-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ରାସ୍ତା ଠିକା ଦିଆଯାଏ ହେଲେ ବାଇପାସ୍ ରାସ୍ତା ମିଳେନି !

10-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ହିରାପୁର ଦେଇ ଟେମରୀ କୁ ଯୋଗାଯୋଗ କରୁଥିବା ରାସ୍ତା ଆର.ଡି ବିଭାଗୀୟ ରାସ୍ତା ଅଟେ।ଗତ କିଛି ମାସ ତଳେ ପ୍ରବଳ ବର୍ଷା ପାଣିରେ ଅନେକ କଲଭଟ୍ ସହ ରାସ୍ତା ଧୋଇ ହୋଇ ଯିବା ଫଳରେ ଯିବା ଆସିବାରେ ଅନେକ ବାଧା ଉପୁଜି ଥିଲା।ପାଇକମାଲ ବ୍ଲକ ଅଧିନସ୍ଥ ଫ୍ରେଜରପୁର ରେ ଥିବା ଏକମାତ୍ର ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବିଦ୍ୟାର୍ଥୀ ମାନେ ସେ ସମୟରେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେବା ସହ ଲକ୍ଷ୍ମୀବସରେ ଯାତାୟାତ ସମ୍ଭବ ହୋଇ ପାରିନଥିଲା।ସେ ଯାହାବି ହେଉ ନୂତନ ଭାବେ ଓଡ଼ିଶା ସରକାର ଆସିବା ଏବଂ ତୁରନ୍ତ ରାସ୍ତା ନିର୍ମାଣର ଟେଣ୍ଡର ସୃଷ୍ଟି କରି ରାସ୍ତା ନିର୍ମାଣ କାମ ଖୁବ୍ ଯୋରସୋରରେ ଚାଲିଥିବା ବେଳେ,ଛେଲିଆମାଲ ରେ ନିର୍ମାଣ ହେଉଥିବା ଛୋଟିଆ ବ୍ରିଜ ପାଇଁ ଲୋକଙ୍କ ଯାତାୟତରେ ବ୍ୟାହତ ସୃଷ୍ଟି ହେବାକୁ ହୃଦୟଙ୍ଗମ କରି ଆମ ପ୍ରତିନିଧି ନିଯୁକ୍ତି ପ୍ରାପ୍ତ ଠିକାଦାରଙ୍କ ସହ ଯୋଗାଯୋଗ କରି ଥିଲେ। ହେଲେ ଯାଗା ଅଭାବ କାରଣରୁ ଛେଲିଆମାଲ ଠାରେ ବାଇପାସ୍ ରାସ୍ତା (ଅସ୍ଥାୟୀ) କରାଯାଇ ପାରିନାହିଁ,ଟେମରୀରୁ ଝାରମୁଣ୍ଡା ବାଟଦେଇ ଏକ ବାଇପାସ୍ ରାସ୍ତା ଦିଆଯାଇଛି ବୋଲି କହିଥିଲେ।ହେଲେ ସେପଟେ ହିରାପୁର, ଫ୍ରେଜରପୁର,ଛେଲିଆମାଲ ରେ ଜନସାଧାରଣ ଯିବା ଆସୁବାକୁ ନେଇ ଆପଣ କେମିତି ଭୁଲି ଗଲେ ବୋଲି ଜନସାଧାରଣ ଠିକାଦାରଙ୍କୁ ପ୍ରଶ୍ନ କରନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ ଯେ,ଦିର୍ଘ ୧୨ ଦିନ ହେଲା ଏଇ ରାସ୍ତା ଦେଇ ଲକ୍ଷ୍ମୀ ବସ ଯାତାୟତ କରି ପାରୁନାହିଁ।ଯାହା ଫଳରେ ଫ୍ରେଜରପୁର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବହୁ ହଇରାଣ ହରକତ ହେବା ସହ ଅଜଥା ଖର୍ଚ୍ଚାନ୍ତରେ ଚଢା ଦର ଦେଇ ବିଭିନ୍ନ ଯାନବାହାନରେ ଏପଟ ସେପଟ ଦେଇ ସ୍କୁଲ କୁ ଆସିବାକୁ ବାଧ୍ୟ ହେଉଛନ୍ତି।୧୩ କୋଟି ବ୍ୟୟରେ ଉକ୍ତ ରାସ୍ତା ନିର୍ମାଣ ଚାଲିଛି ବୋଲି ଜଣାଯାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like