-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

ଜେଆର୍ସି ପରାମର୍ଶଦାତା ଙ୍କ ବ୍ଲକ ସ୍ତରୀୟ ଡାଟାବେସ୍ କର୍ମଶାଳା

10-Nov-2024



ବିନିକା, ତା,୫/୧୧(ପ୍ରେରଣା ଖବର) :
ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଅନ୍ତର୍ଗତ ବିନିକା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ବିନିକା ଓ ଡୁଙ୍ଗୁରିପାଲି ବ୍ଳକ ର ସମସ୍ତ ଜୁନିୟର ରେଡକ୍ରସ ପରାମର୍ଶ ଦାତାଙ୍କ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲା ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଙ୍କ  ତତ୍ତ୍ଵାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ବିନିକା ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ମହାକୁର ଅଧ୍ଯକ୍ଷତା କରିଥିଲେ । ବରିଷ୍ଠ ସାଧନ କର୍ମୀ ହୃଷିକେଶ ଡାଙ୍ଗ ମଞ୍ଚ ପରିଚାଳନା କରିଥିଲେ।ସାଧନ କର୍ମୀ  ନିମାଇଁ ଚରଣ ମଲ୍ଲିକ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ବିନିକା ବ୍ଳକ ଶିକ୍ଷାଧିକାରୀ ଲକ୍ଷ୍ମଣ ମିଶ୍ର ମୂଖ୍ଯ ଅତିଥି ରୂପେ ଯୋଗଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ନିଳାଚଳ ମେହେର ଓ ପ୍ରମୋଦ  ପଣ୍ଡା ଯୋଗଦେଇ ଥିଲେ ।

କାର୍ଯ୍ୟକ୍ରମ ରେ ସାଧନ କର୍ମୀ ହୃଷିକେଶ ଡାଙ୍ଗ ରେଡକ୍ରସ ଆନ୍ଦୋଳନ ବିଷୟରେ,ସାଧନ କର୍ମୀ ନିମାଇଁ ଚରଣ ମଲ୍ଲିକ ରେଡକ୍ରସ   ବିଷୟରେ ,ସାଧନ କର୍ମୀ ଶେଷ ଦେବ ଛତ୍ର ପ୍ରାକୃତିକ ବିପର୍ଯ୍ୟୟ ବିଷୟ ରେ,ଅନୂପ୍ରିୟା ମିଶ୍ର  ରେଡକ୍ରସ ଇତିହାସ ବିଷୟ ରେ ,ସଶ୍ମିତା ସାହୁ ପ୍ରାଥମିକ ଚିକିତ୍ସା ଓ ତପସ୍ୱିନୀ ଦାସ ରକ୍ଷକ, ସାଧନ କର୍ମୀ ରଞୟ ଧରୁଆ ଓ ଧନେଶ୍ଵରୀ ଭୋଇ ଏଚ୍ ଆଇ ଭି ଏଡ଼ସ ବିଷୟ ରେ ଧାରଣ ଦେଇ ଥିଲେ ।ବିନିକା ବ୍ଳକ ବିସିସି ପବିତ୍ର ବାରିକ ସହଯୋଗ କରିଥିଲେ। ସାଧନ କର୍ମୀ ଶେଷ ଦେବ ଛତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like