-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଝାନ୍ସୀରାଣୀ ଲକ୍ଷ୍ମୀବାଇ ଙ୍କ ଜୟନ୍ତୀ ସମାରୋହ ପାଳନ

10-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ସ୍ଥିତ ଜେନିଥ ଲାୟନ ଗୁରୁକୁଳ ଠାରେ ଆୟୋଜକ ଚେତନା ପରିଷଦ ପକ୍ଷରୁ ରବିବାର ତା ୧୦. ୧୧. ୨୦୨୪ରିଖ ଦିନ ଝାନ୍ସୀରାଣୀ ଲକ୍ଷ୍ମୀବାଇଙ୍କ ଜୟନ୍ତୀ ମହା ସମାରୋହ ପାଳିତ ହୋଇଯାଇଛି। ଏଅବସରରେ ସ୍କୁଲ କଲେଜ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିବାବେଳେ,ଯେଉଁଥିରେ ଚିତ୍ରାଙ୍କନ, ସଂଗୀତ, କୁଇଜ,ବକୃତା, ବିଷୟରେ ପ୍ରତିଯୋଗିତା  ଅନୁଷ୍ଠିତ ହୋଇଥିଲା।ଏଥିରେ ଅଞ୍ଚଳ କଲେଜ ପଦ୍ମପୁର , ଓମେନ୍ସ କଲେଜ ପଦ୍ମପୁର ,ଜିଷ୍ଟ କଲେଜ ପଦ୍ମପୁର, ଓଡ଼ିଶା ଆଦର୍ଶ ବିଦ୍ୟାଳୟ,ବାନ୍ଦୁପାଲିଙ୍କ ସମେତ କଲୋନୀ ସ୍କୁଲ, ଟାଉନ ସ୍କୁଲ, ସରକାରୀ ବାଳିକା ହାଇସ୍କୁଲ, ଆର.ବି ହାଇସ୍କୁଲ, ପଦ୍ମପୁର , ସରସ୍ବତୀ ଶିଶୁମନ୍ଦିର ଓ ଅରବିନ୍ଦ ସ୍କୁଲର ୨୫୦ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ମାନେ  ଅଂଶଗ୍ରହଣ କରିଥିଲେ l

ମୁଖ୍ୟ ଅତିଥି ଭାବେ ବରିଷ୍ଟ ଆଇନଜୀବୀ ନନ୍ଦକିଶୋର ମାଝୀ, ଓ ବିଶିଷ୍ଟ ନାଟ୍ୟକାର ତଥା ଲେଖକ ଅଶୋକ ବହିଦାର ଯୋଗଦାନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।କାର୍ଯ୍ୟକାରୀ ସଭାପତି ହରିଶଙ୍କର ସିଂହ, ସମ୍ପାଦକ କିଶୋର ପାତ୍ର, ସଦସ୍ୟ ମନୋଜ ମହାନ୍ତି, ଭୂପେଶ ସାହୁ, ଗିରିଧାରୀ ସାହୁ, ଅଶୋକ ମିଶ୍ର, ସତ୍ୟବ୍ରତ ସାହୁ, ସୋମ୍ୟରଞ୍ଜନ ଷଡ଼ଙ୍ଗୀ, ଓଁକାର ମେହେର ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ। ପ୍ରତିଯୋଗୀତାର ମୁଖ୍ୟ ବିଚାରକ ଭାବେ ଶୋଭନା ପଣ୍ଡା,ଅରୁଣା ସାହୁ, ଗିରିଧାରୀ ସାହୁ, ରାଜେଶ ଗୁର୍ଲ୍ଲା, ସଚ୍ଚି ସାହୁ, ଦୁର୍ଗାଶିଷ ପଟ୍ଟନାୟକ ମଞ୍ଚାସୀନ ଥିଲେ lଆୟୋଜିତ ହୋଇଥିବା ପ୍ରତିଯୋଗିତାରେ ଉତ୍ତିର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଆଗାମୀ  ୧୯ ତାରିଖରେ ଜୟନ୍ତୀ ସମାରୋହରେ ପୁରସ୍କୃତ କରାଯିବ ବୋଲିି ଆୟୋଜକ ମାନଙ୍କ ଠାରୁ ପ୍ରକାଶ। ଶେଷରେ ଚେତନା ପରିଷଦର ସଭାପତି ହରିଶଙ୍କର ସିଂ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like