-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଆଖି ବୁଜିଲେ ବିଦ୍ୟୁତ୍ କର୍ମଚାରୀ

10-Nov-2024



ଅତାବିରା(ଆକାଶ ମିଶ୍ର):  ଅତାବିରା ବ୍ଲକ  ଅନ୍ତର୍ଗତ     ଗୌରବ ଠିକା କମ୍ପାନୀ, ବରଗଡ଼ ଅଧୀନରେ ରେଙ୍ଗାଲିକ୍ୟାମ୍ପ ସେକ୍ସନ-୩ ରେ କାର୍ଯ୍ୟରତ  ବିଦ୍ୟୁତ୍ କର୍ମଚାରୀ  ମହେନ୍ଦ୍ର ନାଗ (୩୫)ଙ୍କ  ପରଲୋକ   ଘଟିଛି । ତାଙ୍କର ସ୍ବାସ୍ଥ୍ୟ ବସ୍ଥା ଠିକ୍ ନ ଥିବାରୁ ଗତ  ୬ ଦିନ ହେଲା  ସେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । କଳାପାଣି ରେ ତାଙ୍କର ଘର । ତାଙ୍କର ବିୟୋଗରେ  ଅଞ୍ଚଳରେ  ତଥା ବିଦ୍ୟୁତ୍  ବିଭାଗରେ ଶୋକର ଛାୟା ଖେଳିଯାଇଛି । ପ୍ରକାଶ ଥାଉ କି ମହେନ୍ଦ୍ର ଙ୍କ ପିତା ସୁନାଧର  ମଧ୍ୟ  ବିଦ୍ୟୁତ୍ ବିଭାଗରେ  ଏହି ସେକ୍ସନ ରେ  କାମ କରୁଥିବା ବେଳେ  ୬/୭ ବର୍ଷ   ତଳେ ସେ ମୃତ୍ୟୁବରଣ କରିଥିଲେ । ତାଙ୍କ ମୃତ୍ୟୁ ପରେ ତାଙ୍କରି ପେନସନ ରେ ପରିବାର  କଷ୍ଟେ ମଷ୍ଟେ ଚଳୁଥିଲେ । ବାପା ପରେ ପୁଅ ତାଙ୍କରି ଦାୟିତ୍ଵ ତୁଲାଇ ଆସୁଥିଲେ ।ମହେନ୍ଦ୍ର ଜଣେ  କର୍ମଠ ବ୍ୟକ୍ତି ଥିଲେ ।ତାଙ୍କରି  କାର୍ଯ୍ୟରେ ସେ କେବେ ଖିଲପି କରୁନଥିଲେ । ସେ ଚିକିତ୍ସିତ ହେଉଥିବା ବେଳେ  ସେକ୍ସନ ର କନିଷ୍ଠ ଯନ୍ତ୍ରୀ ମାନେ ତାଙ୍କୁ ଯାଇ  ଦେଖା ଦେଖି କରୁଥିଲେ । ହେଲେ ମୃତ୍ୟୁ  ପରେ  କମ୍ପାନୀ ର  ଆଦୌ ଦୃଷ୍ଟି ଦେଇ ନଥିବା  ନେଇ  ପରିବାର ବର୍ଗ  ଦୁଃଖ ପ୍ରକାଶ କରିଛନ୍ତି ।ତାଙ୍କର ମୃତ ଶରୀର ଡ଼ାକ୍ତରଖାନାରୁ ଘରକୁ ଅଣାଯିବା ପରେ ସେକ୍ସନ ର ସମସ୍ତ  କର୍ମଚାରୀ ତାଙ୍କର ଶେଷ ଦର୍ଶନ କରିବା ସହିତ ତାହାର ଅନ୍ତେଷ୍ଟି  କ୍ରିୟା ସଂପନ୍ନ କରିଥିଲେ । ଆଜି ସ୍ବର୍ଗତ ମହେନ୍ଦ୍ର ଙ୍କ ଅମର ଆତ୍ମାର ସଦଗତି ନିମନ୍ତେ  ସେକ୍ସନ ର ସମସ୍ତ କର୍ମଚାରୀ ମାନେ ନୀରବ ପ୍ରାର୍ଥନା  କରିଥିଲେ । ସେକ୍ସନ ର କନିଷ୍ଠ ଯନ୍ତ୍ରୀ  ବାସୁଦେବ ରାଏଗୁରୁ, ଲାଇନ୍ ମ୍ୟାନ  ଡି ଜି ରାଓ, ମାନସ ସାହୁ, ପ୍ରକାଶ ଚନ୍ଦ୍ର ପ୍ରଧାନ, ଅଶୋକ କୁମାର ମହନ୍ତ, ଟିକିନାଥ ବାଦି, ଆନନ୍ଦ ବିଶ୍ଵାଳ ଓ ଅଶ୍ଵିନୀ ନାୟକ ପ୍ରମୁଖ ତାଙ୍କର ଅନ୍ତେଷ୍ଟୀ କ୍ରିୟା ରେ  ଉପସ୍ଥିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like