-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାରେ ଶିକ୍ଷା ବିଭାଗର ଅଜବ ନୀତି,୧୦ବର୍ଷ ପରେ ବି ଶିକ୍ଷକ-ଶିକ୍ଷୟତ୍ରୀଙ୍କର ବଦଳି ହେଉନି

09-Nov-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ଜିଲ୍ଲାର ବିଭିନ୍ନ ବ୍ଲକରେ ଶିକ୍ଷା ବିଭାଗର ବିଚିତ୍ର ନୀତି ଦେଖୁବାକୁ ମିଳିଛି । ଶିକ୍ଷକ ଶିକ୍ଷୟତ୍ରୀ ମାନେ ଗୋଟିଏ ଗୋଟିଏ ସ୍କୁଲରେ ୧୦ ବର୍ଷରୁ ଉଦ୍ଧ ରହି କାର୍ଯ୍ୟ କରୁଛନ୍ତି, ଯାହା ଫଳରେ ଶିକ୍ଷା ବିଭାଗରେ ଉନ୍ନତି ପରିବର୍ତ୍ତେ ଅବନିତୀ ଘଟୁଛି । ଶିକ୍ଷା କ୍ଷେତ୍ରରେ ସୁଧାର ଆଣିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁ ଛନ୍ତି । କୋମଳମତି ଛାତ୍ରଛାତ୍ରୀଙ୍କ ଶିକ୍ଷାର ମୂଳଦୁଆ ପ୍ରାଥମିକ ବିଦ୍ୟାଳୟରୁ ପଡ଼ିଥାଏ, ହେଲେ ବେସରକାରୀ ସ୍କୁଲରେ ପାଠ ପଢା ଉନ୍ନତ ମାନର ହେଉଥିବା ବେଳେ ସରକାରୀ ବିଦ୍ୟାଳୟରେ ଆଖିଦୃଶିଆ ପାଠ ପଢା ହେଉନଥିବା ମନେକରି ଅଭିଭାବକମାନେ ନିଜ ପିଲାମାନଙ୍କୁ ବେସରକାରୀ ସ୍କୁଲରେ ନାମ ଲେଖାଉଛନ୍ତି । ସରକାର ମାଗଣାରେ ଖାଦ୍ୟ, ବହି, ପୋଷାକ, ଜୋତା ଦେଉଥିବା ବେଳେ ସରକାରୀ ବିଦ୍ୟାଳୟରୁ ପିଲାମାନଙ୍କର ଉପସ୍ଥାନ ହ୍ରାସ ପାଉଛି । *"ସବୁଠାରୁ ଗୁରୁତ୍ଵପୂର୍ଣ୍ଣ କଥା ହେଲା ସରକାରଙ୍କ ବିଭିନ୍ନ ବିଭାଗରେ ଚାକିରି କରି ଥିବା ଅଧିକାରୀମାନଙ୍କୁ ତିନି ବର୍ଷ କାର୍ଯ୍ୟକାଳ ପୁରଣ ହେଲା ପରେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବଦଳି ହେବାର ନିୟମ ରହିଛି"* । କାରଣ କାର୍ଯ୍ୟରେ ସ୍ୱଚ୍ଛତା ରହିବ ଓ ଜନସାଧାରଣ ଉତ୍ତମ ସେବା ପାଇପାରିବେ ଆଉ କୌଣସି ଦୁର୍ନୀତି ହେବନାହିଁ । ସବୁ ଆଇନ କାନୁନକୁ ଫୁ କରି ଜିଲ୍ଲାରେ ନିଜ ମନମାନୀ ଚଳାଇଛନ୍ତି ଶିକ୍ଷା ବିଭାଗର ଅଧୂକାରୀ ମାନେ । ଶିକ୍ଷା ବିଭାଗର ଏଭଳି ବିଚିତ୍ର ନୀତି, ଗୋଟିଏ ଗୋଟିଏ ସ୍କୁଲରେ ଶିକ୍ଷକ ଶିକ୍ଷୟତ୍ରୀ ୧୦ ବର୍ଷରୁ ଉଦ୍ଧ ରହି କାର୍ଯ୍ୟ କରୁଛନ୍ତି । ଯାହା ଫଳରେ ପିଲାମାନଙ୍କର ପାଠ ପଢା ଠିକ୍ ହେଉନାହିଁ ସେମାନଙ୍କର ମାନସିକ ଭୌତିକ ଦକ୍ଷତା କ୍ଷେତ୍ରରେ ସେଭଳି ବିକାଶ ଘଟୁ ନାହିଁ । ବିଭିନ୍ନ ସମୟରେ ଗ୍ରାମବାସୀ,ଅଭିଭାବକମାନେ ପିଲାମାନଙ୍କ ପାଠ ପଢା ସ୍ୱାର୍ଥ ଦୃଷ୍ଟିରୁ ଦୀର୍ଘ ଦିନ ପଡିରହିଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଅନ୍ୟତ୍ର ବଦଳି ପାଇଁ ଉପରିସ୍ତ ଅଧିକାରୀଙ୍କ ନିକଟରେ ଅଭିଯୋଗ କରୁଛନ୍ତି, ହେଲେ କେତେକ ଅସାଧୁ ଶିକ୍ଷକ ଶିକ୍ଷୟତ୍ରୀ ସେମାନଙ୍କର ସ୍ୱାର୍ଥ ସାଧନ ପାଇଁ ଉପରିସ୍ତି ଅଫିସରଙ୍କୁ ହାତଗୁଞ୍ଜା ଦେଇ ସେହି ସ୍ଥାନରେ ପଡ଼ି ରହୁ ଥ‌ିବା ଗୁରୁତର ଅଭିଯୋଗ ହୋଇଛି । ଯାହା ଫଳରେ ପ୍ରଥମିକ ଶିକ୍ଷା ଉନ୍ନତି ବଦଳରେ ଦିଗହରା ହୋଇପଡ଼ିଛି । ଗୋଟିଏ ସ୍କୁଲରେ ୧୦ ବର୍ଷରୁ ଉଦ୍ଧ ଚାକିରି କରି ଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଅନ୍ୟତ୍ର ବଦଳି କଲେ ଶିକ୍ଷା କ୍ଷେତ୍ରରେ ସଂସ୍କାର ଆସିପାରିବ ବୋଲି ଶିକ୍ଷାବିତ୍ ମାନେ ମତ ପ୍ରକାଶ କରିଛନ୍ତି।ଏଥିପ୍ରତି ମୁଖ୍ୟମନ୍ତ୍ରୀ, ଶିକ୍ଷାମନ୍ତ୍ରୀ, ଶିକ୍ଷା ସଚିବ ଓ ଜିଲ୍ଲା ଶିକ୍ଷା ଅଧୂକାରୀ ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବୀ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like