-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଅଣ ସଂଗଠିତ ଶ୍ରମିକ ପଞ୍ଜିକରଣ ସଚେତନତା ଶିବିର 

10-Nov-2024



(ତ୍ରିନାଥ ବେଶ୍ରା )
କଳାହାଣ୍ଡିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ୍ ବିଭାଗ, କଳାହାଣ୍ଡି ଙ୍କ ର ଅ।ନୁକୁଲ୍ୟ ରେ ଓଡ଼ିଶା ଅଣ ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧିନରେ ଶ୍ରମିକ ପଞ୍ଜିକରଣ ସଚେତନତା ଶିବିର ଜିଲ୍ଲାଶ୍ରମ କାର୍ଯ୍ୟାଳୟ କନଫରେନ୍ସ ହଲ କଳାହାଣ୍ଡି ଭବାନୀପାଟଣା ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କର୍ମଶାଳା ତଥା ସଚେତନତା ଶିବିର ରେ ଜିଲ୍ଲା ସହଶ୍ରମ ଅଧିକାରୀ ଶ୍ରୀଯୁକ୍ତ ଅମିତ୍ କୁମାର ବେହେରା ଅଧ୍ୟକ୍ଷତା କରିଥିଲେ। ଅଣ ସଂଗଠିତ ନିର୍ମାଣ ଶ୍ରମିକ ମାନଙ୍କ ସଂଯୋଜକ ଶ୍ରୀ ଗଣେଶ ଡାକୁଆ ଉପସ୍ଥିତ ରହି କିପରି ଅନଲାଇନ ମାଧ୍ୟମରେ ଶ୍ରମିକ ପଞ୍ଜିକରଣ କରି ପାରିବେ ପୁଙ୍ଖାନୁପୁଙ୍ଖ ବୁଝାଇଥିଲେ। ମାଗଣା ରେ ରେଜିଷ୍ଟ୍ରେସନ କରିପାରିବେ ବୋଲି ସମସ୍ତ ଙ୍କୁ ବୁଝାଏ ଥିଲେ । ଉକ୍ତ କାର୍ଯକ୍ରମ ରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ଶ୍ରୀ ବିଜୟ କୁମାର ସାହୁ, ବଣିଜ ସଂଘ, କଳାହାଣ୍ଡି ଶାଖା ସଭାପତି ସେ କହିଥିଲେ ଆଗାମୀ ଦିନରେ ନିଶ୍ଚିତ ଭାବରେ ଏହାର ବେନେଫିଟ ବାବଦରେ ଯୋଗ୍ୟ ହିତାଧିକାରୀ ପାଖରେ ପହଞ୍ଚିଇବା ରେ ବଣିଜ ସଂଘ ସହଯୋଗ କରିବ ବୋଲି ମତାମତ ପ୍ରଦାନ୍ କରିଥିଲେ। କଳାହାଣ୍ଡି ଜିଲ୍ଲା, ବଣିଜ ସଂଘ ର ସଦସ୍ୟ ଶ୍ରୀ ଅବିନାଶ ଅଗ୍ରୱାଲ ଏବଂ ଶ୍ରୀ ସୁବାସ ଅଗ୍ରୱାଲ । ସାଇ କୁମାର ସିଂ ସାମନ୍ତ ଆଇ ଏବଂ ଆର ଏଡମିନ ମିନେରାଲ ଅଟୋ ମୋବାଇଲ ଭବାନୀପାଟଣା ତତ୍ ସଗେ ଶ୍ରୀ ମୁନା ପଟ୍ଟନାୟକ ଶ୍ରମିକ ନେତା ତଥା ବରିଷ୍ଠ ସାମାଜିକ କାର୍ଯ୍ୟକର୍ତ୍ତା, ବଳବନ୍ତ ନାୟକ, (ବିକାଶ ନାୟକ) ସୁରେଶ ଚନ୍ଦନ ମଧ୍ୟ ଉପସ୍ଥିତ ରହି ଅଣସଂଗଠିତ ଶ୍ରମିକ ବିଷୟ ରେ ମତାମତ ଦେଇଥିଲେ। ଅନେକ ଶ୍ରମିକ ସଂଗଠନ ଏବଂ ଶ୍ରମିକ ମାନେ ମଧ୍ୟ ଉପସ୍ଥିତ ଥିଲେ। ପରିଶେଷରେ ଗଣେଶ ଡାକୁଆ ଉପସ୍ଥିତ ଥିବା ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରି ସଭାକାର୍ଯ୍ୟ ସମାପ୍ତ କରିଥଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like