-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଧର୍ମଗଡ ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ।

09-Nov-2024



(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା ଧର୍ମଗଡ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋକସରା ବ୍ଲକ ଡାଲଗୁମା ରୁ ଧର୍ମଗଡ ବ୍ଲକ ବେହେରା ପର୍ଯ୍ୟନ୍ତ ବିଜେଡି ଦଳ ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଡାଲଗୁମା ରୁ କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ଏକ ପଥପ୍ରାନ୍ତ ସଭା ବ୍ଲକ ସଭାପତି ସୁଶାନ୍ତ କୁମାର ବେହେରା ଙ୍କ ସଭାପତିତ୍ୱ ରେ ଜିଲ୍ଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂଦେଓ, ପୂର୍ବତନ ବିଧାୟକ ମୌଷଧି ବାଗ, ନାରିନେତ୍ରୀ ଲଳିତା ନାଏକ,ଉପ ସଭାପତି ବଦ୍ରୀ ନାରାୟଣ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ,ଓମଫେଡ ରାଜ୍ୟ ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ ସମେତ ଦଳୀୟ ନେତୃବୃନ୍ଦ ଉପସ୍ଥିତ ରହି ନବୀନ ପଟ୍ଟନାୟକ ଙ୍କ ନିର୍ମଳ ଭାବମୂର୍ତ୍ତି କୁ ଅକ୍ଷୁର୍ଣ୍ଣ ରଖିବା ସହ ବିଜେଡି ଦଳ କୁ ଲୋକାଭିମୁଖୀ କରିବା ପାଇଁ ଆହ୍ୱାନ ଦେଇଛନ୍ତି।ପରେ ଶତାଧିକ କର୍ମକର୍ତ୍ତା ଡାଲଗୁମା ରୁ ବେହେରା ପର୍ଯ୍ୟନ୍ତ ଜନ ସମ୍ପର୍କ ପଦଯାତ୍ରା ରେ ବାହାରି ବିଜେଡି ଶତାଧିକ କର୍ମୀ ଯୋଗଦେଇ ବେହେରା  ଧାନ ମଣ୍ଡି  ରେ ଆୟୋଜିତ ଦଳୀୟ ସଭା କାର୍ଯ୍ୟକ୍ରମ ରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମ କୁ ଧର୍ମଗଡ ବ୍ଲକ ସଭାପତି ଟିକମନ ୟାଦବ ଙ୍କ ସଭାପତିତ୍ୱ ରେ ମଞ୍ଚ ରେ ନର୍ଲା ବିଧାୟିକା ମନୋରମା ମହାନ୍ତି, ପୂର୍ବତନ ଧର୍ମଗଡ ବିଧାୟକ ମୌଷଧି ବାଗ, ଜିଲ୍ଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂଦେଓ, ଜିଲ୍ଲା ସଭାନେତ୍ରୀ ଲଳିତା ନାଏକ, ଜିଲ୍ଲା ସାଧାରଣ ସମ୍ପାଦକ ବଦ୍ରୀ ନାରାୟଣ ପଟ୍ଟନାୟକ,ଜିଲ୍ଲା ବିଜେଡି ଯୁବ ସଭାପତି ଆଦିତ୍ୟ ନନ୍ଦ, ବରିଷ୍ଠ ନେତା ଭବାନୀ ମିଶ୍ର, ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ କୁମାର ମାଝୀ, ତ୍ରିନାଥ ବାଗ,ଗୋପୀ ମହାନନ୍ଦ, ପ୍ରଣବ ଭାଇସାଲ, ଶଙ୍କର ଜୁଏଡ଼, ନିବେଦିତା ହଂସ, ବୈଜୟନ୍ତି ପୁଝାରି,ଦୁହିତା ମାଝୀ, ପୂର୍ବତନ ଏନଏସି ଅଧ୍ୟକ୍ଷା ଧର୍ମଗଡ ହୀରା ବାଗ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବଳରାମ ପୁଝାରି, ଆଦିବାସୀ ନେତା ଚିତ୍ତରଞ୍ଜନ ପୁଝାରି,ଯୁବନେତା ରାଜେନ୍ଦ୍ର ନାଏକ,ବରିଷ୍ଠ ନାରିନେତ୍ରୀ କଲ୍ୟାଣି ନାଏକ, ବେହେରା ସରପଞ୍ଚ କୁମୁଦିନି ଗଇନ୍ତା,ପୂର୍ବତନ ସରପଞ୍ଚ ସୁଚିତ୍ରା ଗୋପାଳ ପ୍ରମୁଖ ଉପସ୍ଥିତ ରହି ବିଜୁ ଜନତା ଦଳ ସରକାର ବିଗତ ୨୪ ବର୍ଷ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ନେତୃତ୍ୱରେ ଓଡିଶା ମାନଚିତ୍ରରେ କୁ ବିଶ୍ୱ ଦରବାରରେ ପହଞ୍ଚାଇ ଓଡିଶା ର ନାଁ  ରଖିଛନ୍ତି। ବର୍ତ୍ତମାନ ର ବିଜେପି ଦଳ ସରକାର ଓଡିଶା ର ଅସ୍ମିତା କୁ ଦ୍ୱାହି ଦେଇ ରାଜ୍ୟ ବାସୀ ଙ୍କୁ ଭୁଆଁ ବୁଲାଇବା ସହ ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାରେ ଫେଲ ମାରିଛି ବୋଲି କାର୍ଯ୍ୟକ୍ରମ ରେ କହିଥିଲେ।କାର୍ଯ୍ୟକ୍ରମ ପରିଶେଷରେ ପ୍ରଶାନ୍ତ ତିବାରି ଧନ୍ୟବାଦ ଅର୍ପଣ କରିଥିଲେ।ଜନ ସମ୍ପର୍କ ପଦଯାତ୍ରା ରେ ଧର୍ମଗଡ, କୋକସରା ଓ କଲମପୁର ବ୍ଲକ ର ବିଜେଡି ର ଶତାଧିକ କର୍ମକର୍ତ୍ତା ଓ କର୍ମି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like