-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ପୌରାଞ୍ଚଳ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ

11-Nov-2024



ନବରଙ୍ଗପୁର: (ମିହିର ଶଙ୍କର ପାତ୍ର,)
ସ୍ଥାନୀୟ ରାଜା ଚୈତନ୍ୟ ଦେବ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟ, ନବରଙ୍ଗପୁର ଠାରେ ପ୍ରଜ୍ଞାନ ମିଶନ (ଗୀତା ସୁଗୀତା କର୍ତ୍ତବ୍ୟା) ଆନୁକୁଲ୍ୟରେ ନବରଙ୍ଗପୁର ପୌରାଞ୍ଚଳ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇ ଅଛି। ନବରଙ୍ଗପୁରର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମହେଶ୍ୱର ଚନ୍ଦ୍ର ନାୟକଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଵଳନ ପରେ ପ୍ରଜ୍ଞାନ ମିଶନର ସ୍ଥାନୀୟ ଉଦ୍ୟୋକ୍ତା କୁଞ୍ଜ ବିହାରି ଦାସ, ବିଭୁ ବ୍ରହ୍ମା, ମଧୁସୂଦନ ସାହୁ, ସୁଶ୍ରୀ ଝରଣା ପଟ୍ଟନାୟକ, ବିନୟ କୁମାର କର, ରବି ଶଙ୍କର ସାହୁ ତଥା ନବରଙ୍ଗପୁର ଜିଲ୍ଲାର ଅଭିଜ୍ଞ ସଂସ୍କୃତ ପଣ୍ଡିତ ମାନେ ଯୋଗଦେଇଥିଲେ।ଉକ୍ତ ପ୍ରତଯୋଗିତାରେ ପୌରାଞ୍ଚଳର ବିଭିନ୍ନ ବିଦ୍ୟାଳୟ ତଥା ମହା ବିଦ୍ୟାଳୟରୁ ୧୩୦ ଜଣ ପ୍ରତିଯୋଗୀ ଗୀତା ଆବୃତ୍ତି କରି ଥିଲେ।  ଆଗାମୀ ଦିନରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗିମାନେ ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତାରେ ଭାଗ ନେବେ। ଶେଷରେ କୃତୀ ପ୍ରତିଯୋଗୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ପୁରସ୍କାର ପ୍ରଦାନ କରିଛନ୍ତି। "ପରିବର୍ତ୍ତନ ଶୀଳ ଜଗତରେ ଶ୍ରୀମଦ୍ ଭଗବଦ୍ ଗୀତା ହିଁ  ବିପଥଗାମୀ ସମାଜକୁ ସତ୍ ପଥ ଦେଖାଇବ ଏଵଂ ଏହାର ପ୍ରଚାର ପ୍ରସାର କେବଳ ଶିଶୁମାନଙ୍କ ଦ୍ଵାରା ଉତ୍ତମ ଭାବରେ ହୋଇ ପାରିବ" ବୋଲି ମୁଖ୍ୟ ଅତିଥି ତଥା ଅତିରିକ୍ତ ଜିଲ୍ଲାପାଳ ମତ ବ୍ୟକ୍ତ କରିଛନ୍ତି। ସ୍ଥାନୀୟ ସରସ୍ଵତୀ ଜ୍ଞାନ ମନ୍ଦିରର ଗୁରୁଜୀ ଗୁରୁମା ତଥା ରାଜା ଚୈତନ୍ୟ ଦେବ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ-ଶିକ୍ଷିକାମାନଙ୍କର ସକ୍ରିୟ ସହଯୋଗରେ କାର୍ଯକ୍ରମଟି ସଫଳ ଭାବେ ସମ୍ପନ୍ନ ହୋଇ ଯାଇ ଅଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like