-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

କାଳୀ ପୂଜା ଅବସରରେ ରକ୍ର ଦାନ ଓ ମାଗଣା ଚକ୍ଷୁ ଚିକିତ୍ସା ଶିବିର

10-Nov-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ୫୬ ତମ କାଳୀ ପୂଜା ତଥା ସହିଦ୍ ଯବାନ ସଚିନ କୁମାର ସାହୁ ଓ ପ୍ରତାପ ନାଏକ ଙ୍କ ସ୍ମୃତି ଅବସରରେ ଆଜି ସୋନପୁର ମଝିପଡା  ରମଧୁନ୍ କ୍ଳବ ପକ୍ଷରୁ ଏକ ରକ୍ତ ଦାନ ଶିବିର ଓ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଟିତ ହୋଇଥିଲା l ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣ ପୁର ଅତିରିକ୍ତ ଜିଲ୍ଲାପାଳ ଅଞଳିନା ପଧାନ ଯୋଗ ଦେଇ ଏହାକୁ ଉଦ୍ଘାଟନ କରି ଏହି କାର୍ଯ୍ୟକ୍ରମ କୁ ପ୍ରଶଂସା କରିଥିଲେ l ଓ ରକ୍ତ ର ସଙ୍କଟ ସମୟ ରେ ରାମଧୁନ କ୍ଳବ୍ ର ଏଭଳି ଉଦ୍ୟମ ଅନେକ ରୋଗୀ ଙ୍କ ଜୀବନ ବଞ୍ଚାଇବ ବୋଲି କହିଥିଲେ l ସମ୍ମାନିତ ଅତିଥି ଭାବରେ ସୋନପୁର ଏସ ଡି ପି ଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ସି ଡି ଏମ ଓ ଡା ପ୍ରଦୀପ ଗୁରୁ ସମାଜସେବୀ ଶ୍ରବତ୍ସ ମଲ୍ଲିକ,  ପୁର୍ବତନ କାଉନସିଲର କଇରୁ ସ୍ବାଇଁ ଯୋଗ ଦେଇ ରକ୍ତ ଦାତା ଙ୍କୁ ପୁରସ୍କୃତ କରି ଉତ୍ସାହିତ କରିଥିଲେ l ସମୁଦାୟ ୪୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ବେଳେ ୬୧ ଜଣ ଚକ୍ଷୁ ପରୀକ୍ଷା କରିଥିଲେ l ସେଥି ମଧ୍ୟରୁ ୬ ଜଣ ରୋଗୀ ଙ୍କ ଅସ୍ତ୍ରୋ ପ୍ରଚାର ପାଇଁ ପଠାଯାଇଛି l ଏଡଭୋକେଟ ଚମ୍ପେଶ୍ୱର୍ ଥାନପତି , କ୍ଳବ୍ ର ଉପଦେଷ୍ଟା ପଦ୍ମନାଭ ପାଢ଼ୀ, ଭୁକୁଲୁ ବକ୍ସି, ଶେଷ ଦେବ ମେହେର, ଲଡ଼ୁ କିଶୋର ମଲ୍ଲିକ ମଞ୍ଚ ରେ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ l

ଆୟୋଜକ କମିଟି ପରାମର୍ଶ ଦାତା ପୀୟୂଷ ପଣ୍ଡା, ବିକାଶ ପଣ୍ଡା ଙ୍କ ତତ୍ତ୍ଵl ବଧାନ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିବା ବେଳେ ମନୋରଞ୍ଜନ ତ୍ରୀପାଠୀ ସଭା ସଂଯୋଜନା କରିଥିଲେ l ପୂଜା କମିଟି ସଭାପତି ପୁରେନ୍ଦ୍ର ନାଏକ, ଉପ ସଭାପତି ବୁବୁନ ନାଏକ, ସମ୍ପାଦକ ସୁରଜ୍ ସାହୁ, ସହ ସମ୍ପାଦକ ଚନ୍ଦନ ସାହୁ, କୋଷାଧ୍ୟକ୍ଷ ରାଜୀବ ସାହୁ ସହଯୋଗ କରିଥିଲେ l ଡ଼ା ସରୋଜ ପଟେଲ, ବ୍ଲଡ ବ୍ୟାଙ୍କ ଟେକ୍ନି ସିଆନ ଜଗତ ଦରୁୱାନ, ଟିଟୁ ଭୋଇ , ମୂନା ନାଏକ ପ୍ରମୁଖ ରକ୍ତ ଦାତା ଙ୍କ ଠାରୁ ରକ୍ତ ସଂଗ୍ରହ କରିଥିବା ବେଳେ କ୍ଳବ୍ ଓ ପୂଜା କମିଟି ର ସମସ୍ତ ସଭ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like