-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||     

HOME   ଜିଲ୍ଲା

ବରପାଲିର ବିଭିନ୍ନ ଗ୍ରାମରେ ବ୍ରଜେଶ୍ବରୀଙ୍କ ବାର୍ଷିକ ସ୍ନାନୋତ୍ସବ ପାଳିତ

10-Nov-2024



ବରଗଡ଼ ଜିଲ୍ଲା ବରପାଲି ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳ ମାନଙ୍କରେ ବ୍ରଜେଶ୍ବରୀ ଦେବୀଙ୍କ ବାର୍ଷିକ ସ୍ନାନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଶୁକ୍ରବାର କଳାଗ୍ରାମ କୁମ୍ଭାରିରେ ପୃଥକ ପୃଥକ ଦୁଇଟି ସ୍ଥାନରେ ରୌପ୍ଯ ନିର୍ମିତ ଶ୍ରୀକୃଷ୍ଣଙ୍କ ମୟୁର ଚଂଦ୍ରିକା ରୂପକ ଦେବୀଙ୍କ ବାଙ୍କଚୁଳ ବେଶ ସ୍ଥାପନ କରାଯାଇଥିଲା। ପଣ୍ତିତ ମାନଙ୍କ ଦ୍ବାରା ନୀତି ପ୍ରଥା ଅନୁକରଣରେ ଉତ୍ସବ ପାଳିତ ହୋଇଥିଲା। ଏହି ଅବସରରେ ରାଜନେତାଙ୍କ ସମେତ ଜନ ପ୍ରତିନିଧି, କଳାପ୍ରେମୀ, ମାନସିକଧାରୀ ଭକ୍ତ ମଣ୍ତଳିଙ୍କ ଦିନ ତମାମ ଭିଡ ଲାଗି ରହିଥିଲା। ବ୍ରଜେଶ୍ବରୀ ନୃତ୍ୟକଳା ପରିଷଦ ପ୍ରାଙ୍ଗଣ ମନ୍ଦିରରେ ତ୍ରିଦିବସୀୟ ଭାବରେ ପାଳିତ ହୋଇଥିଲା। ପଣ୍ତିତ କୁନା ପୂଜାରୀଙ୍କ ସହଯୋଗରେ ପୂଜାର୍ଚ୍ଚନା ନୀତିକାନ୍ତି ପାଳିତ ହୋଇଥିଲା। ସେହିପରି ଠୁନଠୁନିଆ ପଡା ବ୍ରଜେଶ୍ବରୀ ନାଟ୍ୟ କଳାସଂସଦ ପରିସରରେ ପଣ୍ତିତ ଆର୍ତ୍ତତ୍ରାଣ ପଣ୍ତାଙ୍କ ଦ୍ବାରା ପୂଜାନୀତି ପାଳିତ ହୋଇଥିଲା। ସଂକିର୍ତ୍ତନ ବାଜାଗାଜା ସହ ଦେବୀଙ୍କ ଶୋଭାଯାତ୍ରା ପରିକ୍ରମା ମାଧ୍ଯମରେ ମଣ୍ତପରେ ପହଞ୍ଚିଲା ପରେ ପ୍ରଥା ଅନୁଯାୟୀ ସ୍ଥାପନ କରାଯାଇଥିଲା। ସେହିପରି ସତଲମା, କନବାର, ବଡଗାଁ, କାଁଇଶିର ପ୍ରଭୁତି ଗ୍ରାମରେ ଦେବୀଙ୍କ ସ୍ନାନୋତ୍ସବ ପାଳିତ ହୋଇଥିଲା। ରାତ୍ର ସମୟରେ ସାଂସ୍କୃତିକ ରଙ୍ଗାରଙ୍ଗ କାର୍ଯ୍ଯକ୍ରମ ମଞ୍ଚସ୍ଥ ହୋଇଥିଲା।

(ବରପାଲିରୁ ସୁଦାମ ଦୀପଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026

You Might Also Like