-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

ବରପାଲି ଫାର୍ମାସିଷ୍ଟ ମହାବିଦ୍ୟାଳୟ ରେ ଶ୍ରୀଜଗନ୍ନାଥ ଚେତନା ଆଲୋଚନାଚକ୍ର

10-Nov-2024



ବରପାଲି(ସୁଦାମ ଦୀପ): ଟିଙ୍ଗିପାଲି ସ୍ଥିତ ବରପାଲି ଫାର୍ମାସୀ କଲେଜ ଠାରେ ଜଗନ୍ନାଥ ଚେତନା ଉପରେ ଆଧାରିତ ପୁରୁଷୋତ୍ତମ ଶ୍ରୀ ଶ୍ରୀଜଗନ୍ନାଥ ବିଷୟରେ ଏକ ବକ୍ତବ୍ୟ ସଭା ଅନୁଷ୍ଠିତ ହୋଇଯାଇଛି ।  ଏହି ସଭାରେ ଆମନ୍ତ୍ରିତ ଅତିଥି ଶ୍ରୀଯୁକ୍ତ ଘନଶ୍ୟାମ ପାଣିଗ୍ରାହୀ ସୁନାମଧନ୍ୟ ବାଗ୍ମୀ,ଜଗନ୍ନାଥ ତତ୍ତ୍ଵ ବିଶାରଦ ଡକୃଷ୍ଣ କେଶବ  ଷଡ଼ଙ୍ଗୀଙ୍କୁ ସଭାସ୍ଥଳିକୁ ଆମନ୍ତ୍ରଣ  କଲାପରେ ଆଲୋଚନା ଆରମ୍ଭ ହୋଇଥିଲା ସୁବକ୍ତା ଡ଼ କୃଷ୍ଣ କେଶବ ଭଗବତ ଚିନ୍ତା ଓ ଚେତନା ତଥା ଶ୍ରୀ ଜଗନ୍ନାଥଙ୍କ ସଂପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ।  ଆଲୋଚନା ଚକ୍ରରେ ଅନୁଷ୍ଠାନର ଚେୟାରମେନ୍ ଶ୍ରୀଯୁକ୍ତ ନରେନ୍ଦ୍ର କୁମାର ହୋତା, ସଭାପତି ହିଂମାଶୁ ମୋହନ ଦେଓ, ଡାଇରେକ୍ଟର ଡ.ରଞ୍ଜନ କୁମାର ସାହୁ,ପ୍ରିନ୍ସସିପାଲ ଡ. ଅର୍ଣ୍ଣବାଦିତ୍ୟ ମହାନ୍ତି,ଭାଇସ ପ୍ରିନ୍ସସିପାଲ ଡ. ଆଶୁତୋଷ

ପ୍ରଧାନ ଡ.ଆଶୁତୋଷ ମେହେର ଡ, ସନ୍ତୋଷ କୁମାର ଦାଶ ଅବିନାଶ ସାହୁ, ଆମନ୍ତ୍ରିତ ଅତିଥି ଆନନ୍ଦ ମେହେର, ଶ୍ରୀମତୀ ସବିତା ମିଶ୍ର, ଶ୍ରୀମତୀ ମାଧବୀ ଦେଓ ଶ୍ରୀମତୀ ସବିତା ପଧାନ ତଥା   ମହାବିଦ୍ୟାଳୟର ସମସ୍ତ କର୍ମଚାରୀବୃନ୍ଦ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ। ପରିଶେଷରେ ଡ.ଷଡ଼ଙ୍ଗୀଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଡ. ଶ୍ରୀମନ୍ତ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like