-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

୧୧ ତମ ବରଗଡ଼ ବ୍ଲକ ସ୍ତରୀୟ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ସମୀକ୍ଷା ବୈଠକ ବିଦ୍ୟାଳୟ ର ସାମଗ୍ରିକ ବିକାଶ ରେ ପ୍ରଧାନ ଶିକ୍ଷକ ଙ୍କ ଭୂମିକା ଗୁରୁତ୍ବ ପୂର୍ଣ୍ଣ,,,,,,,,

09-Nov-2024



(ନିରଞ୍ଜନ ତ୍ରିପାଠୀ )
ବରଗଡ଼ ରାଣା ପ୍ରତାପ ସ୍କୁଲ ଠାରେ ବ୍ଲକ ସ୍ତରୀୟ ପ୍ରଧାନ ଶିକ୍ଷକ ଙ୍କ ୧୧ ତମ ମାସିକ ସମୀକ୍ଷା ବୈଠକ ଅନୁଷ୍ଟିତ ହୋଇ ଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଡ଼ ସୁରେନ୍ଦ୍ର କୁମାର ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି ବୈଠକ କୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତି କାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦ୍ଘାଟନ କରି ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ଦକ୍ଷ ନେତୃତ୍ବ ହିଁ ବିଦ୍ୟାଳୟ ର ସାମଗ୍ରିକ ବିକାଶ ରେ
ସହାୟକ ହୋଇ ଥାଏ ବୋଲି ଉଲ୍ଲେଖ କରି ଉତ୍କର୍ଷ, ନାସ୍ ୟୁ ଡାଇସ,ଆଦି ବିଭିନ୍ନ କାର୍ଯ୍ୟକ୍ରମ ସମ୍ବନ୍ଧ ରେ ବିସ୍ତୃତ ଆଲୋଚନା କରିଥିଲେ । ଏହି ବୈଠକ ରେ  ସମ୍ମାନିତ ଅତିଥି ଭାବେ ଜର୍ଜ ହାଇସ୍କୁଲ ପ୍ରଧାନ  ଶିକ୍ଷୟିତ୍ରୀ ଶାଶ୍ଵତୀ ଦାଶ ,ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ଶାନ୍ତି ସୁନା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ସ୍ତରରେ ପରିଚାଳିତ ବିଭିନ୍ନ କାର୍ଯ୍ୟକ୍ରମ  ଗୁଡିକ ର ସଫଳ ରୂପାୟନ ପାଇଁ ବିଭିନ୍ନ ଉପାଦେୟ ତଥ୍ୟ ଉପସ୍ଥାପନ କରି ପ୍ରଧାନ ଶିକ୍ଷକ ଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ । ରାଣା ପ୍ରତାପ ସ୍କୁଲ ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ବରଗଡ଼ ବ୍ଲକ ରେ  ଛାତ୍ର ଛାତ୍ରୀ ଙ୍କ ପରିଚାଳିତ ସ୍ବତନ୍ତ୍ର କାର୍ଯ୍ୟକ୍ରମ   ଇଗ୍ନାଇଟେଡ- ୫୦ ର ସଫଳ ରୂପାୟନ ପାଇଁ ବିସ୍ତୃତ ଆଲୋଚନା କରିଥିବା ବେଳେ  ଦ୍ବିତୀୟ ଅଧି ବେସନ ରେ  ଆକାଙ୍ଖି କାର୍ଯ୍ୟକ୍ରମ,ଖାନ ଏକାଡେମୀ ର ଗଣିତ ଦକ୍ଷତା ବୃଦ୍ଧି ପଦକ୍ଷେପ ,ମୁଖ୍ୟ ମନ୍ତ୍ରୀ ପୁରସ୍କାର , ଜାତୀୟ ଉପଲବ୍ଧି ସର୍ବେକ୍ଷଣ  ,ମାଧ୍ୟମିକ ବିଦ୍ୟାଳୟ ରେ ଡିଜିଟାଲ ମୂଲ୍ୟାଙ୍କନ ଆଦି ବିଷୟ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା ।ବିଶିଷ୍ଟ କଣ୍ଠ ଶିଳ୍ପୀ ପ୍ରମୋଦ ଦାଶ ଙ୍କ  ଉଦଯାପନୀ ସଙ୍ଗୀତ ଗାନ ରେ ବୈଠକ ସମାପ୍ତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like