-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||     

HOME   ଜିଲ୍ଲା

ପୁତୁରା ହାତରେ ବିଧବା ଖୁଡିର ଜୀବନ ଗଲା

09-Nov-2024



ଧରାକୋଟ ଥାନ ଅନ୍ତର୍ଗତ ବରଡାବିଲି ଗ୍ରାମରେ ଏକ ଲୋମ ଟାଙ୍କୁରା ଘଟଣା ଘଟିଛି। ସୁଚନା ଅନୁଯାୟୀ ଜଣାପଡିଛି ଯେ ଉକ୍ତ ଗ୍ରାମର ଶିବରାମ ସାହୁ ଦୁରାରୋଗ୍ୟ ରେ ହୋଇ ମୃତ୍ୟୁ ବରଣ କରିଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ବିଧବା ପତ୍ନୀ ଗୁଜୁରାଣ ମେଣ୍ଟାଇବା ପାଇଁ ଲୁଗା ସିଲେଇ କରି ନିଜର ୧୦ ବର୍ଷର ଝିଅ ଜ୍ୟୋତି କୁ ଧରି ରହୁଥିଲେ।ଏହା ମଧ୍ୟରେ ନିହତ ବିଧବା ମହିଳା ସସ୍ମିତାଙ୍କ ସହ ନିଜ ପୁତୁରା ବଳରାମ ସାହୁ ସହିତ ବ୍ୟକ୍ତିଗତ ଓ ଅନୈତିକ ସମ୍ପର୍କ ବଢ଼ି ଚାଲିଥିଲା। ଏହି ସୁଯୋଗରେ ପ୍ରତ୍ୟେକ ସମୟରେ ସସ୍ମିତା ପୁତୁରା କୁ ବାରମ୍ବାର ଅର୍ଥ ଦାବି କରୁଥିଲା। ଯାହାର ପରିମାଣ ଗତକାଲି ଦିନ ଦ୍ବିପହରରେ ହଠାତ ବଳରାମ ଖୁଡି ଘରକୁ ଆସି ଖୁଡି ସହିତ ପାଟି ତୁଣ୍ଡ କରିବା ସହ ସାଙ୍ଗରେ ଆଣିଥିବା ଏକ ଧାରୁଆ ଅସ୍ତ୍ର ରେ ଖୁଡି ର ଗଳା,ଛାତି ଓ ପେଟକୁ ବାରମ୍ବାର ଭୁଷି ଘଟଣାସ୍ଥଳରୁ ଚମ୍ପଟ୍ ମାରି ଅସ୍ତ୍ର ସହ ସିଧା ଥାନାରେ ଆତ୍ମ ସମର୍ପଣ କରିଥିଲା। ଏହି ଘଟଣା ପରେ ସସ୍ମିତା ର ଶାଶୁ ତଥା ହତ୍ୟା ଅଭିଯୁକ୍ତ ର ଜେଜେ ମାଁ ତମାଳ ସାହୁ ଥାନାରେ ଅଭିଯୋଗ କରିଥିଲେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026

You Might Also Like