-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଘାଏ ଦେଖତ କଳାପଟାର ବାର୍ଷିକୋତ୍ସବ ଅନୁଷ୍ଠିତ

10-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଗାଇସିଲେଟ ଠାରେ ଦିର୍ଘ ୧୦ ବର୍ଷ ହେବ ରାସ୍ତାକଡ଼ରେ ସୃଷ୍ଟି କରାଯାଇଥିବା କଳାପଟା ଘାଏ ଦେଖତ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସ୍ଥାନୀୟ ଗାଇସିଲେଟ କଲେଜ ଠାରେ ବାର୍ଷିକୋତ୍ସବ ପାଳନ କରିଛି।ଘାଏ ଦେଖତ କୁଟୁମ୍ବକୁ ନେଇ ଏକ କମିଟି ଗଠନ ହୋଇଥିଲା। ସଭାପତି ଭାବେ ନିରଞ୍ଜନ ପଣ୍ଡା, ଉପସଭାପତି ରଞ୍ଜନ କୁମାର ପଣ୍ଡା, ସମ୍ପାଦକ ବୈରାଗୀ ସାହୁ,ସହ ସମ୍ପାଦକ ଅଶେଷ କୁମାର ଦାଶ, କୋଷାଧ୍ୟକ୍ଷ ଭାବେ ପ୍ରମୋଦ କୁମାର କଲେତ ଦିର୍ଘ ୧୦ ହେବ ବହୁ ଝଡଝଞ୍ଜା ମଧ୍ୟରେ ଗତିକରି ଏ ଅଞ୍ଚଳରେ ଅନବରତ ଭାବେ ସମ୍ବଲପୁରୀ ଭାଷାର ପ୍ରଚାର ଓ ପ୍ରସାରର କରି ଚାଲିଛନ୍ତି। ବାର୍ଷିକୋତ୍ସବ ଉତ୍ସବ କାର୍ଯ୍ୟକ୍ରମରେ ସଭାପତି ଭାବେ ନିରଞ୍ଜନ ପଣ୍ଡା, ମୁଖ୍ୟ ଅତିଥି ଭାବେ ମନୋରଞ୍ଜନ ସାହୁ ମୁଖ୍ୟ ବକ୍ତା ଅଶୋକ କୁମାର ପୂଝାରୀ, ଅଧ୍ୟାପକ ମାନଭଞ୍ଜନ ପାଣିଗ୍ରାହୀ, ସମ୍ମାନୀତ ଅତିଥି ମନୋଜ କୁମାର ସାହୁ, ସମ୍ମାନୀତ ଅତିଥି ଲମ୍ବୋଦର ତ୍ରିପାଠୀ, ଗୈାର ଚରଣ ପ୍ରଧାନ, ବୈରାଗୀ ସାହୁ ଯୋଗଦାନ କରି କାର୍ଯ୍ୟକ୍ରମକୁ ଆଗେଇ ନେବା ପୂର୍ବରୁ ମାଁ ସମଲେଶ୍ଵରୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ସହ ପୂଜାର୍ଚ୍ଚନା କରିଥିଲେ।

ପରେ ପରେ ଅରଗଡିରୁ ଆସିଥିବା ସୁଶ୍ରୀ ଧରିତ୍ରୀ ଗୁରୁ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ।ସରଧାପାଲି ର ଅଜିତ ବାଗ ଏବଂ ଲୁସୀ ଭୋଇ ମଧ୍ୟ ଡୁଏଟ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର, ସମ୍ବଲପୁର, କଳାହାଣ୍ଡି, ଭବାନୀପାଟଣା, ସୁବର୍ଣ୍ଣପୁର ଜିଲ୍ଲା ସମେତ ବହୁ ଅଞ୍ଚଳରୁ କବି କବୟିତ୍ରୀ ଯୋଗଦାନ କରି ସ୍ୱରଚିତ ସମ୍ବଲପୁରୀ କବିତା ପଠନ କରିଥିଲେ। କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ କବି ଅର୍ଜୁନ ସାହୁ। ଏଅବସରରେ ରବିରତନ ସାହୁ, ମାନିନୀ ମେହେର,ଦିଲିପ କୁମାର ମିଶ୍ର, ଯୁଧିଷ୍ଠିର ଯୋଷୀ ପ୍ରମୁଖ କବି କବୟିତ୍ରୀ ମାନଙ୍କୁ ଅତିଥି ଗଣ ମଞ୍ଚ ଉପରେ ଉପଢ଼ୌକନ ସହ ମାନପତ୍ର ଦେଇ ସମ୍ମାନୀତ କରିଥିଲେ। ଏକ୍ରମରେ ଅତିଥି ଗଣ "ଘାଏ ଦେଖତ" ସ୍ମରଣିକା ଉନ୍ମୋଚନ କରିଥିଲେ।ସର୍ବଶ୍ରୀ ସଞ୍ଜିବ କୁମାର ସାହୁ, ଅଶେଷ କୁମାର ଦାଶ, ଜୟନ୍ତ ସାହୁ, ମନୋରଞ୍ଜନ ପଧାନ, ସୁମନ୍ତ ସାହୁ ପ୍ରମୁଖ ଘାଏ ଦେଖତ ବାର୍ଷିକୋତ୍ସବ ପାଳନରେ ସମ୍ପୁର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like