-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସମାଜର ଏକତା ଓ ଅଖଣ୍ଡତା ଉପରେ ସମସ୍ତ ବ୍ରାହ୍ମଣ ସମାଜ ବାନ୍ଧି ରହିବା ଜରୁରୀ:-ପ୍ରଦୀପ ପୁରୋହିତ ,,,,,,,,, ପଞ୍ଚାୟତ ସ୍ତରୀୟ ପରିବାର ମିଳନ ଉତ୍ସବ ଅନୁଷ୍ଠିତ

10-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଗାଇସିଲେଟ ସ୍ଥିତ ନୈମିଷାରଣ୍ୟ ଠାରେ  ଗାଇସିଲେଟ ବ୍ରାହ୍ମଣ ସମାଜର ପକ୍ଷରୁ ପଞ୍ଚାୟତ ସ୍ତରୀୟ ପରିବାର ମିଳନ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମାଜର ସଭାପତି ଡ.ସୁନିଲ ପଣ୍ଡା ଅଧ୍ୟକ୍ଷତା କରିଥିଲେ ।ପ୍ରଥମେ ହୋମଯଜ୍ଞ ଓ ପରେ ଗାୟତ୍ରୀ ମାତା ଓ ପର୍ଶୁରାମ ଭଗବାନଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ ପୂଜାର୍ଚ୍ଚନା କରି ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଡ. ସୁନିଲ ପଣ୍ଡା ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ପର୍ଶୁରାମ ବାହିନୀ ସଭାପତି ରଞ୍ଜନ ପଣ୍ଡା ଉକ୍ତ ସଭାକୁ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ବରଗଡ଼ ଲୋକସଭା ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ ଯୋଗ ପରିବାର ମିଳନ ଉତ୍ସବରେ ସାମିଲ ହୋଇଥିବା ସମସ୍ତ ପରିବାର ବର୍ଗଙ୍କୁ ଉତ୍ସାହିତ କରିଥିଲେ। ଏହିକ୍ରମରେ ବ୍ଲକ ସଭାପତି ସଦାନନ୍ଦ ପାଢ଼ୀ,ପଞ୍ଚାୟତ ସମ୍ପାଦକ ରବୀନ୍ଦ୍ର ପଣ୍ଡା,ପାଇକମାଲ ବ୍ଲକ ସଭାପତି ଗିରିଶ ନାୟକ,ପଦ୍ମପୁର ବ୍ଳକ କୋଷାଧ୍ୟକ୍ଷ ଶାନ୍ତନୁ ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ । ରବୀନ୍ଦ୍ର ପଣ୍ଡା ସଂପାଦକୀୟ ବିବରଣୀ ପାଠ କରିଥିବା ବେଳେ,ବ୍ଲକ ସଭାପତି ସଦାନନ୍ଦ ପାଢୀ  ନିଜର ବକ୍ତବ୍ୟରେ ବ୍ଲକ ସମାଜର କାର୍ଯ୍ୟାବଳୀ ଉପରେ ଆଲୋକପାତ କରିଥିଲେ । ଏହା ସହିତ ପାଇକମାଲ ବ୍ଲକ ସଭାପତି ଶ୍ରୀଯୁକ୍ତ ଗିରିଶ ଚନ୍ଦ୍ର ନାୟକ ନିଜର ବକ୍ତବ୍ୟ ମାଧ୍ୟମରେ ସମାଜ ସୁଧାର ଉପରେ ଆଲୋକପାତ କରିଥିଲେ ।ଏହା ସହିତ ଗାୟତ୍ରୀ ବାହିନୀର ସମ୍ପାଦିକା ଶ୍ରୀମତୀ ଜ୍ୟୋତ୍ସ୍ନାରାଣୀ କର ନିଜ ବକ୍ତବ୍ୟରେ ମହିଳା ସଶକ୍ତିକରଣ ଉପରେ ମତବ୍ୟକ୍ତ କରିଥିଲେ । ଏହାପରେ ମୁଖ୍ୟ ଅତିଥି ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ ନିଜର ବକ୍ତବ୍ୟରେ ବ୍ରାହ୍ମଣ ପରିବାର ସମସ୍ୟାର ସମାଧାନ ସହିତ ସମାଜକୁ ଆଗେଇ ନେବା ଉଚିତ୍ ବୋଲି ମତବ୍ୟକ୍ତ କରିବା ସହ ସମାଜର ଏକତା ଓ ଅଖଣ୍ଡତା ଉପରେ ଆଲୋକପାତ କରିଥିଲେ ।ଏହି ଅବସରରେ ୮୦ ବର୍ଷରୁ ଉର୍ଦ୍ଧ ବୟସ୍କ ବ୍ୟକ୍ତି ଏବଂ ନାରୀ ନେତ୍ରୀ ଝରଣା ପାଣିଗ୍ରାହୀ, ପୁଷ୍ପାଞ୍ଜଳୀ ଦାଶ, ଅରବିନ୍ଦ ପଣ୍ଡା,ମିହୀର ଦାଶ,ଅମ୍ବିକା  ତ୍ରିବେଦୀ ଓ ନିଟ୍ ପରୀକ୍ଷାରେ ସଫଳତା ପାଇଥିବା ଆଶାରାଣୀ ପୁରୋହିତ ଏବଂ ଓଡ଼ିଶା କୃଷି ଓ ବୈଷୟିକ ପରୀକ୍ଷାରେ ସଫଳତା ହାସଲ କରିଥିବା ଶୁଭଲକ୍ଷ୍ମୀ ଦାଶଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପରେ ରାମାୟଣ,ମହାଭାରତ ଓ ପୁରାଣ ପୁସ୍ତକରୁ କ୍ୱିଜ୍ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପରିଶେଷରେ ସଞ୍ଜୟ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like