଥା ଓ କେତେକ ପ୍ରକଳ୍ପ ବିଳମ୍ବିତ ହେଉଥିବା ରୁ ସଭ୍ୟାସଭ୍ୟ କ୍ଷୋଭ ପ୍ରକାଶ କରିଥିଲେ।ଏ ନେଇ ବ୍ଲକ ଶ୍ରୀଯୁକ୍ତ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ସହକାରୀ ଯନ୍ତ୍ରୀ ଙ୍କୁ ତାଗିଦ କରିବା ସହ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବାକୁ କହିଥିଲେ l ଆଜିର ବୈଠକ ରେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଅଭିଯୋଗ କରିଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଙ୍କୁ l ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ପାଣିର ସମସ୍ୟା ରହିଛି ଯାହାକି ରୋଗୀ ଚିକିତ୍ସା ପାଇଁ ଆସୁଥିବା ବେଳେ ପିଇବା ପାଣି ପାଇପାରୁ ନାହାନ୍ତି l ଏହାସହ ଡାକ୍ତର ଓ ନର୍ସ ଙ୍କ ଅଭାବ ରହିଛି l ସ୍ୱାସ୍ଥ୍ୟମନ୍ତ୍ରୀ ଯଦି ବିଭିନ୍ନ କାର୍ଯ୍ୟକ୍ରମ ଗୁଡିକରେ ଯୋଗଦେଇ ପାରୁଛନ୍ତି ହେଲେ ନିଜ ଅଂଚଳ ର ସ୍ୱାସ୍ଥ୍ୟକେନ୍ଦ୍ରକୁ ଯିବାପାଇଁ ସମୟ ନାହିଁ ବୋଲି ଅଧ୍ୟକ୍ଷ ପ୍ରକାଶ କରିଥିଲେ l ସ୍ୱାସ୍ଥ୍ୟ ବିଭାଗ ଆଲୋଚନା ରେ ଡାକ୍ତର ସଂଜୀବ ବିଶ୍ୱାଳ ଯୋଗଦେଇ  ଲୋଇସିଂହା ଡାକ୍ତର ଖାନା ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର, ସର୍ଜରୀ ଡାକ୍ତର ଓ ୬ ଜଣ ଷ୍ଟାଫ ନର୍ସ ପଦବୀ ଖାଲିଅଛି ଯାହା ଫଳରେ ରୋଗୀ ମାନେ ବହୁ ଅସୁବିଧା ଭୋଗୁଛନ୍ତି ବୋଲି କହିଥିଲେ l ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ନିର୍ବାଚନ ମଣ୍ଡଳୀ ସଦର ଡାକ୍ତର ଖାନା ରେ ରୋଗୀ ଙ୍କୁ ନିମ୍ନ ମାନର ବେଡ଼ସିଟ ଦିଆଯାଉଥିବାରୁ ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଯତୀନ୍ଦ୍ର ପଟେଲ ଅସନ୍ତୋଷ ପ୍ରକାଶ କରିଥିଲେ l ବୁର୍ଡ଼l ସରପଞ୍ଚ ସୁଦିପ ସା ସମେତ ଅନ୍ୟମାନେ ମାଇନିଙ୍ଗ କାର୍ଯ୍ୟାଳୟ କୁ ନେଇ ଟ୍ରାକ୍ଟର ର ରୟାଲଟି କଟା ଯାଉଥିବା ବେଳେ ରିସିଭ କପି ଦେଉ ନ ଥିବାରୁ ଅସନ୍ତୋଷ ବ୍ୟକ୍ତ କରିଥିଲେ l ଯୋଗୀସାର୍ଡl ଠାରେ ଆର ଆଇ ର ଅଭାବ l କୃଷି ବିଭାଗ ର ଆଗାମୀ ଦିନରେ 55 ହେକ୍ଟର ଜମିରେ ଅଲୁଚାଷ କରାଯିବା ର ପ୍ରକ୍ରିୟା ସହ ପିଆଜ, ଲେସୁନ, ମିର୍ଚ୍ଚା ମାନଙ୍କରେ 75% ସବସିଡି କୁ ଦୋହରା ଗଲା l 2024-25 ବର୍ଷ ଖରିଫ ଋତୁ ଧାନକିଣା ବିଷୟକୁ ନେଇ ଏହି ଋତୁରେ ସର୍ବମୋଟ 10 ଟି ମଣ୍ଡିରେ 6258 ଜଣ ଚାଷୀ ପଞ୍ଜିକୃତ ହୋଇଛନ୍ତି ବୋଲି ଯୋଗାଣ ଅଧିକାରୀ ଶ୍ରୀ ମହାନନ୍ଦ ପ୍ରକାଶ କରିଛନ୍ତି l ଆଜିର ବୈଠକ ରେ ବିଦ୍ୟୁତ କଟ ଯୋଗୁଁ ବିଦ୍ୟୁତ ନ ଥିଲା ହେଲେ ବିଦ୍ୟୁତ ର କୌଣସି ବ୍ୟବସ୍ଥା ନ ହେବାରୁ ସରପଞ୍ଚ ଓ ସମିତି ଅସନ୍ତୋଷ ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like