-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗହଃଜ୍ଜ    (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||     

HOME   ରାଜ୍ୟ

ସୁରଭି ଗୋଷେବା ଧାମ ରେ ଗୋପାଷ୍ଟମୀ ଉତ୍ସବ ପାଳିତ

10-Nov-2024



ବଲାଙ୍ଗିର(ପ୍ରେରଣା ଖବର):  ସୁରଭି ଗୋଷେବା ଧାମ ବିଛୁ ପାଲି ଠାରେ ଗତକଲି ଗୋପାଷ୍ଟମୀ ଉତ୍ସବ ପାଳନ ହୋଇଯାଉଛି। ଏଥିରେ ମୁଖ୍ୟ ଅତିଥି ଭାବରେ ବିଜେପି ନେତା ଗୋପାଳଜି ପାଣିଗ୍ରାହୀ, ମୁଖ୍ୟ ବକ୍ତା ସିଦ୍ଧେଶ୍ୱର ମିଶ୍ର , ସୌମେନ୍ଦ୍ର ମିଶ୍ର , ଶ୍ରୀ ସୁରଭି ଗୋ ସେବା ଧାମ ର ସଭାପତି ରାମ ଚନ୍ଦ୍ର ବିଶ୍ବାଳ,ସମ୍ପାଦକ ତ୍ରିଲୋଚନ ମେହେରପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଜଗନ୍ନାଥ ମାହାନା,ଅଶ୍ଵିନୀ କୁମାର ପଟେଲ ,ସାଇସୁନ୍ଦର  , ଖୁସି ରାମ ମାଝୀ, ମଦନ, ଗାୟତ୍ରୀ ପରିବାର ବଲାଙ୍ଗୀର, ବିଶ୍ଵ ହିନ୍ଦୁ ପରିଷଦ ବଲାଙ୍ଗୀର ର କର୍ମ କର୍ତ୍ତା ,ପବିତ୍ର ଦାସ, ଶ୍ରୀକର ପଧାନ,ବଜରଙ୍ଗ ଦଳ ବଲାଙ୍ଗୀର ର ସଦସ୍ୟ ମାନେ. ସପୂର୍ଣା ଆନୁଷ୍ଟନା,  ବଲାଙ୍ଗିର ସହର ଓ ବୁବେଲ ପଂଚାୟତ ଅନ୍ତର୍ଗତ ସମସ୍ତ ଗ୍ରାମର ଗୋଭକ୍ତ ପାଖାପାଖି ୫୦୦ ଜଣ ଗୋସେବକ ଗୋ ପ୍ରେମୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ପ୍ରଥମେ ଗୋପୁଜନ ରୁ ଆରମ୍ଭ ହୋଇ ଥିଲା, ଗାୟତ୍ରୀ ଯଜ୍ଞ, ତାପରେ ଗୋ କଥାରେ ଶ୍ରୀ ସିଦ୍ଧେଶ୍ୱର ମିଶ୍ର 'ଗୋମାତା ଙ୍କ ଅବଦାନ ଆମ ସମାଜ ପାଇଁ କଣ କଣ ରହିଛି 'ତା ଉପରେ  ଆଲୋକପାତ କରି ବକ୍ତବ୍ୟ ରଖି ଥିଲେ  । ପରିଶେଷରେ ଛତିଶଗଡ ରୁ ଆସିଥିବା ପ୍ରଶିକ୍ଷକ ଶ୍ରୀ ଯୁକ୍ତ ମୋହନ ଚନ୍ଦ୍ର ସାହୁ ମହିଳାମାନଙ୍କୁ ସେମାନେ କିପରି ଭାବରେ ସ୍ୱାବଲମ୍ବନ ପଞ୍ଚଗବ୍ୟ  ନିର୍ମାଣ କୁ ନେଇ ହୋଇ ପାରିବେ ତା ଉପରେ ପ୍ରଶିକ୍ଷଣ ଦେଇଥିଲେ । ଏଥିରେ ସମ୍ପୂର୍ଣା ଅନୁଷ୍ଠାନ ତାଙ୍କୁ ସହୋୟଗ କରିଥି ଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗହଃଜ୍ଜ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026

You Might Also Like