-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||     

HOME   ଜିଲ୍ଲା

ଚମ୍ପେଶ୍ବର ମନ୍ଦିରରେ ଏନସିସି କ୍ୟାଡେଟ୍ ଙ୍କ ସଫେଇ କାର୍ଯ୍ୟକ୍ରମ

10-Nov-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା  ବୀରମହାରାଜପୁର ନିକଟସ୍ଥ ଚମ୍ପେଶ୍ବର ମନ୍ଦିର ଠାରେ ସ୍ଥାନୀୟ ମହାବିଦ୍ୟାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ କ୍ୟାଡେଟ୍ ମାନଙ୍କ ଦ୍ବାରା ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।  କ୍ୟାପଟେନ୍ ସୂର୍ଯ୍ୟନାରାୟଣ ପଣ୍ଡାଙ୍କ ନେତୃତ୍ବରେ ୫୦ ଜଣ ଛାତ୍ରଛାତ୍ରୀ ମନ୍ଦିରର ଭିତର ଓ ବାହାର ପାର୍ଶ୍ବରେ ପଡ଼ିଥିବା ଆବର୍ଜନାକୁ ବାହାରକରି ପରିଷ୍କାର କରିଥିଲେ। କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ ଡ. ହିଂମାଶୁ ଶେଖର ପାଢୀ ଓ ଭୁବନେଶ୍ଵରରେ ଅବସ୍ଥାପିତ ଗୁଇନ୍ଦା ବିଭାଗର ଉପ ଆରକ୍ଷୀ ଅଧିକ୍ଷକ ବିଶ୍ବପତି ପଣ୍ଡା ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହିତ କାର୍ଯ୍ୟକ୍ରମର ତଦାରଖ କରିଥିଲେ। କ୍ୟାଡେଟ୍ ମାନଙ୍କ ଏହିଭଳି କାର୍ଯ୍ୟ ପରବର୍ତ୍ତୀ ପିଢିକୁ ପ୍ରେରଣା ଯୋଗାଇବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ। ଅଧ୍ୟାପକ ସୁନୀଲ କୁମାର ତ୍ରିପାଠୀ ଓ ପୂର୍ବତନ ଏନସିସି କ୍ୟାଡେଟ୍ ଚିନ୍ମୟ ପଣ୍ଡା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ ପ୍ରତ୍ୟେକ ବର୍ଷ କାର୍ତ୍ତିକ ମାସରେ କ୍ୟାଡେଟ୍ ମାନଙ୍କ ଦ୍ବାରା ଏଭଳି ସଫେଇ କାର୍ଯ୍ୟକ୍ରମ ଏହି ମନ୍ଦିରରେ କରାଯାଇ ଆସୁଅଛି। ଛାତ୍ରଛାତ୍ରୀ ମାନଙ୍କ ଏହି ମହତ୍ କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026

You Might Also Like